ଜାତୀୟ

‘ବାବା କା ଢାବା’ ମାଲିକ କାନ୍ତା ପ୍ରସାଦଙ୍କ ଆତ୍ମହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୧୮।୬: ‘ବାବା କା ଢ଼ାବା’ ମାଲିକ କାନ୍ତା ପ୍ରସାଦ ଗୁରୁବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ସଫଦରଜଙ୍ଗ ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଉଛି। କରୋନାର ପ୍ରଥମ ଲହର ସମୟରେ କାନ୍ତା ପ୍ରସାଦଙ୍କ ଏକ ଭିଡିଓ ସୋସିଆଲ...

କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍‌ ରହିଛି। ତେଣୁ ଦିଲ୍ଲୀ ସରକାର ରାଜ୍ୟରେ ଅନ୍‌ଲକ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ ପ୍ରତିବନ୍ଧକ ହଟାଯିବା ପରେ ଦିଲ୍ଲୀ ବଜାରରେ...

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ ବିରୋଧରେ କଲିକତା ହାଇକୋର୍ଟରେ ପହଞ୍ଚିଛନ୍ତି। ନନ୍ଦୀଗ୍ରାମରେ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି...

ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ ସେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ISRO)ର ବୈଜ୍ଞାନିକ ହୋଇପାରିଛନ୍ତି। କ୍ଷେତରେ କାମ କରୁଥିବା...

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ ୨୫ବର୍ଷୀୟ ଅଭିନେତ୍ରୀ ସୁରଭି ସୁରେନ୍ଦ୍ର ଶ୍ରୀବାସ୍ତବ ଓ ୧୯ ବର୍ଷୀୟ ମୋସିନା ମୁଖତାର...

ଆଉ ଏକ ମହାଅଭିଯାନ କଲେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ମହାଅଭିଯାନ ଆରମ୍ଭ କରିଛନ୍ତି। ୨୬ଟି ରାଜ୍ୟର ୧୧୧ଟି ତାଲିମ କେନ୍ଦ୍ରରୁ କରୋନା ସ୍ବାସ୍ଥ୍ୟସେବା ଫ୍ରଣ୍ଟଲାଇନ କର୍ମଚାରୀଙ୍କ ପାଇଁ ଏକ ସ୍ବତନ୍ତ୍ର ପ୍ରଶିକ୍ଷଣ ତାଲିମ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମ...

ଦଳ ଛାଡିଲେ ଆଉ ଜଣେ କଂଗ୍ରେସ ନେତା: ରାହୁଲଙ୍କୁ କଲେ ଟାର୍ଗେଟ

ଗୁଆହାଟୀ,୧୮।୬: କଂଗ୍ରେସରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଯୁବ ନେତା ସବୁ ଦଳ ଛାଡିବା ପ୍ରକ୍ରିୟା ଜାରି ରହିଛି। ଏବେ ଆସାମ ବିଧାୟକ ରୂପଜ୍ୟୋତି କୁର୍ମି ଦଳ ଛାଡିବାକୁ ଘୋଷଣା କରିଛନ୍ତି। ଦଳ ଛାଡିବା ପରେ ସେ ଅଭିଯୋଗ...

କମୁନି ଲୋକପ୍ରିୟତା: ୧୩ଟି ଦେଶର ମୁଖ୍ୟଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପସନ୍ଦର ନେତା ହେଲେ ମୋଦି

ନୂଆଦିଲ୍ଲୀ,୧୮।୬: କରୋନା କାଳରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁନିଆର ସବୁଠାରୁ ଅଧିକ ଲୋକପ୍ରିୟ ନେତାଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ଅଛନ୍ତି। ଆମେରିକାର ଡାଟା ଇଣ୍ଟେଲିଜେନ୍ସ ଫାର୍ମ ମର୍ନିଂ କନ୍ସଲ୍ଟ ଦ୍ୱାରା କରାଯାଇଥିବା ଏକ ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ସାବରମତି ନଦୀରେ କୋଭିଡ-୧୯ ଭାଇରସ୍‌

ଅହମଦାବାଦ,୧୮।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସ୍ଥିତି ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଦେଶରେ କରୋନା ସଙ୍କଟ ଏବେ ବି ଜାରି ରହିଛି। କରୋନାକୁ ନେଇ ପ୍ରତିଦିନ କିଛି ନୂଆ ନୂଆ ତଥ୍ୟା ସାମ୍ନାକୁ ଆସୁଛି। ଇତିମଧ୍ୟରେ...

୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬୨,୪୮୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୫୮୭...

ସେପ୍ଟେମ୍ବରରେ ନୋଭାଭାକ୍ସ

ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍‌ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍‌ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି। ଭାରତରେ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଏହି ଟିକା ଉତ୍ପାଦନ କରିବାକୁ ଥିବାବେଳେ ଆସନ୍ତା ସେପ୍ଟେମ୍ବର...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨। ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ସଂଖ୍ୟାଲଘୁ ବୃଦ୍ଧଙ୍କ ଉପରେ ଆକ୍ରମଣର ରିପୋର୍ଟିଂ କରିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri