ବଳାତ୍କାର ସମୟରେ ପୀଡ଼ିତାଙ୍କର ବିରୋଧ ନ କରିବା ସହମତି ନୁହେଁ, ହାଇକୋର୍ଟ…
ଚେନ୍ନାଇ, ୨୭।୧୨: ବଳାତ୍କାର ମାମଲାରେ ପୀଡ଼ିତା ବିରୋଧ କରି ନ ଥିଲେ ବି ଏହାକୁ ବଳାତ୍କାର ଭାବେ ଗ୍ରହଣ କରାଯିବ। ସେ ଏହାର ବିରୋଧ ନ କରିବା ଅର୍ଥ ତାଙ୍କର ଏଥିରେ ସହମତି ଥିବା କୁହାଯାଇ ପାରିବ ନାହିଁ। ଏକ ମାମଲାର…
ସ୍ୱାସ୍ଥ୍ୟ ସେବାରେ ସବୁଠୁ ଆଗରେ କେରଳ
ନୂଆଦିଲ୍ଲୀ,୨୭ ।୧୨: ନୀତି ଆୟୋଗ ଦ୍ୱାରା ସୋମବାର ହେଲ୍ଥ ଇଣ୍ଡେକ୍ସ ଜାରି କରାଯାଇଛି । ଏଥିରେ ଦକ୍ଷିଣ ରାଜ୍ୟ ବାଜି ମାରି ନେଇଥିବା ବେଳେ ଉତ୍ତର ରାଜ୍ୟଙ୍କ ଅବସ୍ଥା ଖରାପ । ହେଲ୍ଥ ଇଣ୍ଡେକ୍ସର ସୂଚନା ଅନୁଯାୟୀ, ସ୍ୱାସ୍ଥ୍ୟ ସେବା ଦେବା…
ଶ୍ରୀଶ୍ରୀ ବାବାଇଦା ହେଲେ ସତ୍ସଙ୍ଗର ଆଚାର୍ଯ୍ୟଦେବ
ଦେଓଘର/ଭୁବନେଶ୍ୱର,୨୭ା୧୨: ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତ୍ସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀ ବାବାଇଦା (ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ରବିବାର ଶ୍ରୀଶ୍ରୀ ଦାଦାଙ୍କ ଏକାଦଶ ଦିବସରେ ‘ସତ୍ସଙ୍ଗ’ର ସଭାପତି ଡ. ଅଲୋକ ଚକ୍ରବର୍ତ୍ତୀ (ପୂଜ୍ୟପାଦ ମେଜଦା)ଙ୍କ…
ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଯୋଗୁ ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି…
ଲକ୍ଷ୍ନୌ, ୨୭।୧୨: ଆଇନଜୀବୀଙ୍କ ବିରୁଦ୍ଧରେ ଅବମାନନା ମାମଲା ଅତ୍ୟନ୍ତ ଦୁଃଖଦ ତଥା ଯନ୍ତ୍ରଣାଦାୟକ ଘଟଣା। ଏହା ଦ୍ୱାରା ନ୍ୟାୟିକ ବ୍ୟବସ୍ଥା ଉପରୁ ଲୋକଙ୍କ ଭରସା ତୁଟୁଛି। ଆହ୍ଲାବାଦ୍ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍ ପକ୍ଷରୁ ଏକ ମାମଲାର ବିଚାର କରି ଏଭଳି କୁହାଯାଇଛି।…
୭ ଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଏମ୍ପିଙ୍କ ପରଲୋକ
ନୂଆଦିଲ୍ଲୀ,୨୭।୧୨: ଜନତା ଦଳ ୟୁନାଇଟେଡ ରାଜ୍ୟସଭା ଏମ୍ପି ତଥା ଶିଳ୍ପପତି ମହେନ୍ଦ୍ର ପ୍ରସାଦଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ତାଙ୍କର ଦେହାନ୍ତ ହୋଇଛି । ମହେନ୍ଦ୍ର ପ୍ରସାଦ…
ଜାନୁୟାରୀ ୧ ରୁ ପିଲାଙ୍କ ପାଇଁ କୋ-ଓ୍ବିନ୍ ପଞ୍ଜିକରଣ…
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଆତଙ୍କ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…
ଭାଜପା, କଂଗ୍ରେସକୁ ପଛରେ ପକାଇଲା ଏଏପି
ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ନିର୍ବାଚନ ଫଳାଫଳ ପ୍ରଭାବ ରହିବ ବୋଲି କୁହାଯାଉଛି। ୨୪ ଡିସେମ୍ବରରେ ମ୍ୟୁନିସିପାଲିଟି କର୍ପୋରେସନର ୩୫ଟି ସିଟ ପାଇଁ ଭୋଟ ଗ୍ରହଣ…
ମନ୍ତ୍ରୀଙ୍କ ଚେତାବନୀ ପରେ ବଦଳିବ ‘ମଧୁବନ’ ଗୀତ
ଭୋପାଲ,୨୭।୧୨: ବଲିଉଡ୍ ଅଭନେତ୍ରୀ ସନ୍ନି ଲିଓନଙ୍କ ଗୀତ ‘ମଧୁବନ’ ବିବାଦ ଘେରକୁ ଆସିବା ପରେ ଏହାକୁ ନେଇ ସେ ଚର୍ଚ୍ଚାରେ ଅଛନ୍ତି। ତେବେ ଏହି ଗୀତର ମ୍ୟୁଜିକ ଭିଡିଓ ବଦଳାଇବେ ବୋଲି କମ୍ପାନୀ ପ୍ରତିଶ୍ରୁତି ଦେଇଛି । ଏହି ଗୀତକୁ ନେଇ…
ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା…
ଟୁରିଷ୍ଟ ବସ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ
ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା ବେଳେ କାଟ୍ରା ଠାରୁ ଦିଲ୍ଲୀ ଯାଉଥିବା ତିନୋଟି ଟୁରିଷ୍ଟ ବସ୍ ମୁହାଁମୁହିଁ ଧକ୍କା ହୋଇଥିଲା।…
ଚାଇନାକୁ ବଡ଼ ଝଟ୍କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍ ଶୁଳ୍କ ଲାଗୁ କଲା ଭାରତ…
ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍ ଏବଂ ରାସାୟନିକ ସାମଗ୍ରୀ ସହିତ ୫ଟି ଉତ୍ପାଦ ଉପରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ…
ନ୍ୟାୟିକ ବ୍ୟବସ୍ଥାର ଭାରତୀୟକରଣ ଜରୁରୀ…
ହାଇଦ୍ରାବାଦ, ୨୭।୧୨: ଦେଶର ନ୍ୟାୟିକ ବ୍ୟବସ୍ଥାକୁ ଭାରତୀୟକରଣ କରିବାର ଆବଶ୍ୟକତା ରହିଛି। ହାଇଦ୍ରାବାଦରେ ଆୟୋଜିତ ଅଲ ଇଣ୍ଡିଆ ଆଡଭୋକେଟ କାଉନସିଲର ଷଷ୍ଠତମ ଜାତୀୟ ପରିଷଦ ବୈଠକରେ ଯୋଗଦେଇ ସୁପ୍ରିମ୍କୋର୍ଟର ବିଚାରପତି ଏସ.ଏ. ନାଜିର ଏଭଳି କହିଛନ୍ତି। ନାଜିର କହିଛନ୍ତି ଯେ ନ୍ୟାୟପାଳିକାର…
Archives


