ଭାରତୀୟ ଆଇନକୁ ପାଳନ କର
ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି ନିୟମାବଳୀକୁ ନେଇ କେନ୍ଦ୍ର ସରକାର ଓ ଟୁଇଟର ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଶୁକ୍ରବାର...
ଅକ୍ଟୋବରରେ ତୃତୀୟ ଲହର
ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ ଲହରକୁ ଅଧିକ ଭଲ ଭାବରେ ନିୟନ୍ତ୍ରଣ କରାଯାଇପାରିବ, ତେବେ ମହାମାରୀ ଅନୂ୍ୟନ ଆଉ...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍ ଗେମ୍ସର...
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍...
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ ଯୌତୁକ ପାଇଁ ନିର୍ଯାତନା ଦେଇ ହତ୍ୟା ଓ ମୃତଦେହକୁ ଲୁଚାଇବା ମାମଲା ଚାଲିଛି।...
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ ମେଣ୍ଟ କ୍ଷମତାକୁ ଆସବା ପରେ ସୋନିଆଙ୍କ ସହ ଏହା ହେଉଛି ଷ୍ଟାଲିନଙ୍କ ପ୍ରଥମ...
ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ
ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି ପାଇଛି। ଝାଡ଼ଖଣ୍ଡରୁ କୋଭିଡ୍-୧୯ ପରୀକ୍ଷା ବେଳେ ସଂଗୃହୀତ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ...
ଭାଜପା ଟାର୍ଗେଟରେ ମୁକୁଲ
କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ ବାଚସ୍ପତି ବିମନ ବାନାର୍ଜୀଙ୍କୁ ନିବେଦନ କରିଛି ଭାଜପା। କ୍ରିଷ୍ଣନଗର ଉତ୍ତର ବିଧାନସଭା ନିର୍ବାଚନ...
ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ
ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବଲିଉଡ୍ ଇଣ୍ଡଷ୍ଟ୍ରିର ଟିପ୍ସ...
୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ
ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ଏଥିସହ ଅନ୍ୟଜଣଙ୍କୁ ହେପାଜତକୁ ନେଇ ପଚରାଉଚରା କରୁଛି ମୁମ୍ବାଇ ପୋଲିସ।...
ଏଣିକି ଏଡ୍ସ ପୀଡ଼ିତଙ୍କୁ ମିଳିବ ପେନ୍ସନ
ଚଣ୍ଡିଗଡ଼,୧୮।୬: ଏଡ୍ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍ଶୀଘ୍ର ପ୍ରତିମାସରେ ଏଡ୍ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍ସନ ପ୍ରଦାନ କରିବେ ହରିଆଣା ସରକାର। ଏନେଇ ଶୁକ୍ରବାର ସୋନିପତ ଜିଲା ଏଡ୍ସ ନିୟନ୍ତ୍ରଣ କାର୍ଯ୍ୟାଳୟ ପକ୍ଷରୁ...
Archives


