ଜାତୀୟ

ଏୟାର ସ୍ପେସ୍‌ ଦେବାକୁ ମନାକଲା ପାକ୍‌

ନୂଆଦିଲ୍ଲୀ, ୪ା୧୧: ୦ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଶାର୍‌ଜା ପର୍ଯ୍ୟନ୍ତ ‘ଗୋ ଫାଷ୍ଟ୍‌’ ବିମାନ ଚଳାଚଳ ପାଇଁ ନିଜ ଆକାଶମାର୍ଗ ବ୍ୟବହାର ପାଇଁ ପାକିସ୍ତାନ ମନା କରିଦେଇଛି। ପାକ୍‌ର ଏହି ନିଷ୍ପତ୍ତି ଯୋଗୁ ଅହମଦାବାଦ୍‌ର ଉଦୟପୁର ଏବଂ ଓମାନ୍‌ ଦେଇ ଶ୍ରୀନଗରରୁ ଶାର୍‌ଜା ଯିବାକୁ…

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ ସଙ୍କେତ ଦେଇଛି। ଭ୍ରମଣ ତାଲିକାରେ କୋଭାକ୍ସିନ ଅନ୍ତର୍ଭୁକ୍ତ ହେବା ଉପରେ ସିଡିସିର ପ୍ରେସ ଅଧିକାରୀ…

ସରଜୁ ନଦୀକୂଳ ହେଲା ଆଲୋକିତ: ଅଯୋଧ୍ୟାରେ ଜଳିଲା ୧୨ଲକ୍ଷ ଦୀପ

ଅଯୋଧ୍ୟା,୪ ।୧୧: ସାରା ଦେଶରେ ଗୁରୁବାର ପାଳନ କରାଯାଉଛି ଆଲୋକର ପର୍ବ ଦୀପାବଳି । ହେଲେ ଏହାର ଗୋଟିଏ ଦିନ ପୂର୍ବରୁ ଅଯୋଧ୍ୟାର ସରଜୁ ନଦୀ କୂଳ ଆଲୋକିତ ହୋଇ ରେକର୍ଡ କରିଛି । ବୁଧବାର ସନ୍ଧ୍ୟାରେ ଏଠାରେ ୧୨ ଲକ୍ଷ…

ଦୀପାବଳି ପାଇଁ ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୪ ।୧୧: ଦୀପାବଳି ଅବସରରେ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣକୁ ନଜରରେ ରଖି ହାଇ ଆଲର୍ଟ ଜାରି କରାଯାଇଛି । ଏହାକୁ ନେଇ ଦିଲ୍ଲୀ ପୋଲିସ ବି ସଜାଗ ହୋଇଯାଇଛି । ପୋଲିସ ଦ୍ୱାରା ଭିଡ ସ୍ଥାନର ଯାଞ୍ଚ କରାଯିବା ସହ…

ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଆଜି ସାରା ଦେଶରେ ଆଲୋକର ପର୍ବ ଦୀପାବଳି ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ କହିଚନ୍ତି, ଦୀପାବଳିର ଶୁଭ ଅବସରରେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମୁଁ…

ସେନାଙ୍କ ସହ ଦୀପାବଳି ପାଳିବେ ମୋଦି

ନୂଆଦିଲ୍ଲୀ,୪ ।୧୧: ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଦେଶର ବୀର ଯବାନଙ୍କ ସହ ଦୀପାବଳି ପାଳନ କରିବେ । ଏଥର ସେ ଜମ୍ମୁ-କଶ୍ୱୀର ରଜୌରି ଜିଲା ନୌସେରା ସେକ୍ଟରରେ ସେନାଙ୍କ ସହ ଦୀପାବଳି ପାଳନ କରିପାରନ୍ତି । ମୋଦିଙ୍କ ଗସ୍ତକୁ ଦେଖି ଲାଇନ…

ପ୍ରମୋଶନ ପାଇଲେ ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ

ନୂଆଦିଲ୍ଲୀ,୩ା୧୧: ପାକିସ୍ତାନର ଆତଙ୍କବାଦୀ କ୍ୟାମ୍ପ୍‌ରେ ୨୦୧୯ ଫେବୃୟାରୀରେ ହୋଇଥିବା ଏୟାର ଷ୍ଟ୍ରାଇକ୍‌ର ହିରୋ ତଥା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କୁ ଭାରତୀୟ ବାୟୁସେନା ପକ୍ଷରୁ ଗ୍ରୁପ୍‌ କ୍ୟାପ୍‌ଟେନ୍‌ ଭାବେ ପଦୋନ୍ନତି ମିଳିଛି। ଏହି ଦୁଃସାହସିକତା ପାଇଁ ତାଙ୍କୁ ସୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନିତ କରାଯାଇଥିଲା।…

କମିଲା ପେଟ୍ରୋଲ ୫, ଡିଜେଲ ୧୦ ଟଙ୍କା

ନୂଆଦିଲ୍ଲୀ,୩।୧୧: ଲଗାତାର ୭ ଦିନ ଧରି ତୈଳ ଦର ବୃଦ୍ଧି ଘଟିବା ପରେ ବୁଧବାର ଦେଶବାସୀଙ୍କୁ କିଛିଟା ଆଶ୍ୱସ୍ତୀ ଦେଇଛନ୍ତି କେନ୍ଦ୍ର ସରକାର। ପେଟ୍ରୋଲ ଓ ଡିଜେଲ ଉପରେ ଲଗାଯାଉଥିବା ଏକ୍ସାଇଜ୍‌ ଡ୍ୟୁଟିକୁ ଯଥାକ୍ରମେ ୫ ଓ ୧୦ ଟଙ୍କା ହ୍ରାସ…

ଶାହରୁଖଙ୍କ ପାଇଁ ଚିଠିରେ ଏଭଳି ଲେଖିଥିଲେ ରାହୁଲ

ନୂଆଦିଲ୍ଲୀ,୩।୧୧: କ୍ରୁଜ୍‌ ଡ୍ରଗ୍ସ ପାର୍ଟି ମାମଲାରେ ପୁଅ ଆର୍ୟନ ଖାନ୍‌ ଗିରଫ ହୋଇ ମୁମ୍ବାଇର ଆର୍ଥର ରୋଡ୍‌ ଜେଲରେ ଥିବା ବେଳେ ଅକ୍ଟୋବର ୧୪ରେ ବଲିଉଡ୍‌ ଷ୍ଟାର ଶାହରୁଖ ଖାନ୍‌ଙ୍କ ନିକଟକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଚିଠି ଲେଖିଥିଲେ।…

ଶେଷରେ କୋଭାକ୍ସିନକୁ ମିଳିଲା ‘ହୁ’ର ମାନ୍ୟତା

ନୂଆଦିଲ୍ଲୀ,୩।୧୧: ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା ‘କୋଭାକ୍ସିନ’କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ର ମଞ୍ଜୁରୀ ମିଳିଛି। ଜରୁରିକାଳୀନ ବ୍ୟବହାର ପାଇଁ ବୈଷୟିକ କମିଟି ଅନୁମତି ଦେଇଥିବା ନେଇ ବୁଧବାର ହୁ’ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପୂର୍ବରୁ କୋଭାକ୍ସିନ…

କେଜ୍‌ରିଓ୍ବାଲଙ୍କୁ ‘କପି ମାଷ୍ଟର’ କହିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜୀ,୩।୧୦: ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ବହୁ ଦଳ ଜୋରଦାର କାର୍ଯ୍ୟ କରୁଛନ୍ତି। ସେଥିମଧ୍ୟରୁ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ଏକ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ। ଦଳ ଦ୍ୱାରା ଅନେକ ନିର୍ବାଚନ…

ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ, ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୩।୧୧: ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ। ଏହା ଦ୍ୱାରା ଦେଶର ଆର୍ଥିକ ସ୍ଥିତି ଖରାପ ହେବାର ଆଶଙ୍କା ରହିଥାଏ। ମାତ୍ର ଦେଶର ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ ଲାଗି ନ ଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏହା ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri