ଜାତୀୟ

ପୁଣି ଟାର୍ଗେଟ କଲେ ନବାବ: ବଲିଉଡକୁ ବଦନାମ କରିବାକୁ ଷଡଯନ୍ତ୍ର

ମୁମ୍ବାଇ,୨୯।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା ଏକ ଷଡଯନ୍ତ୍ର। ବଲିଉଡ୍‌କୁ ମହାରାଷ୍ଟ୍ର ବାହାରକୁ ଉଠାଇ ନେବାକୁ ଭାଜପା ଏହି ଷଡଯନ୍ତ୍ର ରଚିଛି। ବଲିଉଡକୁ ବଦନାମ କରିବାକୁ ଏହି ଷଡଯନ୍ତ୍ର କରାଯାଇଛି ବୋଲି ଏନ୍‌ସିବି ନେତା ତଥା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ନବାବ…

ଟିଏମସିରେ ଯୋଗ ଦେଲେ ଅଭିନେତ୍ରୀ ନଫିସା ଅଲ୍ଲୀ

ପାଣାଜୀ,୨୯।୧୦:ଅଭିନେତ୍ରୀ ନଫିସା ଅଲ୍ଲୀ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । ଗୋଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସିର ମୁଖ୍ୟ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ୨୦୨୨ ବିଧାନସଭା ନିର୍ବାଚନରେ ଟିଏମସି ଗୋଆରେ ଲଢ଼ିବାକୁ ଯାଉଛି।…

ଥମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୯।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୪,୩୪୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୦୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

‘ମର୍ଣ୍ଣି ଓ୍ବାକ୍‌’ ଯାଇଥିବାବେଳେ ମାଡିଗଲା ସ୍କର୍ପିଓ: ଚାଲିଗଲା ୪ ଜୀବନ

ପାଟନା,୨୯।୧୦: ବିହାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିହାରର ଆରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ୪ ଜଣ ମହିଳାଙ୍କ ଜୀବନ ଯାଇଛି। ‘ମର୍ଣ୍ଣି ଓ୍ବାକ୍‌’ ଯାଇଥିବାବେଳେ ୪ ମହିଳାଙ୍କ ଉପରେ ସ୍କର୍ପିଓ ଚଢିଯାଇଥିଲା। କୁହାଯାଉଛି ଯେ ଗାଡି ଚାଳକ…

ଆର୍‌ବିଆଇ ଗଭର୍ନରଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ତିନି ବର୍ଷ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୧୦, ୨୦୨୧ରେ ଶେଷ ହେବାର ଥିଲା କିନ୍ତୁ କ୍ୟାବିନେଟ ନିଯୁକ୍ତି କମିଟି ଶକ୍ତିକାନ୍ତଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ଆରବିଆଇର ଗଭର୍ନର…

ନଭେମ୍ବର ୩୦ ଯାଏ ବଢ଼ିଲା କଣ୍ଟେନମେଣ୍ଟ କଟକଣା

ନୂଆଦିଲ୍ଲୀ, ୨୯।୧୦(ପି.ଟି.):କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ଜନସ୍ବାସ୍ଥ୍ୟ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ସେଥିପାଇଁ କେନ୍ଦ୍ର ସରକାର କୋଭିଡ୍‌ କଣ୍ଟେନମେଣ୍ଟ କଟକଣାକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା…

ନିଯୁକ୍ତି ପାଇଲେ ଇଶା ଅମ୍ବାନୀ

ନୂଆଦିଲ୍ଲୀ,୨୯।୧୦: ଆମେରିକାର ୱାଶିଂଟନ୍‌ ଡିସି ସ୍ଥିତ ସ୍ମିଥ୍ସୋନିୟନ ନ୍ୟାଶନାଲ୍‌ ମ୍ୟୁଜିୟମ ଅଫ ଏସିଆନ ଆର୍ଟ ବୋର୍ଡରେ ସବୁଠୁ କମ ବୟସର ସଦସ୍ୟ ଭାବେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ମିଳିଛି। ୪ବର୍ଷ ଅବଧି ପାଇଁ ତାଙ୍କୁ ବୋର୍ଡରେ ନିଯୁକ୍ତି ମିଳିଛି। ବୋର୍ଡରେ ୧୭…

ଭାରତ ପାଇଁ ମାଡିଆସୁଛି ବିପଦ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୦ରୁ ରୋମରେ ହେବାକୁ ଥିବା ୧୬ତମ ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ଜଳବାୟୁ ପରିବର୍ତ୍ତନ ସହ ଜଡିତ ଏକ ରିପୋର୍ଟ ସମଗ୍ର ବିଶ୍ୱକୁ ଚିନ୍ତା ବଢାଇଦେଇଛି। ଅନୁସନ୍ଧାନ ପ୍ରତିଷ୍ଠାନ ସିଏମ୍‌ସିସି (ୟୁରୋ-ମେଡେଟେରେନିୟନ୍‌ ସେଣ୍ଟର ଅନ କ୍ଲାଇମେଟ୍‌ ଚେଞ୍ଜ୍‌)…

ଦେଶଦ୍ରୋହ ମାମଲାରେ ଗିରଫ ହୋଇଥିବା ଛାତ୍ରଙ୍କୁ କୋର୍ଟ ଆଗରେ ମାଡ଼

ଆଗ୍ରା,୨୯।୧୦ : ଭାରତ ବିପକ୍ଷରେ ପାକିସ୍ତାନର ବିଜୟ ପରେ ଉତ୍ସବ ମନାଇବାରୁ ଜମ୍ମୁ-କଶ୍ମୀରର ୩ ଛାତ୍ର ଗିରଫ ହୋଇଛନ୍ତି। ସେମାନଙ୍କୁ ଗୁରୁବାର ମାଜିଷ୍ଟ୍ରେଟ୍‌ଙ୍କ ଆଗରେ ହାଜର କରାଯାଇଥିଲା। ୩ ଛାତ୍ରଙ୍କୁ କୋର୍ଟରୁ ହାଜତକୁ ନିଆଯାଉଥିବା ବେଳେ ପୋଲିସ ଉପସ୍ଥିତିରେ ଏକ ଗୋଷ୍ଠି…

ମିଛ ଗଣବଳାତ୍କାର ମାମଲାରେ ମହିଳାଙ୍କୁ ୧୦ ବର୍ଷ ଜେଲ୍‌

ଭୋପାଳ,୨୮।୧୦: ୪ ଜଣ ପଡୋଶୀଙ୍କ ବିରୋଧରେ ମିଥ୍ୟା ଗଣବଳାତ୍କାର ମାମଲା ଆଣିଥିଲେ। ଏହାକୁ ପ୍ରମାଣିତ କରିବା ପାଇଁ ଜାଲ୍‌ ତଥ୍ୟ ପ୍ରସ୍ତୁତ କରିଥିବା ମଧ୍ୟପ୍ରଦେଶର ଜଣେ ୪୬ ବର୍ଷୀୟ ମହିଳା ଓ ତାଙ୍କ ଜ୍ୱାଇଁଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରାଯାଇଛି।…

‘ପିଜା, ବର୍ଗର ନୁହେଁ ରନ୍ଧା ଖାଦ୍ୟ ଭଲ’

ନୂଆଦିଲ୍ଲୀ,୨୮।୧୦: ଭାରତର ଉପ ରାଷ୍ଟ୍ରପତି ଭେଙ୍କାୟା ନାଇଡ଼ୁ ଗୁରୁବାର ଉତ୍ତର ଗୋଆରେ ଏକ କଲେଜର ନୂଆ କ୍ୟାମ୍ପସ ଉଦଘାଟନୀ ଉତ୍ସବରେ ଯୋଗଦେଇଥିଲେ। ପ୍ରଯୁକ୍ତିବିଦ୍ୟା ଓ ଜଳବାୟୁ ପରିବର୍ତ୍ତନ ଯୋଗୁଁ ସୃଷ୍ଟି ହେଉଥିବା ବିପଦ ଉପରେ ଆଲୋଚନା ବେଳେ ଉପ ରାଷ୍ଟ୍ରପତି ଭେଙ୍କାୟା…

ଓ୍ବାଙ୍ଖଡେଙ୍କୁ ମିଳିଲା ନାହିଁ ସୁରକ୍ଷା

ମୁମ୍ବାଇ, ୨୮ା୧୦: ଗିରଫଦାରିରୁ ମୁକ୍ତି ପାଇବା ପାଇଁ ଏନ୍‌ସିବି ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେ ବମ୍ବେ ହାଇକୋର୍ଟଙ୍କଠାରୁ ଅନ୍ତରୀଣ ସୁରକ୍ଷା ପାଇଁ କରିଥିବା ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଜବରଦସ୍ତି ବଟି ଆଦାୟ ଏବଂ ଦୁର୍ନୀତି ମାମଲାରେ ଗିରଫ କରିବାର ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri