ଇସ୍ରୋ ଗୁପ୍ତଚର କେସ୍: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା
ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ କୋର୍ଟରେ ଏଫ୍ଆଇଆର ରୁଜୁ କରିଛି। ସେମାନଙ୍କ ମଧ୍ୟରେ କେରଳର ୨ ପୂର୍ବତନ ପୋଲିସ ଅଧିକାରୀ...
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ ବାଟ ଫିଟାଇବ। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ବିକାଶକୁ ଗୁରୁତ୍ୱ ଦେଉଛନ୍ତି। ଭୋଟ ପରେ...
ମୋଦିଙ୍କୁ ମମତାଙ୍କ ଚିଠି
କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଏଥିସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...
ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ
ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ। ରାଜ୍ୟର କୋଭିଡ୍ ମୃତ୍ୟୁସଂଖ୍ୟା ଲୁଚାଇବା ପାଇଁ ଗଙ୍ଗାନଦୀ କୂଳରେ ପୋତା ଯାଇଥିଲା ଅନେକ...
ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର
ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳର ସୀମା ନିର୍ଦ୍ଧାରଣ ଚାଲିଛି। ଏହା ଶେଷ ହେଲା ପରେ ନିର୍ବାଚନ ହେବ।...
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଅଜିତ୍ ଡୋଭାଲ ଚାପ ପକାଉଛନ୍ତି। ଆତଙ୍କବାଦୀ ଆକ୍ରମଣର ଅପରାଧୀମାନଙ୍କୁ...
ବଲିଉଡ୍ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍ରେ ମଦ କିଣିବା
ମୁମ୍ବାଇ,୨୪।୬: ବଲିଉଡର ଭେଟେରାନ ଅଭିନେତ୍ରୀ ଶାବାନା ଆଜମି ଗୁରୁବାର ଏକ ମଦ ଯୋଗାଉଥିବା ଅନଲାଇନ୍ ପ୍ଲାଟଫର୍ମ ନାମରେ ଠକାମି ଅଭିଯୋଗ ଆଣିଛନ୍ତି। ହୋମ ଡେଲିଭରି କରୁଥିବା ‘ଲିଭିଂ ଲିକ୍ୟୁଡ୍ଜ’ ନାମକ ଅନଲାଇନ ପ୍ଲାଟଫର୍ମରୁ ମଦ ଅର୍ଡର କରିଥିଲେ। କିନ୍ତୁ ଏହା...
ଦିବାଲୋକରେ ଭାଜପା ନେତ୍ରୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ
ବେଙ୍ଗାଲୁରୁ,୨୪।୬: କର୍ନାଟକରେ ଶାସନ କରୁଥିବା ଭାଜପାର ନେତ୍ରୀ ତଥା ଦୁଇ ଥର ବୃହତ୍ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍ପି) କର୍ପୋରେଟର ରେଖା କାଦିରେଶଙ୍କୁ ହତ୍ୟା କରାଯାଇଛି। ଗୁରୁବାର ବେଙ୍ଗାଲୁରୁ ସ୍ଥିତି ଅଫିସ ବାହାରେ ସ୍ପଷ୍ଟ ଦିବାଲୋକରେ ଦୁଇ ଜଣ ଦୁର୍ବୃତ୍ତ...
୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା
ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ ଏହି ହାତୀ ୧୬ ଜଣ ସ୍ଥାନୀୟ ଗ୍ରାମବାସୀଙ୍କୁ ହତ୍ୟା କରିଥିବା ବନ ଅଧିକାରୀ...
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ
ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ୧୫ବର୍ଷ ପରେ ଏହା ପ୍ରଥମ ଥର...
ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ...
ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର...
Archives


