ଜାତୀୟ

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଖାଲି ପଡିଲା ଚୌକି, କାର୍ଯ୍ୟକ୍ରମ ଛାଡି ସିଏମ୍ ଚାଲିଲେ ବନ୍ଧୁ ଘର

ଚଣ୍ଡିଗଡ଼,୧୬ ।୧୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନୀଙ୍କ ସମସ୍ୟା ଯେମିତି ତାଙ୍କ ପିଛା ଛାଡୁନି । ମୁଖ୍ୟମନ୍ତ୍ରୀ ଚନୀ ପଞ୍ଜାବ ଗୁରଦାସପୁରରେ ହେଉଥିବା ରାଲିରେ ଗୁରୁବାର ସାମିଲ ହେବାକୁ ସେଠାରେ ପହଞ୍ଚିଥିଲେ । ହେଲେ ସେଠାରେ ପେଣ୍ଡାଲ ଖାଲି ହେବା…

ଅଜୟ ମିଶ୍ରାଙ୍କ ବହିଷ୍କାର ଦାବିରେ ସଂସଦ ଅଚଳ

ନୂଆଦିଲ୍ଲୀ,୧୬।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ଚାଷୀଙ୍କ ଉପରେ ଗାଡି ମାଡି ହତ୍ୟା କରିବା ଘଟଣାକୁ ନେଇ ଗୁରୁବାର ସଂସଦ ଅଚଳ ହୋଇପଡିଛି। ଘଟଣାର ତଦନ୍ତ କରୁଥିବା ଏସଆଇଟି ଏହାକୁ ଏକ ଯୋଜନାବଦ୍ଧ ଷଡଯନ୍ତ୍ର ବୋଲି କହିବା ପରେ କେନ୍ଦ୍ର ସରକାରଙ୍କୁ…

ରାଜନୀତିରୁ ସନ୍ୟାସ ନେଲେ ମେଟ୍ରୋମ୍ୟାନ୍ ଇ. ଶ୍ରୀଧରନ!

ନୂଆଦିଲ୍ଲୀ,୧୬ ।୧୨: ମେଟ୍ରୋମ୍ୟାନ ଇ.ଶ୍ରୀଧରନ ଗୁରୁବାର ଚମକାଇବା ଭଳି ଏକ ନିଷ୍ପତ୍ତି ନେଇଛନ୍ତି । ସେ ତାଙ୍କ ଜନ୍ମସ୍ଥାନ ମଲପ୍ପୁରମରେ ଘୋଷଣା କରିଛନ୍ତି କି ସେ ରାଜନୀତି ଛାଡୁଛନ୍ତି । ଆଉ ସେ ଏହା ମଧ୍ୟ କହିଛନ୍ତି କି ସେ ରାଜନେତା…

ଭାଜପା-କଂଗ୍ରେସର ଆର୍ମି କାର୍ଡ,ରାହୁଲଙ୍କ ରାଲିରେ ରାଓ୍ବତଙ୍କ କଟ୍‌ଆଉଟ୍‌…

ଡେରାଡୁନ୍‌, ୧୬।୧୨: ଆସନ୍ତା ୨୦୨୨ରେ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ଏବଂ କଂଗ୍ରେସ ଭୋଟରଙ୍କୁ ହାତେଇବା ପାଇଁ ଆର୍ମି କାର୍ଡ ଖେଳିବା ଆରମ୍ଭ କରିଛନ୍ତି। ପୂର୍ବତନ ସିଡ଼ିଏସ୍‌ ବିପିନ ରାଓ୍ବତ ଉତ୍ତରାଖଣ୍ଡର ବାସିନ୍ଦା। ତେଣୁ ଉଭୟ ଭାଜପା…

ମହିଳା ତୀରନ୍ଦାଜଙ୍କ ଆତ୍ମହତ୍ୟା: ସୋନୁ ସୁଦ୍‌ଙ୍କଠାରୁ ପାଇଥିଲେ ଉପହାର

କୋଲକତା,୧୬।୧୨: ଭାରତର ଯୁବ ମହିଳା ତୀରନ୍ଦାଜ କୋନିକା ଲାୟାକ ଆତ୍ମହତ୍ୟା କରିଛନ୍ତି। ଝାଡ଼ଖଣ୍ଡର ଧାନବାଦ ନିବାସୀ ୨୬ ବର୍ଷୀୟ କୋନିକା ଚଳିତ ବର୍ଷ ଝାଡ଼ଖଣ୍ଡ ସରକାର ଏବଂ ବଲିଉଡ ଅଭିନେତା ସୋନୁ ସୁଦଙ୍କୁ ଶୁଟିଂ ରାଇଫଲ ଦେବା ପାଇଁ ନିବେଦନ କରିଥିଲେ।…

ଶଗଡ଼ ଦୌଡ଼କୁ ଅନୁମତି…

ନୂଆଦିଲ୍ଲୀ, ୧୬।୧୨: ସୁପ୍ରିମ୍‌କୋର୍ଟ ଗୁରୁବାର ମହାରାଷ୍ଟ୍ରରେ ଶଗଡ଼ ଦୌଡ଼କୁ ଅନୁମତି ଦେଇଛନ୍ତି। ଏହାକୁ ପ୍ରାଣୀ କ୍ରୁରତା ନିବାରଣ ଅଧିନିୟମ ଅନ୍ତର୍ଗତ ବନ୍ଦ କରାଯାଇଥିଲା। ବିଚରାରପତି ଏ.ଏମ୍‌.ଖାନଓ୍ବିଲକର ଏବଂ ସି.ଟି. କୁମାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ୨୦୧୮ରେ ବମ୍ବେ ହାଇକୋର୍ଟ ପକ୍ଷରୁ ପ୍ରଦାନ…

ରାହୁଲ ହୋଇ ପାରିବେ ପ୍ରଧାନମନ୍ତ୍ରୀ,ପିକେଙ୍କ କଥା ବଦଳିଲା…

ନୂଆଦିଲ୍ଲୀ, ୧୬।୧୨: ଦେଶର ପ୍ରାୟ ସମସ୍ତ ପ୍ରମୁଖ ରାଜନୈତିକ ଦଳ ସହ କାମ କରିଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ବର୍ତ୍ତମାନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅନୁଚ୍ଛେଦ ୨୧ ଲାଗୁ ହେବ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୬।୧୨: ରାତିରେ ମୃତଦେହ ବ୍ୟବଚ୍ଛେଦ ପାଇଁ ଆବଶ୍ୟକ ସୁବିଧା ସହିତ ମେଡିକାଲ କର୍ମଚାରୀଙ୍କୁ ଏଥିଲାଗି ପ୍ରସ୍ତୁତ ରଖିବାକୁ ସମସ୍ତ ସରକାରୀ ମେଡିକାଲକୁ କେରଳ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଜାରି କରିଛନ୍ତି। ବିଚାରପତି ପି.ଭି.କୁହ୍ନିକ୍ରିଷ୍ଣାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର…

ପାକିସ୍ତାନର ଷଡ଼ଯନ୍ତ୍ର, ନୂଆ ଦଳ ଗଠନ ପାଇଁ ଆତଙ୍କବାଦୀଙ୍କୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୬।୧୨: ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ଭାରତରେ ଅନୁପ୍ରବେଶ ଏବଂ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଛି। ବିଭିନ୍ନ ଆତଙ୍କବାଦୀ ସଂଗଠନ ସହ ଏକ ବୈଠକରେ ଆଇଏସଆଇ ନିର୍ଦ୍ଦେଶ ଦେଇଛି ଯେ ଜମ୍ମୁ-କଶ୍ମୀର ଏବଂ ଭାରତରେ ଆକ୍ରମଣ ପାଇଁ ନୂଆ ଦଳ…

ମୋଦି କଲେ ଏମିତି କାମ: ସୋସିଆଲ ମିଡିଆରେ ଛୁଟିଲା ପ୍ରଶଂସା ସୁଅ

ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୩ ଏବଂ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସ୍ବପ୍ନର ପ୍ରକଳ୍ପ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିଥିଲେ ଏବଂ ଗଙ୍ଗା ଆରତୀରେ ମଧ୍ୟ ଭାଗ…

୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ, ୧୬।୧୨: ସମସ୍ତ ଆବେଦନକାରୀଙ୍କୁ ୧୦ ଦିନ ମଧ୍ୟରେ କରୋନା କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଏକ ମାମଲାର ବିଚାର କରି ଶୀର୍ଷକୋର୍ଟଙ୍କ ପକ୍ଷରୁ ମହାରାଷ୍ଟ୍ର ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.…

‘ଚିଫ୍‌ ଅଫ୍‌ ଷ୍ଟାଫ୍‌ କମିଟି’ର ଅଧ୍ୟକ୍ଷ ହେଲେ ଏମ୍‌ଏମ୍‌ ନରଭାଣେ

ନୂଆଦିଲ୍ଲୀ,୧୬।୧୨: ସ୍ଥଳ ସେନା ମୁଖ୍ୟ ଜେନେରାଲ ଏମ୍‌ଏମ୍‌ ନରଭାଣେ ୩ ସେନା ବାହିନୀ ପାଇଁ ଗଠିତ କମିଟିର ଅଧ୍ୟକ୍ଷ ପଦର ଦାୟିତ୍ୱ ଗ୍ରହଣ କରିଛନ୍ତି। ଡିସେମ୍ବର ୮ରେ ଆଇଏଫ୍‌ ହେଲିକପ୍ଟର ଦୁର୍ଘଟଣାରେ ପ୍ରତିରକ୍ଷା କର୍ମଚାରୀଙ୍କ ମୁଖ୍ୟ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri