ବିଶ୍ୱର ପ୍ରଶଂସନୀୟ ବ୍ୟକ୍ତିଙ୍କ ତାଲିକାରେ ମୋଦି
ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ଶ୍ରେଷ୍ଠ ୨୦ ପ୍ରଶଂସନୀୟ ବ୍ୟକ୍ତିଙ୍କ ତାଲିକାରେ ୮ମ ସ୍ଥାନରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁଗଭ ନାମକ କମ୍ପାନୀ ପକ୍ଷରୁ ୩୮ ଦେଶର ୪୨ ହଜାର ଉତରଦାତାଙ୍କ ପତିକ୍ରିୟାକୁ ନେଇ କରାଯାଇଥିବା ସର୍ଭେ ରିପୋର୍ଟରେ ଏହା କୁହାଯାଇଛି। ପ୍ରଧାନମନ୍ତ୍ରୀ…
ଆର୍ୟନଙ୍କ ଉପରୁ ହଟିଲା ସପ୍ତାହକୁ ଥରେ ହାଜିରା କଟକଣା
ମୁମ୍ବାଇ, ୧୫।୧୨: ବଲିଉଡ୍ ଷ୍ଟାର ଶାହରୁଖ ଖାନ୍ଙ୍କ ପୁଅ ଆର୍ୟନ ଖାନ୍ଙ୍କୁ ଜାମିନ ସର୍ତ୍ତ ଅନୁଯାୟୀ ଆଉ ମୁମ୍ବାଇର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଅଫିସରେ ପ୍ରତି ଶୁକ୍ରବାର ହାଜିରା ଦେବାକୁ ପଡ଼ିବ ନାହିଁ। ଏହି କଟକଣାରୁ ତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି…
ଜେଲରେ ଥିବା ପୁଅ କଥା ପଚାରିବାରୁ ଗାଳିଦେଲେ କେନ୍ଦ୍ର ମନ୍ତ୍ରୀ
ନୂଆଦିଲ୍ଲୀ,୧୫।୧୨: ଉତ୍ତରପ୍ରଦେଶର ଲଖିମପୁର ଖେରି ଅଞ୍ଚଳରେ ଚାଷୀଙ୍କ ଉପରେ ଗାଡ଼ି ମଡ଼ାଇ ହତ୍ୟା ଘଟଣାରେ ଜେଲରେ ଅଛନ୍ତି କେନ୍ଦ୍ରୀୟ ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ତଥା ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରା। ଜେଲରେ ଥିବା ପୁଅ ସମ୍ପର୍କରେ ପ୍ରଶ୍ନ କରିବାରୁ…
କେନାଲକୁ ଖସିଲା ବସ୍: ଚାଲିଗଲା ୯ ଜୀବନ
ହାଇଦ୍ରାବାଦ୍,୧୫।୧୨: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାରେ ବୁଧବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସ୍ ବ୍ରିଜ୍ ଉପରୁ କେନାଲକୁ ଖସି ଯିବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨୨ ଜଣ ଆହତ ହୋଇଥିବା କୁହାଯାଉଛି। ତେଲେଙ୍ଗାନାର ଆସୱାରାପେଟରୁ…
କେନ୍ଦ୍ର କ୍ୟାବିନେଟର ଐତିହାସିକ ନିଷ୍ପତି
ନୂଆଦିଲ୍ଲୀ,୧୫।୧୨: ସେମିକଣ୍ଡକ୍ଟର ଏବଂ ଡିସ୍ପ୍ଲେ ବୋର୍ଡର ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ପିଏଲ୍ଆଇ ଯୋଜନାକୁ ଅନୁମୋଦନ କରିଛି। ଏହି ଯୋଜନା ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି , ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଜାନୁୟାରୀ-ଫେବୃୟାରୀରେ ଭାରତରେ ହୋଇପାରେ ଓମିକ୍ରନ୍ ବିସ୍ଫୋରଣ !…
ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପୃଥିବୀର ୭୭ ଦେଶରେ ଓମିକ୍ରନ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଜାନୁଆରୀ-ଫେବୃଆରୀ ମାସରେ ଭାରତରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି।…
ସାର୍ବଜନୀକ ହେବ ନାହିଁ ଜାତିଗତ ଜନଗଣନା ତଥ୍ୟ…
ନୂଆଦିଲ୍ଲୀ, ୧୫।୧୨: ଦେଶରେ ୨୦୧୧ ଜନଗଣନାରେ ପ୍ରକାଶିତ ସାମାଜିକ-ଆର୍ଥିକ ପଛୁଆବର୍ଗର ପରିସଂଖ୍ୟାନ ତଥ୍ୟ ସାର୍ବଜନୀକ ହେବ ନାହିଁ। ଏହି ପରିପ୍ରେକ୍ଷୀରେ ସୁପ୍ରିମକୋର୍ଟ କେନ୍ଦ୍ରର ଯୁକ୍ତିକୁ ଗ୍ରହଣ କରିଛନ୍ତି। ଓବିସିଙ୍କ ସଂଖ୍ୟା ଜାଣିବା ପାଇଁ ୨୦୧୧ରେ ଜାତି ଜନଗଣନା କରାଯାଇ ନାହିଁ ବୋଲି…
ଶେଷରେ ଆଖିବୁଜିଲେ ଗ୍ରୁପ୍ କ୍ୟାପ୍ଟେନ୍ ବରୁଣ ସିଂ
ବେଙ୍ଗାଲୁରୁ,୧୫।୧୨: ଭୟଙ୍କର ହେଲିକପ୍ଟର କ୍ରାଶ ଘଟଣାରେ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ଗ୍ରୁପ କ୍ୟାପ୍ଟେନ ବରୁଣ ସିଂହ ଶେଷରେ ଆଖି ବୁଜିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି। କ୍ରାସ୍ ସମୟରେ ତାଙ୍କ ଶରୀରର ୪୦% ଅଂଶ ପୋଡି…
ଭିକାରିଙ୍କ ପୋଷାକରୁ ଟଙ୍କା ବର୍ଷା, ଭିଡ଼ିଓ ଭାଇରାଲ…
ନାଗଡା, ୧୫।୧୨: ମଧ୍ୟପ୍ରଦେଶର ଉଜ୍ଜୟନୀ ଜିଲାର ନାଗଡା ଜଙ୍କଶନରେ ଜଣେ ଭିକାରୀଙ୍କ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମାନସିକ ବିକୃତ ଭିକାରି ଜଣଙ୍କ ଭିକ ମାଗୁଥିବା ବେଳେ କ୍ରୋଧରେ ନିଜର ପୋଷାକ ଫିଙ୍ଗିଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି।…
ଓମିକ୍ରନ୍ ବିରୋଧରେ ଟିକା କାମ ଦେବନି, ନୂଆ ଟିକା ଆବଶ୍ୟକ…
ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଅପରପକ୍ଷରେ ନୂଆ ଭାରିଆଣ୍ଟର ସଂକ୍ରମଣ ବଢ଼ିଚାଲିଛି। ଏପରିସ୍ଥଳେ ସର୍ବାଧିକ ଟିକାକରଣ ଉପରେ ଧ୍ୟାନ ଦିଆଯାଉଛି। ଅପରପକ୍ଷରେ, ନୀତି ଆୟୋଗର ସଦସ୍ୟ ଡ.ଭି.କେ ପଲଙ୍କ ବିବୃତ୍ତି ନେଇ ଅଜଣା ବିପଦର…
ଟୁଇଟ୍ର ଛାଡିଲେ ମନୀଷ ମହେଶ୍ୱରୀ
ନୂଆଦିଲ୍ଲୀ,୧୫।୧୨: ଟୁଇଟର ଇଣ୍ଡିଆର ପୂର୍ବତନ ମୁଖ୍ୟ ମନୀଷ ମହେଶ୍ୱରୀ କମ୍ପାନୀ ଛାଡିଥିବା ନେଇ ଘୋଷଣା କରିଛନ୍ତି। ମହେଶ୍ୱରୀ ଟୁଇଟ୍ କରି କହିଛନ୍ତି ଯେ, ତାଙ୍କର ନୂତନ ଏଡ-ଟେକ ପ୍ଲାଟଫର୍ମ ମେଟାଭର୍ସିଟି ମାଧ୍ୟମରେ ଶିକ୍ଷା ତଥା ଶିକ୍ଷାଦାନ ଉପରେ ଧ୍ୟାନ ଦେବା ପାଇଁ…
‘ଗୋଟିଏ ପୁଅ ବଦଳରେ, ମୁଁ ଶହ ଶହ ପୁଅ ପାଇଲି’
ଲକ୍ଷ୍ନୌ,୧୫।୧୨: ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିୟୋଜିତ ଭାଇ ଭଉଣୀକୁ ବିଦା କରିବାର ଇଚ୍ଛା ପୂରଣ କରିବା ପୂର୍ବରୁ ଦେଶ ପାଇଁ ଶହୀଦ ହୋଇଗଲେ। ତାଙ୍କର ଅସମ୍ପୂର୍ଣ୍ଣ ଇଚ୍ଛା ପୂରଣ କରିବା ପାଇଁ ସାଥୀ ଯବାନମାନେ ପୂର୍ଣ୍ଣ ଉତ୍ସାହ ସହିତ ଶହୀଦଙ୍କ ଭଉଣୀ…
Archives


