ଜାତୀୟ

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ୨୦ ବର୍ଷ ତଳର ହତ୍ୟାକାରୀ

ଓ୍ବାର୍ସ,୫।୧: ମାସ୍କ ନ ପିନ୍ଧିଥିବାରୁ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବା ପରେ ୨୦ ବର୍ଷ ତଳର ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଭଳି ଘଟଣା ଘଟିଛି ପୋଲାଣ୍ଡର ଓ୍ବାର୍ସ ସହରରେ। ବେଇଲାନି ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବାରୁ ଜଣେ ବ୍ୟକ୍ତିଙ୍କୁ…

ନିହତ ହେଲେ ଲସ୍କରର ୨ ଆତଙ୍କବାଦୀ

ଶ୍ରୀନଗର, ୪ା୧: ଦକ୍ଷିଣ କଶ୍ମୀରର କୁଲଗାମ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ମଙ୍ଗଳବାର ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଉଭୟ ଆତଙ୍କବାଦୀ ସ୍ଥାନୀୟ ବାସିନ୍ଦା ହୋଇଥିବା ଜଣାପଡିଛି। ଲସ୍କର-ଇ-ତୋଇବା ଏବଂ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ ସହ ସେମାନଙ୍କ ଲିଙ୍କ୍‌ ରହିଥିଲା ବୋଲି ଇନ୍ସପେକ୍ଟର…

‘ପଞ୍ଜାବ ପାଇଁ ଅରବିନ୍ଦ କେଜରିଓ୍ବାଲ କରୋନା’

ମୋରିଣ୍ଡା,୪।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପଞ୍ଜାବ ପାଇଁ କରୋନା। ଆମକୁ ବାହାରୁ ଆସୁଥିବା ରୋଗକୁ ଗ୍ରହଣ କରିବା ଉଚିତ ନୁହେଁ ବୋଲି କହିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି। ପଞ୍ଜାବର ମୋରିଣ୍ଡାଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ସମ୍ବୋଧିତ…

‘ଭଗବାନ କୃଷ୍ଣ ସେମାନଙ୍କୁ ଅଭିଶାପ ଦେବେ’

ଲକ୍ଷ୍ନୌ,୪।୧: ସରକାରରେ ଥାଇ ଯେଉଁମାନେ ମଥୁରା ଏବଂ ବୃନ୍ଦାବନ ପାଇଁ କିଛି କରି ନାହାନ୍ତି, ସେମାନଙ୍କୁ ଭଗବାନ କୃଷ୍ଣ ଅଭିଶାପ ଦେବେ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଦିନକ ପୂର୍ବରୁ ଏଭଳି ଢ଼ଙ୍ଗରେ ପୁରୁଣା ସରକାରଙ୍କୁ ସମାଲୋଚନା କରିଛନ୍ତି…

ସଂକ୍ରମଣର ସୁନାମୀ ଆସିଲେ ବି ଆମେ ପ୍ରସ୍ତୁତ

ମୁମ୍ବାଇ,୪।୧: କୋଭିଡ୍‌-୧୯ର ତୃତୀୟ ଲହର ପାଇଁ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏପରି କି ସଂକ୍ରମଣର ସୁନାମୀ ଆସିଲେ ବି ଆମେ ସଫଳତାର ସହିତ ତା’ର ସମ୍ମୁଖୀନ ହେବୁ। ଏଭଳି ଦୃଢ଼ୋକ୍ତି ଦେଇଛନ୍ତି ମୁମ୍ବାଇ ମେୟର କିଶୋରୀ ପେଡନେକର।…

କଂଗ୍ରେସ ରାଲିରେ ଦଳାଚକଟା

ବରେଲି,୪।୧: ଉତ୍ତର ପ୍ରଦେଶ ବରେଲିଠାରେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ଅନୁଷ୍ଠିତ ମାରାଥନ ରାଲିରେ ଦଳଚକଟା ହୋଇଛି । ଦଳାଚକଟାରେ କିଛି ଛାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାରାଥନ ରାଲିର ଭିଡିଓ ଏବେ ସାମ୍ନାକୁ ଆସିଛି…

ସନ୍ତାନଙ୍କୁ ଜନ୍ମ ଦେବା ଅବା ନଦେବା ନିଷ୍ପତ୍ତି ମା‘ଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର…

ନୂଆଦିଲ୍ଲୀ,୨୫।୧୧: ଏକ ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଏହା ତାଙ୍କର ବ୍ୟକ୍ତିଗତ ନିଷ୍ପତ୍ତି। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ଏହି ଅଧିକାରରେ…

ଘଣ୍ଟ ବଜାଇଲେ ପ୍ରଧାନମନ୍ତ୍ରୀ

ଇମ୍ଫାଲ,୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଉତ୍ତର-ପୂର୍ବ ରାଜ୍ୟ ମଣିପୁର ଗସ୍ତ କରିଛନ୍ତି। ମଣିପୁରରେ ୪୮୦୦ କୋଟିରୁ ଅଧିକ ମୂଲ୍ୟର ୨୨ ଟି ପ୍ରକଳ୍ପର ମୂଳଦୁଆ ପ୍ରଧାନମନ୍ତ୍ରୀ ସ୍ଥାପନ କରିଛନ୍ତି। ଇମ୍ଫାଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…

ତୃତୀୟଥର କରୋନା ଆକ୍ରାନ୍ତ ହେଲେ ବାବୁଲ ସୁପ୍ରିୟୋ

କୋଲକତା,୪।୧: ପୂର୍ବତନ ଭାଜପା ଏମ୍‌ପି ତଥା ଟିଏମସି ନେତା ବାବୁଲ ସୁପ୍ରିୟୋ ପୁଣି ଥରେ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଟୁଇଟର ମାଧ୍ୟମରେ ସେ କହିଛନ୍ତି, ତାଙ୍କ ସ୍ତ୍ରୀ, ବାପା ଏବଂ ଅନେକ କର୍ମଚାରୀ…

ବିହାରରେ ଆତଙ୍କବାଦୀ ସଂଗଠନକୁ ସକ୍ରିୟ କରୁଛନ୍ତି ଚାଇନା-ପାକିସ୍ତାନ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଗଲା ଗୁପ୍ତ ସୂଚନା…

ନୂଆଦିଲ୍ଲୀ, ୪।୧ : ଇଣ୍ଡିଆନ୍‌ ମୁଜାହିଦ୍ଦିନ (ଆଇଏମ) ଆତଙ୍କବାଦୀ ସଂଗଠନ ନେପାଳରେ ଆଶ୍ରୟ ନେଇଛି। ସଂଗଠନ ବିହାର ଏବଂ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ବେଶ୍‌ ସକ୍ରିୟ ହେବାରେ ଲାଗିଛି। ଏନେଇ ସୀମା ପାରରୁ ଚାଇନା ଏବଂ ପାକିସ୍ତାନର ସହାୟତା ମଧ୍ୟ ଇଣ୍ଡିଆନ୍‌…

ସୂର୍ଯ୍ୟ ନମସ୍କାର ନେଇ ବିବାଦ…

ନୂଆଦିଲ୍ଲୀ, ୪।୧ : ଦେଶରେ ସ୍ବାଧୀନତା ଦିବସର ୭୫ ତମ ବାର୍ଷିକୀ ପାଳନ ଅବସରରେ ବିଭିନ୍ନ ବିଦ୍ୟାଳୟରେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଭାରତ ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ନିର୍ଦ୍ଦେଶ ଜାରି କରାଯାଇଥିଲା।…

ଦିଲ୍ଲୀରେ ଲାଗୁ ହେଲା ସପ୍ତାହାନ୍ତ କର୍ଫ୍ୟୁ

ନୂଆଦିଲ୍ଲୀ,୪।୧: ଦେଶରେ ଦିନକୁ ଦିନ କୋଭିଡ ସ୍ଥିତି ବିଗିଡିବାରେ ଲାଗିଛି। କରୋନାର ନୂଆ ଭାରିଆଣ୍ଟ ମଧ୍ୟ ଦୃତ ଗତିରେ ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସରକାର ସପ୍ତାହାନ୍ତର କର୍ଫ୍ୟୁ ଲାଗୁ କରିଛନ୍ତି। ଶୁକ୍ରବାର ରାତି ୧୦ ଟାରୁ ସୋମବାର ସକାଳ ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri