‘ବିଶ୍ରାମ ନେବା ସମୟ ଆସିଯାଇଛି’
ଡେରାଡୁନ୍,୨୨।୧୨: ଆସନ୍ତା ବର୍ଷ ଆରମ୍ଭରେ ଉତ୍ତରାଖଣ୍ଡ ବିଧାନସଭା ନର୍ବାଚନ ହେବାକୁ ଥିବାବେଳେ କଂଗ୍ରେସର ଟ୍ରବୁଲ୍ ଶୁଟର ଭାବେ ପରିଚିତ ବରିଷ୍ଠ ନେତା ହରିଶ ରାଓ୍ବତ୍ ଦଳ ପାଇଁ ସମସ୍ୟା ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୩ ବର୍ଷୀୟ ରାଓ୍ବତ୍ ଦଳରେ…
ସ୍କ୍ରାପ ପାର୍ଟସରୁ ନିର୍ମିତ ଗାଡ଼ି ବଦଳରେ ନୂଆ ବୋଲେରୋ
ମୁମ୍ବାଇ,୨୨।୧୨: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ସ୍କ୍ରାପ ମେଟାଲରୁ ଏକ ୪ ଚକିଆ ଯାନ ନିର୍ମାଣ କରିଛନ୍ତି। ଏହି ସ୍ବତନ୍ତ୍ର ୪ ଚକିଆ ଯାନ ମହିନ୍ଦ୍ରା ଗ୍ରୁପ୍ ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରାଙ୍କ ଦୃଷ୍ଟି ଆକର୍ଷଣ କରିଛି। ୟୁଟ୍ୟୁବ ଚ୍ୟାନେଲ ହିଷ୍ଟୋରିକାନ ଅନୁଯାୟୀ, ଦତ୍ତାତ୍ରେୟ…
ଆଇସୋଲେଶନରେ ସ୍ତ୍ରୀ, ରାଲିରେ ବ୍ୟସ୍ତ ଅଖିଳେଶ
ନୂଆଦିଲ୍ଲୀ,୨୨।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ତଥା ପୂର୍ବତନ ଏମ୍ପି ଡିମ୍ପଲ ଯାଦବ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଏବେ ଆଇସୋଲେଶନରେ ଥିବା ଟୁଇଟ୍ କରି ଜଣାଇଛନ୍ତି। ଏପରିକି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ନିଜକୁ କୋଭିଡ୍…
ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତ ଅଧିବେଶନ
ନୂଆଦିଲ୍ଲୀ,୨୨।୧୨: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ସଂସଦର ଶୀତ ଅଧିବେଶନ। ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାକୁ ସାଏନ୍ ଡାଏ ଘୋଷଣା କରାଯାଇଛି। ତେବେ…
କଶ୍ମୀରରେ ୨ ଆତଙ୍କବାଦୀ ଆକ୍ରମଣ; ପୋଲିସ ଅଫିସର ସମେତ ନାଗରିକଙ୍କ ମୃତ୍ୟୁ
ଶ୍ରୀନଗର,୨୨।୧୨: ଜାମ୍ମୁ କାଶ୍ମୀରରେ ବୁଧବାର ଆତଙ୍କବାଦୀଙ୍କ ଦ୍ୱାରା ଦୁଇଟି ପୃଥକ ଆକ୍ରମଣରେ ଜଣେ ପୋଲିସ ଅଫିସର ଏବଂ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲାର ବିଜବେହାରା ଡାକ୍ତରଖାନା ବାହାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୁଳି…
ଓପୋ, ଜିଓମି କମ୍ପାନୀ ଉପରେ ଚଢ଼ାଉ
ନୂଆଦିଲ୍ଲୀ,୨୨।୧୨: ଓପୋ, ଜିଓମି ଓ ଓ୍ବାନ ପ୍ଲସ ଭଳି ଚାଇନିଜ ମୋବାଇଲ ନିର୍ମାତା କମ୍ପାନୀ ଉପରେ ବୁଧବାର ଚଢ଼ାଉ କରିଛି ଆୟକର(ଆଇଟି) ବିଭାଗ। ୫ ରାଜ୍ୟରେ ଥିବା ଚାଇନିଜ ଫୋନ ଫାକ୍ଟ୍ରି ଉପରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଦିଲ୍ଲୀ, ମୁମ୍ବାଇ,…
୧ ହଜାର କେଜି ଯୁଦ୍ଧାସ୍ତ୍ର ସହ ଶତ୍ରୁକୁ ଧ୍ୱଂସ କରିବ ମିସାଇଲ‘ପ୍ରଳୟ’
ନୂଆଦିଲ୍ଲୀ,୨୨।୧୨: ଭୁପୃଷ୍ଠରୁ ଭୁପୂଷ୍ଠକୁ ନିକ୍ଷେପ କରୁଥିବା ସ୍ବଳ୍ପ ଦୂରଗାମୀ ବାଲେଷ୍ଟିକ୍ ମିସାଇଲ ‘ପ୍ରଳୟ’ର ବୁଧବାର ସଫଳ ପରୀକ୍ଷଣ କରିଛି ଭାରତ। ଓଡ଼ିଶା ଉପକୂଳସ୍ଥିତ ବାଲେଶ୍ୱରର ଅବଦୁଲ କାଲାମ ଦ୍ୱୀପର ୪ ନମ୍ବର ଲଞ୍ଚ ପ୍ୟାଡ୍ରୁ ପୂର୍ବାହ୍ନ ୧୦ଟା ୩୦ରେ ଏହାର ପରୀକ୍ଷଣ…
କରୋନା ଟିକା ନ ନେଇଥିଲେ ଜାନୁୟାରୀ ୧ରୁ ଏସବୁ ମନା
ଚଣ୍ଡିଗଡ,୨୨।୧୨: ହରିୟାଣାରେ କରୋନା ଟିକା ନେଇ ନ ଥିବା ଲୋକଙ୍କ ଉପରେ ଜାନୁଆରୀ ୧ରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ବିଜ କହିଛନ୍ତି ଯେ, ଯେଉଁ ବ୍ୟକ୍ତି…
ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ରାଜନୀତି
ମୁମ୍ବାଇ,୨୨।୧୨: ଗତ ୪୫ ଦିନ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କୌଣସି ସାଧାରଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିନାହାଁନ୍ତି କିମ୍ବା ଅଫିସକୁ ଆସୁନାହାଁନ୍ତି। ନିକଟରେ ତାଙ୍କର ଏକ ଗଳା ଅପରେଶନ ହୋଇଥିଲା। ଏହାପରେ ସେ ଏବେ ବିଶ୍ରାମ ନେଉଛନ୍ତି। ମହାରାଷ୍ଟ୍ର ଭାଜପା…
ପୁଣି କଂଗ୍ରେସରେ ଗୋଷ୍ଠୀକନ୍ଦଳ
ଡେରାଡୁନ,୨୨।୧୨: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ଚିନ୍ତା ବଢିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ କଂଗ୍ରେସ ସଂଗଠନ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ, ଉତ୍ତରାଖଣ୍ଡ କଂଗ୍ରେସରେ ନେତାଙ୍କ…
ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…
ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍ ଇଲୋକ୍ଟ୍ରାର ରୋଲ୍) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା ପ୍ରସ୍ତୁତି…
ନାବାଳିକାଙ୍କୁ ବିବାହ କରି ଗିରଫ ହେଲେ ୨୭ ବର୍ଷୀୟ ବ୍ୟକ୍ତି
ମୁମ୍ବାଇ,୨୨।୧୨: ମୁମ୍ବାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୭ ବର୍ଷୀୟ ବ୍ୟକ୍ତିଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଅଭିଯୁକ୍ତ ଜଣଙ୍କ ୧୫ ବର୍ଷୀୟା ଝିଅଙ୍କୁ ବିବାହ କରିବା ସହ ତାଙ୍କୁ ଅନେକ ଥର ବଳାତ୍କାର କରିବା ଅଭିଯୋଗ ହୋଇଛି।…
Archives


