ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି
ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ ହାସଲ କରିଛି। ୧୦୦ କୋଟି ଟିକାକରଣର ମାତ୍ରା କେବଳ ଏକ ଆକଳନ ନୁହେଁ ବରଂ…
୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ
କୋଲକାତା,୨୨।୧୦: ୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦ ଏଣ୍ଟରପ୍ରିନ୍ୟୁର କେବଳ ୨୦୧୪ରୁ ୨୦୧୮ ମଧ୍ୟରେ ଭାରତ ଛାଡ଼ି ଅନ୍ୟ ଦେଶକୁ ଚାଲିଯାଇଛନ୍ତି। ଏକ…
୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ
କୋଲକାତା,୨୨।୧୦:୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦ ଏଣ୍ଟରପ୍ରିନ୍ୟୁର କେବଳ ୨୦୧୪ରୁ ୨୦୧୮ ମଧ୍ୟରେ ଭାରତ ଛାଡ଼ି ଅନ୍ୟ ଦେଶକୁ ଚାଲିଯାଇଛନ୍ତି। ଏକ ଅଧ୍ୟୟନ…
ଯୌନ ସମ୍ପର୍କ ନ ରଖିବାରୁ ବାଳିକାଙ୍କୁ ହତ୍ୟା
ଗୁଆହାଟୀ, ୨୨ା୧୦:ଆସାମର ନଅଗାଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌନ ସମ୍ପର୍କ ରଖିବା ପାଇଁ ମନାକରିବାରୁ ଜଣେ ୬ ବର୍ଷୀୟା ବାଳିକାଙ୍କୁ ପର୍ନ ଅଭ୍ୟସ୍ତ ୨ ନାବାଳକ ପଥରରେ ଛେଚି ହତ୍ୟା କରିଛନ୍ତି। ୧୧ ବର୍ଷୀୟ ଅଭିଯୁକ୍ତ ଦ୍ୱୟଙ୍କ ସମେତ…
ଗ୍ୟାସ୍, କୋଇଲା ପାଇଁ ହେବ ଜରୁରୀ ଭଣ୍ଡାର
ଚେନ୍ନାଇ, ୨୨।୧୦:କୋଇଲା ଅଭାବକୁ ନେଇ ବିଦ୍ୟୁତ ସଙ୍କଟ ଆଶଙ୍କା ଦେଖାଦେଇଥିବାବେଳେ ଭବିଷ୍ୟତରେ ଏଭଳି ଯୋଗାଣ ସମସ୍ୟାର ସମାଧାନ ପାଇଁ ସରକାର ପ୍ରାକୃତିକ ଗ୍ୟାସ୍ ଓ ଆମଦାନି କୋଇଲାର ଷ୍ଟାଟେଜିକ୍ ରିଜର୍ଭ (ଜରୁରୀ ସମୟରେ ବ୍ୟବହାର ପାଇଁ ଭଣ୍ଡାର) ନିର୍ମାଣ ନିମନ୍ତେ ବିଚାର…
ଯୋଗେନ୍ଦ୍ର ଯାଦବ ଏକ ମାସ ପାଇଁ ନିଲମ୍ବିତ
ନୂଆଦିଲ୍ଲୀ,୨୨ ।୧୦: ସଂଯୁକ୍ତ କୃଷକ ମୋର୍ଚ୍ଚା ଏକ ବଡ ଆକ୍ସନ ନେବାକୁ ଯାଇ ଯୋଗେନ୍ଦ୍ର ଯାଦବଙ୍କୁ ୧ ମାସ ପାଇଁ ନିଲମ୍ବିତ କରିଛନ୍ତି । କିଛିଦିନ ହେବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଉଥିଲା । ନିକଟରେ ଯୋଗେନ୍ଦ୍ର ଯାଦବ…
ଦେଶକୁ ସମ୍ବୋଧିତ କରିବେ ମୋଦି
ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳ ୧୦ଟାରେ ଦେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଦେଶ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର କରୋନା ଟିକାକରଣରେ ୧୦୦କୋଟି ଡୋଜ୍ ଅତିକ୍ରମ କରିଥିବା ବେଳେ…
ସୋସିଆଲ ମିଡିଆ ପାଇଁ ବଞ୍ଚିଗଲେ ଯୁବକ
ନୂଆଦିଲ୍ଲୀ,୨୧।୧୦: ଫେସବୁକ୍ରେ ଲାଇଭ୍ ଷ୍ଟ୍ରିମିଂ କରି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣେ ୪୩ ବର୍ଷୀୟ ଯୁବକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୋସିଆଲ ମିଡିଆ ପକ୍ଷରୁ ଇ-ମେଲ ପାଇବା ପରେ ତୁରନ୍ତ ପୋଲିସର କାର୍ଯ୍ୟାନୁଷ୍ଠାନ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ଦିଲ୍ଲୀ…
ଗାଜିପୁର ରାସ୍ତାରୁ ଉଠିଲେ ଚାଷୀ
ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଗତ ୧୧ ମାସ ହେଲା ଦିଲ୍ଲୀ ଗାଜିପୁର ସୀମାରେ ସର୍ଭିସ୍ ରୋଡ୍କୁ ଅବରୋଧ କରି ରଖିଥିବା ଚାଷୀ ଗୁରୁବାର ସେଠାରୁ ପ୍ରତିବନ୍ଧକ ହଟାଇଛନ୍ତି। ଯାନବାହନ ଚଳାଚଳ ସୁଗମ କରିବା ଲାଗି ଚାଷୀ…
ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ
ନୂଆଦିଲ୍ଲୀ,୨୧।୧୦: ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ଏକ ଦଳ। ମନ୍ନତରେ ଏନ୍ସିବି ଚଢ଼ାଉ କରିଥିବା ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ଗଣମାଧ୍ୟମରେ ଢ଼େର…
ଅମରିନ୍ଦର କୃଷି ଆଇନର ନିର୍ମାତା: ସିଦ୍ଧୁ
ଚଣ୍ଡିଗଡ଼,୨୧ ।୧୦: ପଞ୍ଜାବ ରାଜନୀତିରେ ଟଣା ଭିଡା ଲାଗି ରହୁଛି । ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଇସ୍ତଫା ଦେବା ପରେ ପ୍ରଥମ ଥର ଲାଗି ତାଙ୍କୁ ଟାର୍ଗେଟ କରିଛନ୍ତି ପଞ୍ଜାବର କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ।…
ମୁମ୍ବାଇ ଜେଲ ବାହାରେ ଶାହରୁଖଙ୍କୁ ଘେରିଲେ କ୍ୟାମେରାମ୍ୟାନ
ମୁମ୍ବାଇ,୨୧।୧୦: ମୁମ୍ବାଇର ଆର୍ଥର ରୋଡ୍ ଜେଲ ବାହାରେ ଗୁରୁବାର ମଧ୍ୟାହ୍ନରେ ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନ ପହଞ୍ଚିବା ପରେ ତାଙ୍କୁ ଚାରି ଆଡ଼ୁ ଘେରି ଦେଇଥିଲେ କ୍ୟାମେରାମ୍ୟାନ। ଏହି ଘଟଣାକୁ ସୋନୁ ସୁଦ, ସ୍ବରା ଭାସ୍କର ଓ ପୂଜା ଭଟ୍ଟଙ୍କ ଭଳି…
Archives


