୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର
ପାଟନା,୧୯।୬: ବିହାର ପାଟନା ସ୍ଥିତ ଏମ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଡାକ୍ତରମାନେ ଜଣେ ୬୧ବର୍ଷୀୟ ବୃଦ୍ଧଙ୍କ ସଫଳ ଚିକିତ୍ସା କରି ତାଙ୍କର ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ଯାହା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ,...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍କୋର୍ଟଙ୍କ ଦ୍ୱାରସ୍ଥ…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍ଇ ପକ୍ଷରୁ ଭାଲ୍ୟଏଶନ୍ ନେଇ ଫର୍ମୂଲା ଗୁରୁବାର ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଥିଲା। ତେବେ...
ଥରିଲା ଆସାମ: ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ଘଣ୍ଟାରେ ୫ଥର ଭୂକମ୍ପ
ଗୁଆହାଟି,୧୯।୬: ଆସାମରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରହିଛି। ଉତ୍ତର-ପୂର୍ବ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ଏହା ପଞ୍ଚମ ଭୂକମ୍ପ। ଭୂକମ୍ପର କେନ୍ଦ୍ରସ୍ଥଳ ସୋନିତପୁର ଜିଲା ମୁଖ୍ୟାଳୟର ତେଜପୁର ନିକଟସ୍ଥ ୩୦ କିଲୋମିଟର...
୫୧ ବର୍ଷରେ ରାହୁଲ: ଛଦ୍ମନାମ ରଖି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ିଥିଲେ ପାଠ; ମ୍ୟାନେଜମେଣ୍ଟ କମ୍ପାନୀରେ…
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆଜି ହେଉଛି ଜନ୍ମଦିନ। ଶନିବାର ୫୧ ବର୍ଷର ହୋଇଛନ୍ତି ରାହୁଲ। ଗାନ୍ଧୀ-ନେହେରୁ ପରିବାରରୁ ଆସିଥିବା ରାହୁଲଙ୍କ ଜୀବନ ଏବଂ ରାଜନୈତିକ ପାଳି ଉତ୍ଥାନପତ୍ତନରେ ଭରପୂର। ସେ ନିଜକୁ ବିରୋଧୀ ଦଳର ଏକ ଗମ୍ଭୀର...
କରୋନା କବଳରେ ଏବେ ପ୍ରାଣୀ: ୪ସିଂହ ଭିତରେ ଡେଲ୍ଟା ଭାରିଆଣ୍ଟ
ଚେନ୍ନାଇ,୧୯।୬: ମହାମାରୀ କରୋନା କବଳରୁ କେହି ବର୍ତ୍ତିପାରି ନାହାନ୍ତି। ମନୁଷ୍ୟ ପରେ ଏବେ ଜୀବଜନ୍ତୁ ମଧ୍ୟ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଇତିମଧ୍ୟରେ ତାମିଲନାଡ଼ୁର ଭଣ୍ଡାଲୁର ସ୍ଥିତ ଅରିନଗରର ଅନ୍ନା ପ୍ରାଣୀ ଉଦ୍ୟାନରେ ୪ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ସିଂହଙ୍କ...
ଡ୍ରାଗନର ନୂଆ ଷଡ଼ଯନ୍ତ୍ର: ଭାରତରେ ସାଇବର ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍…
ନୂଆଦିଲ୍ଲୀ,୧୯।୬: କରୋନା ମହାମାରୀ ଭୂତାଣୁ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି କରିଥିବା ଚାଇନା ଏବେ ଭାରତରେ ନୂଆ ସଙ୍କଟ ସୃଷ୍ଟି କରିବା ଲାଗି ଷଡ଼ଯନ୍ତ୍ର ରଚିଛି। ଭାରତର ଟେଲିକମ୍ ସେକ୍ଟର, ସରକାରୀ କ୍ଷେତ୍ର, ପ୍ରତିରକ୍ଷା ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସେକ୍ଟର...
ବିପଦ ଉପରେ ପୁଣି ନୂଆ ବିପଦ: ୬ରୁ ୮ସପ୍ତାହ ମଧ୍ୟରେ ତୃତୀୟ ଲହର…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ମାଡ଼ି ଆସୁଥିବା ନେଇ ଏମ୍ସ୍ ପକ୍ଷରୁ ସୂଚନା ଦିଆଯାଇଛି। ଆଉ ୬ରୁ ୮ ସପ୍ତାହ ମଧ୍ୟରେ ଦେଶରେ କରୋନା ମହାମାରୀର ତୃତୀୟ ଲହର...
୧୫୦ କୋଟି ବର୍ଷ ତଳେ ସମୁଦ୍ରରେ ବୁଡ଼ି ରହିଥିଲା ବଲିଉଡ୍…
ମୁମ୍ବାଇ,୧୯।୬: ମହାରାଷ୍ଟ୍ରର ରାଜଧାନୀ ତଥା ବଲିଉଡ୍ ମୁମ୍ବାଇର ଆଖପାଖ ଅଞ୍ଚଳ ଦିନେ ସମୁଦ୍ର ତଳେ ବୁଡ଼ି ରହିଥିଲା। ମିଳିଥିବା କେତେକ ଜୀବାଶ୍ମରୁ ଏହା ଜଣାପଡ଼ିଛି। ମୁମ୍ବାଇ ନିକଟରେ ଥିବା ୟବତମାଲ ଜିଲାର ବଡ଼ ବଡ଼ ପାହାଡ଼ ଦିନେ ସମୁଦ୍ର ତଳେ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୭୫୩ ରେ ପହଞ୍ଚିଛି। ସେହିପରି ଏହି ସମୟ...
ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
ଜୁନ୍ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ଅନ୍ଲାଇନ୍ରେ ଉଦ୍ବୋଧନ ଦେଇ ସାଂଦସମାନଙ୍କୁ...
କୁଶଳୀ ହେବେ ଲକ୍ଷେ କୋଭିଡ୍ ଯୋଦ୍ଧା
ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା ପାଠ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। କରୋନା ଭୂତାଣୁ ଏବେ ବି ଆମ ଭିତରେ ରହିଛି...
୨୮ ଖାଲି, ଅନେକ ଆଶାୟୀ
ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ ପରଲୋକ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳର କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି।...
Archives


