କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ...
କରୋନାରେ ମୃତ୍ୟୁ ହୋଇଥିଲେ ମିଳିବ ୫୦ ହଜାର ଟଙ୍କା
ନୂଆଦିଲ୍ଲୀ,୬ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବେ ଏକ ବଡ ଘୋଷଣା କରିଛନ୍ତି । ଯେଉଁମାନଙ୍କର କରୋନାରେ ମୃତ୍ୟୁ ହୋଇଛି ସେମାନଙ୍କ ପରିଜନଙ୍କୁ ସରକାରଙ୍କ ପକ୍ଷରୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ । ଏହି ଆର୍ଥିକ ସହାୟତା...
ଥାଓ୍ବରଚନ୍ଦ କର୍ନାଟକର ନୂଆ ରାଜ୍ୟପାଳ
ବେଙ୍ଗାଲୁରୁ,୬।୭: ମୋଦି କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି କରିଛନ୍ତି। ଏହିକ୍ରମରେ କେନ୍ଦ୍ର ମନ୍ତ୍ରୀ ଥାଓ୍ବର ଚନ୍ଦ ଗେହଲଟ ମଧ୍ୟ ରହିଛନ୍ତି। ଥାଓ୍ବର ଚନ୍ଦ...
ଟୁଇଟରକୁ ହାଇକୋର୍ଟଙ୍କ ଭର୍ସନା…
ନୂଆଦିଲ୍ଲୀ,୬।୭: ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆବାସିକ ଅଭିଯୋଗ ଅଧିକାରୀ ନିଯୁକ୍ତ ନ କରିଥିବାରୁ ଦିଲ୍ଲୀ ହାଇକୋର୍ଟ ଟୁଇଟରକୁ ଭର୍ସନା କରିଛନ୍ତି। ଜୁନ୍ ୨୧ରେ ଆବାସିକ ଅଭିଯୋଗ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହେବାପରେ...
ଶ୍ୟାମା ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୋଦି
ନୂଆଦିଲ୍ଲୀ,୬।୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ଶ୍ୟାମ ପ୍ରସାଦ ମୁର୍ଖାଜୀଙ୍କ ୧୨୦ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ଏହି ଅବସରରେ ବିଦ୍ୱାନ ଓ ବୁଦ୍ଧିଜୀବୀ ଶ୍ୟାମା ପ୍ରସାଦଙ୍କୁ ମନେପକାଇ ମୋଦି ଏକ ଟୁଇଟ କରିଛନ୍ତି। ମୁର୍ଖାଜୀଙ୍କ ଜୟନ୍ତୀରେ...
ସମଲିଙ୍ଗୀ ବିବାହ ନେଇ କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍ ଜାରି …
ନୂଆଦିଲ୍ଲୀ,୬।୭: ସମଲିଙ୍ଗୀ ବିବାହକୁ ନେଇ କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହ ନେଇ କହିଥିଲେ ଯେ, ଦେଶର ଆଇନ ବ୍ୟବସ୍ଥା ଏବଂ ସାମାଜିକ ବୈବାହିକ ପରମ୍ପରାକୁ ଦୃଷ୍ଟିରେ ରଖି ଏହାକୁ...
କ୍ୟାବିନେଟ ବୈଠକ ବାତିଲ
ନୂଆଦିଲ୍ଲୀ,୬।୭: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ତାଙ୍କ ବାସଭବନରେ ଏକ ବୈଠକ ହେବାର ଥିଲା। ହେଲେ ଏହି ବୈଠକକୁ ଏବେ ବାତିଲ କରାଯାଇଥିବା ସୂଚନା ରହିଛି। ଏହି ବୈଠକରେ ସ୍ବରାଷ୍ଟ୍ର...
ମୋଦିଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍…
ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ କଳ୍ପନା ଜଳ୍ପନା ଜାରି ରହିଛି। ତେବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ...
ମାଗଣାରେ ମିଳିବ ସ୍ପୁଟନିକ-ଭି!
ନୂଆଦିଲ୍ଲୀ,୬ ।୭: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଏବେସୁଦ୍ଧା ଦେଶରେ କେବଳ କୋଭିସିଲ୍ଡ ଓ କୋଭାକ୍ସିନ ଟିକା ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ...
୧୨ ମଦ ବୋତଲ ଖାଲି କରିଦେଲା ମୂଷା!
ଚେନ୍ନାଇ,୬।୭: ତାମିଲନାଡୁର ନୀଳଗିରିରେ ଏକ ମଦ ଦୋକାନରେ ମୂଷା ଆତଙ୍କ ଦେଖାଯାଇଛି। ୧୨ଟି ମଦ ବୋତଲ ମୂଷା କାଟି ଦେଖିଥିବା ମାମଲା ସାମ୍ନାକୁ ଆସିଛି। ସରକାରୀ ମଦ ଦୋକାନରେ ମୂଷାମାନେ ୧୨ ବୋତଲ ମଦ ଖାଲି ଦେଇଛନ୍ତି। ଏହି ମାମଲା...
ସାବଧାନ ! ଭାକ୍ସିନ୍ କେନ୍ଦ୍ରରୁ ନ ହେଉ ସଂକ୍ରମଣ…
ନୂଆଦିଲ୍ଲୀ,୬।୭: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ ନେବା ପାଇଁ ବିଭିନ୍ନ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ୍ ଲାଗି ରହୁଛି।...
ଅଗଷ୍ଟରେ ତୃତୀୟ ଲହର,ସେପ୍ଟେମ୍ବର ଶୀର୍ଷ, ଏସ୍ବିଆଇ ରିପୋର୍ଟ…
ନୂଆଦିଲ୍ଲୀ,୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଷ୍ଟେଟ୍ ବ୍ୟଙ୍କ ଅପ୍ ଇଣ୍ଡିଆ(ଏସ୍ବିଆଇ) ପକ୍ଷରୁ ଚେତାବନୀ ଦିଆଯାଇଛି। ଅଗଷ୍ଟରେ ତୃତୀୟ ଲହର ଆସିବ। ସେହିପରି ସେପ୍ଟେମ୍ବର ଏହା ଶୀର୍ଷରେ...
Archives


