ଜାତୀୟ

ଭାରତ ବିରୋଧୀ କାର୍ଯ୍ୟ ଲାଗି ୩୫ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ବ୍ୟାନ୍‌

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଭାରତ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ୩୫ ୟୁଟ୍ୟୁବ୍‌ ଚ୍ୟାନେଲକୁ ବ୍ୟାନ୍‌ କରିଛି। ଏଥିସହ ୨ ଓ୍ବେବ୍‌ସାଇଟ୍‌, ୨ ଟୁଇଟର ଆକାଉଣ୍ଟ, ଦୁଇ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଏବଂ ୧ ଫେସବୁକ୍‌ ଆକାଉଣ୍ଟ ଉପରେ…

ଟିକେଟ ଦେଲାନି ଭାଜପା, ସ୍ବାଧୀନ ଭାବେ ଲଢ଼ିବେ ପାରିକରଙ୍କ ପୁଅ ଉତ୍ପଳ

ପାଣାଜୀ,୨୧।୧: ଗୋଆ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ବିଧାନସଭା ନିର୍ବାଚନ ଲଢ଼ିବେ। ଭାଜପା ତାଙ୍କୁ ସ୍ବର୍ଗତ ପାରିକରଙ୍କ ଗଡ଼ ଭାବେ ପରିଚିତ ପାଣାଜୀରୁ ଟିକେଟ ଦେବ ବୋଲି ଉତ୍ପଳ ଆଶା କରିଥିଲେ। ହେଲେ ଦଳରୁ ନିରାଶ…

ପଞ୍ଜାବ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୩୪ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ସମସ୍ତ ବର୍ଗକୁ ଖୁସି କରିବାକୁ ପ୍ରୟାସ

ଚଣ୍ଡିଗଡ଼,୨୧ ।୧: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ । ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୩୪ ଜଣଙ୍କ ନାମ ରହିଛି । ଭାଜପା ରାଷ୍ଟ୍ରୀୟ ମହାସଚିବ ତରୁଣ…

ପ୍ରିୟଙ୍କା କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା

ନୂଆଦିଲ୍ଲୀ,୨୧।୧: କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ତାହା ସ୍ପଷ୍ଟ କରିନାହାଁନ୍ତି। ହେଲେ ସେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଶୁକ୍ରବାର ଦିଲ୍ଲୀ ପାର୍ଟି ମୁଖ୍ୟାଳୟରେ ଯୁବବର୍ଗଙ୍କ ପାଇଁ ’ଭାରତୀ ବିଧାନ’ ନାମକ…

କଂଗ୍ରେସରେ ସାମିଲ ହେଲେ ହରକ ସିଂ ରାୱତ

ଡେରାଡୁନ,୨୧ ।୧: ଉତ୍ତରାଖଣ୍ଡର ପୂର୍ବତନ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହରକ ସିଂ ରାୱତ ଶୁକ୍ରବାର କଂଗ୍ରେସରେ ସାମିଲ ହୋଇଛନ୍ତି । ଏହାପରେ ସେ ହରିଶ ରାୱତଙ୍କ ସହ ସାକ୍ଷାତ୍ କରିଛନ୍ତି । ହରକ ସିଂ ରାୱତ ୧୫ ଜିଆର୍‌ପିର କଂଗ୍ରେସ…

ଜାନୁୟାରୀ ୨୩ରୁ ତାମିଲନାଡୁରେ ସମ୍ପୂର୍ଣ୍ଣ ଲକ୍‌ଡାଉନ

ତାମିଲନାଡୁ,୨୧।୧: ତାମିଲନାଡୁରେ କୋଭିଡ୍‌ ସଂକ୍ରମଣ ବଢିଚାଲିଛି। ତେବେ ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁରେ ଜାନୁୟାରୀ ୨୩ରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଲାଗୁ କରାଯିବ। ଏ ନେଇ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶୁକ୍ରବାର ଘୋଷଣା କରିଛନ୍ତି। ନିୟମ ଅନୁଯାୟୀ, ସମସ୍ତ ଦୋକାନ, ବଜାର ବନ୍ଦ…

‘ଅମର ଯବାନ ଜ୍ୟୋତି’ର ଠିକଣା ବଦଳିଲା

ନୂଆଦିଲ୍ଲୀ,୨୧।୧: ବଦଳିଲା ଠିକଣା। ଶୁକ୍ରବାର ଇଣ୍ଡିଆ ଗେଟ୍‌ରୁ ‘ଅମର ଯବାନ ଜ୍ୟୋତି’କୁ ଜାତୀୟ ଯୁଦ୍ଧ ସ୍ମାରକୀକୁ ସ୍ଥାନାନ୍ତର କରାଯାଇଛି। ଫଳରେ ଗତ ୫୦ ବର୍ଷ ଧରି ଜଳୁଥିବା ଅମର ଯବାନ ଜ୍ୟୋତିର ବିଲୟ ଘଟିଛି। ଜଣେ ମଶାଲ ବାହକଙ୍କ ଦ୍ୱାରା ଏହି…

ରାଜଧାନୀରୁ ହଟିବନି ୱିକଏଣ୍ଡ କର୍ଫ୍ୟୁ ଅବା ଅଡ ଇଭିନ: କେଜରିୱାଲଙ୍କ ପ୍ରସ୍ତାବକୁ ଗ୍ରହଣ କଲେନି ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୧ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ କିଛିକାଂଶରେ କମିଛି ସତ । ହେଲେ ଏବେବି ରାଜଧାନୀବାସୀ ସୁରକ୍ଷିତ ନୁହେଁ । ଏବେବି ଦିଲ୍ଲୀରେ ୱିକଏଣ୍ଡ କର୍ଫ୍ୟୁ ଓ ବଜାରରେ ଅଡଇଭିନ ନମ୍ବର ନିୟମ ଜାରି ରହିବ । ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ବେରୋଜଗାର ସମସ୍ୟା ଦୂର କରିବ କଂଗ୍ରେସ

ନୂଆଦିଲ୍ଲୀ,୨୧।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉସ୍ମତା ବଢିବାରେ ଲାଗିଛି। ପ୍ରମୁଖ ରାଜନୈତିକ ଦଳଗୁଡିକ ଲୋକଙ୍କୁ ଆକୃଷ୍ଟ କରିବାକୁ ଲାଗି ପଡିଛନ୍ତି। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର…

ଇଣ୍ଡିଆ ଗେଟ୍‌ରେ ସ୍ଥାପନ ହେବ ନେତାଜୀଙ୍କ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ,୨୧।୧: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ରେ ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବା ନେଇ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ନେତାଜୀଙ୍କ ୧୨୫ ତମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ।…

ଭାଜପା ବିଧାୟକଙ୍କୁ ଗୋଡ଼େଇ ଗୋଡ଼େଇ ଗାଁରୁ ତଡ଼ିଲେ ଗ୍ରାମବାସୀ

ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଚାର କରୁଥିବା ଜଣେ ଭାଜପା ବିଧାୟକଙ୍କୁ ଗାଁ ଲୋକେ ଗୋଡ଼େଇ ଗୋଡ଼େଇ ତଡ଼ି ଦେଇଛନ୍ତି। ମୁଜାଫରନଗରରେ ଘଟିଥିବା ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଖାଟୌଲି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଥିବା…

‘କିଛି ଲୋକେ ଦେଶଭକ୍ତି ବୁଝିପାରନ୍ତି ନାହିଁ’

ନୂଆଦିଲ୍ଲୀ,୨୧।୧: ଦୀର୍ଘ ୫୦ ବର୍ଷ ହେଲା ଜଳୁଥିବା ଅମର ଜବାନ ଜ୍ୟୋତିକୁ ରାଜଧାନୀର ଇଣ୍ଡିଆ ଗେଟ୍‌ରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏହା ଉପରେ ଦୁଃଖ ପ୍ରକାଶ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। “ଏହା ଏକ ବଡ଼ ଦୁଃଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?