ଜାତୀୟ

୫ ଶହ ଟପିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୮୫୦ ରେ…

ରାଷ୍ଟ୍ରପତିଙ୍କୁ ସ୍ମାରକପତ୍ର

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡି ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଏବଂ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଓଡ଼ିଶା ଯୁବକଂଗ୍ରେସ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛି। ହତ୍ୟା…

ଫେରିଲା ହିନ୍ଦୁତ୍ୱ ବିବାଦ

ନୂଆଦିଲ୍ଲୀ/ଓ୍ବାର୍ଦ୍ଧା/ସମ୍ଭଲ,୧୩।୧୧: ଅଯୋଧ୍ୟା ଉପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଲମାନ ଖୁର୍ସିଦଙ୍କ ପୁସ୍ତକକୁ ନେଇ ଅଡ଼ୁଆରେ ପଡ଼ିଥିବା କଂଗ୍ରେସ ଏବେ ସଫେଇ ଦେବାରେ ଲାଗିଛି। ୬୮ ବର୍ଷୀୟ ଖୁର୍ସିଦ ‘ସନ୍‌ରାଇଜ୍‌ ଓଭର ଅଯୋଧ୍ୟା: ନେଶନହୁଡ୍‌ ଇନ୍‌ ଆଓ୍ବାର ଟାଇମ୍ସ’ରେ ହିନ୍ଦୁତ୍ୱକୁ ଆଇଏସ୍‌ ଏବଂ ବୋକୋ…

ଚାଇନା ସବୁଠୁ ବଡ଼ ବିପଦ: ସିଡିଏସ୍‌

ନୂଆଦିଲ୍ଲୀ, ୧୩।୧୧: ଭାରତର ସୁରକ୍ଷା ପ୍ରତି ଚାଇନା ସବୁଠୁ ବଡ଼ ବିପଦ ଭାବେ ଉଭା ହୋଇଛି। ସେଥିପାଇଁ ଗତବର୍ଷ ଚାଇନା ସୀମାକୁ ଭାରତ ହଜାର ହଜାର ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ପଠାଇଥିଲା। ବିଶ୍ୱାସର ଅଭାବ ସାଙ୍ଗକୁ ସନ୍ଦେହ ବଢ଼ୁଥିବାରୁ ଭାରତ-ପାକ୍‌ ସୀମା…

କଳାହାଣ୍ଡି ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ଏନ୍‌ସିପିସିଆର୍‌

ନୂଆଦିଲ୍ଲୀ, ୧୩।୧୧: କଳାହାଣ୍ଡିର ସନ୍‌ସାଇନ ପବ୍ଲିକ୍‌ ସ୍କୁଲ୍‌ର ନାବାଳିକା ଛାତ୍ରୀମାନଙ୍କୁ ଯୌନ ଶୋଷଣ କରାଯିବା ଅଭିଯୋଗର ତୁରନ୍ତ ତଦନ୍ତ କରି ୩ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବା ଲାଗି ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) କଳାହାଣ୍ଡି ଏସ୍‌ପିଙ୍କୁ…

୧୨ କ୍ରୀଡାବିତ ପାଇବେ ମେଜର ଧ୍ୟାନଚାନ୍ଦ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: କ୍ରୀଡାବିତଙ୍କୁ ଜାତୀୟ କ୍ରୀଡା ପୁରସ୍କାର ୨୦୨୧ ଶନିବାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରିବେ। ଏ ବର୍ଷ ୧୨ ଜଣ କ୍ରୀଡାବିତଙ୍କୁ ମେଜର ଧ୍ୟାନଚାନ୍ଦ ପୁରସ୍କାର ପ୍ରଦାନ କରାଯିବ।…

ବିଶ୍ୱର ପ୍ରଦୂଷିତ ସହର ତାଲିକାରେ ଉପରେ ଦିଲ୍ଲୀ, ଟପ୍ ୧୦ରେ ଦେଶର ୩ ସହର

ନୂଆଦିଲ୍ଲୀ,୧୩ ।୧୧: ଗତ କିଛି ବର୍ଷ ହେବ ବାୟୁ ପ୍ରଦୂଷଣ ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ନଡା, ବାଣ, ଫ୍ୟାକ୍ଟ୍ରି ଓ ବଢି ଚାଲିଥିବା ଯାନବାହାନ ଯୋଗୁ ଏହି ସମସ୍ୟା ବୃଦ୍ଧି ପାଉଥିବା କୁହାଯାଉଛି । ଦିଲ୍ଲୀ ଏନ୍‌ସିଆର୍‌ରେ…

ଜାନୁୟାରୀ ୨୬ ହିଂସାରେ ଗିରଫ ହୋଇଥିବା କୃଷକଙ୍କୁ ମିଳିବ ୨ଲକ୍ଷ ଟଙ୍କା

ଚଣ୍ଡିଗଡ଼,୧୩ ।୧୧: ପଞ୍ଜାବ ସରକାର କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇ ଏକ ବଡ ଘୋଷଣା କରିଛନ୍ତି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି କହଛନ୍ତି ଚଳିତବର୍ଷ ୨୬ ଜାନୁୟାରୀରେ ଦିଲ୍ଲୀ ପୋଲିସ ଦ୍ୱାରା ଗିରଫ ହୋଇଥିବା ପଞ୍ଜାବର ସମସ୍ତ ୮୩…

ପୁରୁଣା ଟିକେଟ ଦାମରେ ଚାଲିବ ୧୭୦୦ ଟ୍ରେନ୍‌, ବନ୍ଦ ହେବ ଜେନରାଲ ଟିକେଟ

ନୂଆଦିଲ୍ଲୀ,୧୩ ।୧୧: କରୋନା ମହାମାରୀ ଯୋଗୁ ରେଗୁଲାର ଟ୍ରେନ୍ ବନ୍ଦ କରାଯାଇ କିଛି ସ୍ପେଶାଲ ଟ୍ରେନ୍ ଚାଲୁ କରାଯାଇଥିଲା । ଏବେ ପୁଣିଥରେ ସେସବୁ ରେଗୁଲାର ଟ୍ରେନ୍ ମଧ୍ୟରୁ ୧୭୦୦ଟ୍ରେନକୁ ଚଲାଇବା ପାଇଁ ନିଷ୍ପତ୍ତି ନିଆଯାଇଛି । କରୋନା ନିୟନ୍ତ୍ରଣରେ ଥିବାରୁ…

ପଶୁଙ୍କ ଠାରୁ ପାଣିରେ ବ୍ୟାପୁଛି ନୂଆ ଭାଇରସ

ଥିରୁଭାନନ୍ତପୁରମ,୧୩।୧୧: କରୋନା ଭାଇରାସ ପରେ ଡରାଇଲାଣି ନୋରୋ ଭାଇରସ। ପଶୁଙ୍କ ଠାରୁ ପାଣି ଓ ଖାଦ୍ୟ ମାଧ୍ୟମରେ ବ୍ୟାପୁଥିବା ଏହି ଭାଇରସ କେରଳର ଓ୍ବେନାଡ ଜିଲାରେ ଚିହ୍ନଟ ହୋଇଛି। ଭାଇରସ ଦ୍ୱାରା ୧୩ ଜଣ ସଂକ୍ରମିତ ଥିବା ଜଣାପଡ଼ିବା ପରେ ଜିଲାରେ…

ଜରୁରୀକାଳିନ ସ୍ଥିତି ପାଇଁ ପ୍ରସ୍ତୁତ ହୁଅ

ନୂଆଦିଲ୍ଲୀ,୧୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ଜିନତ ଧୂଆଁର ବଳୟ ଦିନକୁ ଦିନ ଅଧିକରୁ ଅଧିକ ଘନ ହେବାରେ ଲାଗିଛି। ତାପମାତ୍ର ଖସୁ ଥିବାରୁ ସ୍ଥିତି ଆହୁରି ଖରାପ ହୋଇପାରେ। ସେଥିଲାଗି ରାଜ୍ୟ ଓ ସ୍ଥାନୀୟ ପ୍ରଶାସନକୁ ଜରୁରୀକାଳିନ ସ୍ଥିତି ପାଇଁ ପ୍ରସ୍ତୁତି…

ଦୁର୍ଦ୍ଦାନ୍ତ ମାଓବାଦୀ ଦମ୍ପତି ଗିରଫ

ରାଞ୍ଚି,୧୨।୧୧: ସିପିଆଇ ମାଓବାଦୀ ସଙ୍ଗଠନର ଦ୍ୱିତୀୟ ସର୍ବୋଚ୍ଚ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମାରାଣ୍ଡିଙ୍କୁ ଶୁକ୍ରବାର ଝାଡ଼ଖଣ୍ଡ ପୋଲିସ ଗିରଫ କରିଛି।  ଦମ୍ପତିଙ୍କ ଗିରଫଦାରି ଉତ୍ତର ଭାରତରେ ମାଓବାଦୀ କ୍ୟାଡରଙ୍କ ମନୋବଳ ଓ ହିଂସାମତ୍କ କାର୍ଯ୍ୟକଳାପକୁ ପ୍ରଭାବିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri