ଶାରୀରିକ ସମ୍ପର୍କ ପରେ ବିବାହ ପାଇଁ ମନା କରିବା ଠକାମି ନୁହେଁ, ହାଇକୋର୍ଟଙ୍କ ରାୟ…
ମୁମ୍ବାଇ, ୨୩।୧୨: କୌଣସି ମହିଳାଙ୍କ ସହିତ ଦୀର୍ଘ ଦିନ ଶାରୀରିକ ସମ୍ପର୍କ ରଖିବା ପରେ ତାଙ୍କୁ ବିବାହ ଲାଗି ମନା କରିବା ଠକାମି ନୁହେଁ। ଏକ ମାମଲାର ବିଚାର କରି ବମ୍ବେ ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ଅନୁଜା ପ୍ରଭୁଦେଶାଇଙ୍କ…
ନରମିଲେ ରାଓ୍ବତ
ନୂଆଦିଲ୍ଲୀ,୨୩।୧୨: କଂଗ୍ରେସ ନେତା ହରିଶ ରାୱତ ବୁଧବାର ତାଙ୍କ ହାତ ଓ ପାଦ ବନ୍ଧା ଯାଇଥିବା ଟୁଇଟ୍ କରିବା ପରେ ଗୁରୁବାର ସ୍ବର ବଦଳାଇଛନ୍ତି। ସେ କହିଛନ୍ତି, ତାହା ତାଙ୍କ ନିତିଦିନିଆ ଟୁଇଟ୍ ଥିଲା। କିନ୍ତୁ ଆଜି ଖବରକାଗଜ ପଢିବା ପରେ…
କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ
ବେଙ୍ଗାଲୁରୁ,୨୩।୧୨: ଗୁରୁବାର କର୍ନାଟକର ଚିକ୍କାବାଲାପୁରାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୩.୬ ରେ ମାପ କରାଯାଇଛି। ଭୂକମ୍ପ ଅନୁଭବ କରିବା ପରେ ଲୋକମାନେ ନିଜ ଘରୁ ରାସ୍ତାକୁ ବାହାରି ଆସିଥିଲେ। ଏହି ଭୂକମ୍ପ ଯୋଗୁ କୌଣସି…
ସ୍ତ୍ରୀ ରୋଜଗାର କରୁଥିଲେ ବି ସ୍ବାମୀ ଦେବେ ଭରଣପୋଷଣ…
ନୂଆଦିଲ୍ଲୀ, ୨୩।୧୨: ରୋଜଗାର କରୁଥିବା ସ୍ତ୍ରୀଙ୍କୁ ମଧ୍ୟ ସ୍ବାମୀ ଭରଣପୋଷଣ ଦେବାକୁ ବାଧ୍ୟ। ଏହାକୁ ମନା କରିବା ଲାଗି ନ୍ୟାୟିକ ପୃଷ୍ଠଭୂମି ନାହିଁ ବୋଲି ଦିଲ୍ଳୀ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବିଚାରପତି…
୨୭ ବିକାଶ ପ୍ରକଳ୍ପର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ…
ବାରାଣସୀ, ୨୩।୧୨: ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ କ୍ଷେତ୍ର ବାରାଣସୀରେ ଗୁରୁବାର ୨୭ଟି ବିଭିନ୍ନ ବିକାଶ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏସବୁ ପ୍ରକଳ୍ପର ନିର୍ମାଣରେ ୨୧୦୦ କୋଟି ଟଙ୍କା ବ୍ୟୟ ହୋଇଛି। ସେଥିମଧ୍ୟରେ ୮୭୦ କୋଟି ଟଙ୍କାର ୨୨ଟି ପ୍ରକଳ୍ପ…
ଉପମୁଖ୍ୟମନ୍ତ୍ରୀଙ୍କୁ ଧରି କାନ୍ଦିଲେ ଛାତ୍ରୀ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ ସରକାରଙ୍କ ବିଜ୍ନେସ୍ ବ୍ଲାଷ୍ଟର କାର୍ଯ୍ୟକ୍ରମ ସହିତ ସରକାରୀ ବିଦ୍ୟାଳୟର ଛାତ୍ରୀମାନେ ସଶକ୍ତ ହୋଇ ଆତ୍ମନିର୍ଭରଶୀଳ ହୋଇଛନ୍ତି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ବୁଧବାର ଏକ ସରକାରୀ ବିଦ୍ୟାଳୟର ଏକାଦଶ ଶ୍ରେଣୀର ଛାତ୍ରୀଙ୍କ ସହ କଥାବାର୍ତ୍ତା କରିଛନ୍ତି। ଛାତ୍ରୀମାନେ ଉପମୁଖ୍ୟମନ୍ତ୍ରୀଙ୍କ…
ଦେଶରେ ୬୦ ପ୍ରତିଶତରୁ ଅଧିକଙ୍କୁ କରୋନା ଟିକାର ଉଭୟ ଡୋଜ୍…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ମହାମାରୀ ଲଢ଼େଇରେ ଜାରି ରହିଥିବା ଟିକାକରଣରେ ଭାରତକୁ ବଡ଼ ସଫଳତା ମିଳିଛି। ଦେଶର ୬୦ ପ୍ରତିଶତରୁ ଅଧିକ ଜନସଂଖ୍ୟାକୁ କରୋନା ଟିକାର ଉଭୟ ଡୋଜ୍…
ଜିଲା ଅଦାଲତରେ ବିସ୍ଫୋରଣ, ୨ ମୃତ, ୫ରୁ ଅଧିକ ଆହତ…
ଲୁଧିୟାନା, ୨୩।୧୨: ପଞ୍ଜାବର ଲୁଧିୟାନା ଜିଲା ଅଦାଲତରେ ଗୁରୁବାର ବିସ୍ଫୋରଣ ଘଟିଛି। ଅଦାଲତର ଦ୍ୱିତୀୟ ମହଲାରେ ବିସ୍ଫୋରଣ ଘଟିବାରୁ ଲୋକେ ଭୟରେ ଦୌଡ଼ାଦୌଡ଼ି ଆରମ୍ଭ କରିଥିଲେ। ଫଳରେ ଦଳାଚକଟା ଯୋଗୁ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୫ରୁ ଅଧିକ ଜଣ…
ଭର୍ଚୁଆଲ କୋର୍ଟ ମ୍ୟାରେଜ୍କୁ ହାଇକୋର୍ଟଙ୍କ ଅନୁମତି…
କୋଚି, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟର ଆତଙ୍କକୁ ଦୃଷ୍ଟିରେ ରଖି କେରଳ ହାଇକୋର୍ଟ ଏକ ଭର୍ଚୁଆଲ କୋର୍ଟ ମ୍ୟାରେଜ୍କୁ ଅନୁମତି ପ୍ରଦାନ କରିଛନ୍ତି। ବିଚାରପତି ଏନ୍. ନଗରେଶଙ୍କ ନେତୃତ୍ୱର ଗଠିତ ଖଣ୍ଡପୀଠ କୋର୍ଟ ମ୍ୟାରେଜ୍ ଲାଗି ଆବେଦନ କରିଥିବା…
ନାବାଳକକୁ ବୀଭତ୍ସ ହତ୍ୟା
ଝାଡଖଣ୍ଡ,୨୩।୧୨: ଝାଡଖଣ୍ଡର ଦେଓଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷୀୟ ବାଳକର ଗଳା କାଟି, ହାତ ,ଗୋଡ କାଟି ମୃତଦେହକୁ ଅଖା ଭିତରେ ଭର୍ତ୍ତି କରି ଏକ ଜଙ୍ଗଲରେ ପଡିଥିବା ଅଭିଯୋଗ ହୋଇଛି। ତେବେ ମୃତକ ବାଳକର…
ତାମିଲନାଡୁରେ ଆତଙ୍କ, ୩୩ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ତାମିଳନାଡୁରେ ୩୩ ଜଣ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ ଦେଶରେ ମୋଯ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୯ରେ ପହଞ୍ଚିଛି।…
୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧ ଆକ୍ରାନ୍ତ…
ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ ପିଲାଙ୍କ…
Archives


