ଜାତୀୟ

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ...

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ ଜିଦ୍‌ ଧରିବାରୁ ଘର ଲୋକେ ତାଙ୍କ ବିବାହ କରାଇଛନ୍ତି। କନ୍ୟା ସାଜିଛନ୍ତି ସମ୍ପୃକ୍ତ...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କେସିଆର୍‌ ସିଦ୍ଦିପେଟରେ ଅନେକ ସରକାରୀ କାର୍ଯ୍ୟାଳୟର ଉଦଘାଟନ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ ମୁକୁଲ ରୟଙ୍କ ସମେତ ଟିଏମ୍‌ସିର ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗଙ୍ଗା ପ୍ରସାଦ...

ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର

ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ବିଜୟ ପ୍ରତାପ ସିଂହ ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି।...

ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍‌ଆଇ; ଆଉ ତା’ ପରେ…

ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍‌ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍‌ଆଇ ବା ସବ୍‌-ଇନ୍ସପେକ୍ଟରଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅଲିଗଡ଼ ପୋଲିସର ଏହି ସାହସିକତା...

ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍‌ କଲେ ପ୍ରିୟଙ୍କା…

ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାଜ୍ୟର ୫୦ ଜଣ ତୁଙ୍ଗ ନେତାଙ୍କୁ ଫୋନ୍‌ କରି ସେମାନଙ୍କର...

୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର

ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ। ତେଣୁ ଲୋକଙ୍କ ସାହାଯ୍ୟ ପାଇଁ ସୋନୁଙ୍କ ଅନୁପସ୍ଥିତିକୁ ପୂରଣ...

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା...

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ ଆୟୋଜିତ କରାଯାଇଛି। ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଅଭିଷେକ ମନୁ ସିଂଘଓ୍ବିଙ୍କ ଏକ...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର ପକ୍ଷରୁ ନୂଆ ଶିକ୍ଷା ନୀତି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କୁ ବୃକ୍ଷଚାରା ରୋପଣ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri