ପୁରୁଣା ଏକ ଟଙ୍କିଆ ନୋଟ୍ କରିବ ଲକ୍ଷପତି, ଅନ୍ଲାଇନ୍ ବିକ୍ରି ସୁଯୋଗ …
ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍ଲାଇନ୍ରେ ଏଭଳି ପୁରୁଣା ନୋଟ୍ ଏବଂ କଏନ୍ କିଣା ବିକା ଲାଗି ଖବର ପ୍ରକାଶ ପାଇଥାଏ। ଏକ ଟଙ୍କିଆ ନୋଟ୍କୁ ଛାଡ଼ି...
ମାଲ୍ୟା-ନୀରବ-ଚୋକ୍ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…
ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର ମୂଲ୍ୟ ୧୮,୧୭୦.୦୨ କୋଟି ବୋଲି ଇଡ଼ି ପକ୍ଷରୁ କୁହାଯାଇଛି। ଇଡ଼ିପକ୍ଷରୁ କେନ୍ଦ୍ର ସରକାର...
ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ବି ରଖିଲେ ଯୁବକ ଜଣକ। ମାତ୍ର ଯେତେବେଳେ ବିବାହ କଥା ଆସିଲା ସେତେବେଳେ...
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍ର ଦ୍ୱିତୀୟ ଡୋଜ୍ ୯୫ ପ୍ରତିଶତ ପ୍ରଭାବଶାଳୀ…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ ହାଇକମାଣ୍ଡଙ୍କୁ ଅଭିଯୋଗ କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟ କଂଗ୍ରେସ ନେତୃତ୍ୱ ପ୍ରତି...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍...
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ ବିଧାୟକ ତଥା ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉଠାଇ ଅମରିନ୍ଦ୍ର ସିଂ ସରକାରଙ୍କୁ ଘେରିବାରେ...
‘ପାକ୍ ସହ ଆଲୋଚନା କରୁ କେନ୍ଦ୍ର’
ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ କଶ୍ମୀରରେ ଶାନ୍ତି ପ୍ରତିଷ୍ଠା ଲାଗି ପାକିସ୍ତାନ ସହ କଥା ହେଲେ ଅସୁବିଧା କ’ଣ?...
୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା
ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ ରାଶି ଦେବେ ବୋଲି ବେଙ୍ଗାଲୁରୁର ଏକ କୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଦେବେଗୌଡ଼ା...
ଭିତିରି କଥା କହିଲେନି
ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ କହୁଥିବାବେଳେ ସମ୍ଭାବ୍ୟ ତୃତୀୟ ସାମ୍ମୁଖ୍ୟ ଗଠନ ଆଲୋଚନାକୁ ବିରୋଧୀ ଖଣ୍ଡନ କରିଛନ୍ତି। ଏଭଳି...
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ...
୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି।...
Archives


