ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡର ମୁଦାସିର୍ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ...
୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ ପ୍ରଚାର ସଭାରେ ଲକ୍ଷାଧିକ ଲୋକଙ୍କ ସମାବେଶ ହେବାରୁ ସଂକ୍ରମଣ ବଢ଼ିଥିଲା। ନେତାମାନଙ୍କ ନିର୍ବାଚନୀ...
ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ
ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା।...
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ...
ଏମ୍-ଯୋଗ ଆପ୍ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..
ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍-ଯୋଗ ଆପ୍ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍...
ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…
ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦ ବର୍ଷୀୟ ଏହି ବ୍ୟକ୍ତି ଜଣଙ୍କ ପୋଲିସ ଷ୍ଟେଶନକୁ ନିଜେ ଯାଇ ଏକ ଲିଖିତ...
କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍ ଦେଲେ ଟିପ୍ସ
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ କମ ଆସୁଛି। ଏହି କ୍ରମରେ, ଅନେକ ରାଜ୍ୟରେ ଲାଗୁ କରାଯାଇଥିବା କଟକଣା ଉଠାଯିବା...
ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍ ଟିକା ଦିଆଯିବ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲେ।...
ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ
ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ହତ୍ୟାକାଣ୍ଡ ବେଳେ ଘରେ ସେମାନଙ୍କ ଦୁଇ ଛୁଆ...
ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ
ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମ ବ୍ରାଞ୍ଚ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଡାକ୍ତର। ସେମାନଙ୍କ ମଧ୍ୟରୁ...
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ
ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ ଚିଠି ବୋମା ବୋଲି କୁହାଯାଉଛି। ପ୍ରତାପ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଏନସିପି...
Archives


