ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର
ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ ଯୋର ସୋରରେ ପ୍ରସ୍ତୁତି ଚାଲିଛି । ମନ୍ଦିରକୁ ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ…
‘ଛୁଟି ଚାହୁଁଥିଲେ ଏକା ଦେଖାକର’ ମନ୍ତବ୍ୟକୁ ନିର୍ଯାତନା ସୂଚକ ଭାବେ ଗ୍ରହଣ କରିହେବ ନାହିଁ, ହାଇକୋର୍ଟ…
ରାୟପୁର,୪।୧୧: ଜଣେ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଣାଯାଇଥିବା ଯୌନ ନିର୍ଯାତନା ଏଫଆଇଆର୍କୁ ଖଣ୍ଡନ କରି ଛତିଶଗଡ ହାଇକୋର୍ଟ କହିଛନ୍ତି, ‘ଯଦି ଛୁଟି ଚାହୁଁଛ, ଏକୁଟିଆ ଦେଖା କର’ ମନ୍ତବ୍ୟକୁ ଯୌନ ନିର୍ଯାତନା ସୂଚକ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ଭାରତୀୟ…
କାଳୀ ପୂଜା ଗାଇଡ୍ ଲାଇନ୍, ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି…
କୋଲକାତା,୪।୧୧: କାଳୀ ପୂଜା ନେଇ ପଶ୍ଚିମବଙ୍ଗ ହାଇକୋର୍ଟଙ୍କ ପକ୍ଷରୁ ନୂଆ ଗାଇଡ୍ ଲାଇନ୍ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। କୋର୍ଟ କହିଛନ୍ତି ଯେ, କେବଳ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି ମିଳିବ। ପୂଜା ମଣ୍ଡପ ଅଞ୍ଚଳକୁ ନୋ…
୧୩୦ କୋଟି ଭାରତବାସୀଙ୍କ ଶୁଭକାମନା ଆଣିଛି, ଯବାନଙ୍କୁ କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସୁରକ୍ଷା ବାହିନୀ ସହିତ ତାଙ୍କର ଦିୱାଲୀ ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ନୋଶେରା ସେକ୍ଟରରେ ପହଞ୍ଚି ସୈନିକମାନଙ୍କ ସହିତ…
ଯବାନଙ୍କ ସହ ଦୀପାବଳି ପାଳିବେ ମୋଦି
ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ ପହଞ୍ଚିଛନ୍ତି ।ଏହାପରେ ସାରେ ସୀମାରେ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ। ସେଠାରେ ପହଞ୍ଚିବା…
ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ ଟ୍ରେଡିଂ’, ୭ଟା ୧୫ରେ ହେବ ବନ୍ଦ…
ମୁମ୍ବାଇ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଗୁରୁବାର, ପ୍ରତିବର୍ଷ ଭଳି ପରମ୍ପରା ଅନୁସାରେ ଷ୍ଟକ ମାର୍କେଟରେ ଏକ ଭିନ୍ନ ବ୍ୟବସାୟ ହେବ। ପାରମ୍ପାରିକ ‘ମୁହୂର୍ତ୍ତ ଟ୍ରେଡିଂ’ ପାଇଁ ଷ୍ଟକ ଏକ୍ସଚେଞ୍ଜ ସନ୍ଧ୍ୟାରେ ଘଣ୍ଟାଏ ପାଇଁ ଖୋଲିବ। ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ…
ତୈଳ ରାଜନୀତି, ଭାଜପା ଶାସିତ ରାଜ୍ୟରେ କମିଲା ପେଟ୍ରୋଲ-ଡିଜେଲ ଦାମ…
ନୂଆଦିଲ୍ଲୀ,୪।୧୧: ଦେଶରେ ଏବେ ଆରମ୍ଭ ହୋଇଛି ତୈଳ ରାଜନୀତି। ଦେଶର ଭାଜପା ଶାସିତ ୧୦ ରାଜ୍ୟରେ ପେଟ୍ରୋଲ-ଡିଜେଲ ଦାମ୍ କମିଛି। ଆସାମ, ତ୍ରିପୁରା, ମଣିପୁର, କର୍ନାଟକ, ଗୋଆ, ଉତ୍ତରପ୍ରଦେଶ, ଗୁଜୁରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୨…
ସାରା ଦେଶରେ ୧୫ ଟନ୍ ସୁନା ବିକ୍ରି
ନୂଆଦିଲ୍ଲୀ, ୪।୧୧: ଚଳିତ ବର୍ଷର ଧନ୍ତେରସ ପୂର୍ବ ରେକର୍ଡ ଭାଙ୍ଗିଛି। ଧନ୍ତେରସରେ ପ୍ରଥମ ଥର ଲାଗି ସାରା ଦେଶରେ ୧୫ ଟନ ସୁନା ବିକ୍ରି ହୋଇଛି। ଏହାର ମୂଲ୍ୟ ପ୍ରାୟ ୭୫୦୦କୋଟି ଟଙ୍କା ହେବ। କରୋନା ଯୋଗୁ ଦେଶର ଜୁଏଲେରି ଶିଳ୍ପ ମାନ୍ଦାବସ୍ଥା…
କମିଲା ପେଟ୍ରୋଲ-ଡିଜେଲ ଦାମ୍, ଯୋଗୀଙ୍କ ଦୀପାବଳି ଉପହାର…
ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ହୋଲି ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ…
ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ
ତେଲେଙ୍ଗାନା,୪।୧୧: ତେଲେଙ୍ଗାନାର ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରଧାନ ବିଚାରପତି ଏନ.ଭି ରମଣଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ତାଙ୍କ ଗାଁକୁ ବସ ସେବା ପୁଣି ଆରମ୍ଭ କରିବାମ୍ ପାଇଁ ସହାୟତା ମାଗିଛନ୍ତି। କରୋନା ମହାମାରୀ ପରେ ଏହି ଗାଁକୁ ବସ୍ ସେବା…
ଦୀପାବଳିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପରିବେଶ ସୁରକ୍ଷା ପ୍ରତି ସଚେତନ ରହିବାକୁ ଦେଲେ ପରାମର୍ଶ…
ନୂଆଦିଲ୍ଲୀ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଆଲୋକର ପର୍ବ ସୁଖ ଶାନ୍ତି ଏବଂ ସମୃଦ୍ଧି ଆଣୁ ବୋଲି ସେ କହିଛନ୍ତି। କଳୁଷିତ ଅନ୍ଧକାର ଦୂରେଇ ଯାଇ ସବୁଠାରେ ପବିତ୍ର ପ୍ରକାଶ ବିଦ୍ୟମାନ…
Archives


