ଜାତୀୟ

ବଜେଟ ଅଧିବେଶନ ପୂର୍ବରୁ ପାର୍ଲାମେଣ୍ଟରେ କରୋନା ବିସ୍ଫୋରଣ, ୭୧୮ କର୍ମଚାରୀ ପଜିଟିଭ୍‌…

ନୂଆଦିଲ୍ଲୀ, ୧୩।୧ : ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏଠାରେ କରୋନା ବିସ୍ଫୋରଣ ଘଟିଛି। ପାର୍ଲାମେଣ୍ଟର ୭୧୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି କାରଣରୁ, ବଜେଟ ଅଧିବେଶନକୁ ଠିକ ସମୟରେ ଆରମ୍ଭ ହେବା ନେଇ…

ମକର ସଂକ୍ରାନ୍ତି, ଲୋରି, ବିହୁ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩ ।୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲୋରି, ମକର ସଂକ୍ରାନ୍ତି, ପୋଙ୍ଗଲ, ଭୋଗଲି ବିହୁ, ଉତ୍ତରାୟଣ ଓ ପୌଷ ପର୍ବ ଅବସରରେ ଦେଶ ଓ ବିଦେଶରେ ଥିବା ସମସ୍ତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଥିବା…

ପିଓକେ ଲଞ୍ଚପ୍ୟାଡ୍‌ରେ ୪୦୦ ଆତଙ୍କବାଦୀ

ନୂଆଦିଲ୍ଲୀ,୧୩।୧(ଆଇଏଏନ୍‌ଏସ୍‌):: ଭାରତରେ ଅନୁପ୍ରବେଶ ଲାଗି ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ବିଭିନ୍ନ ଲଞ୍ଚ୍‌ପ୍ୟାଡ୍‌ ଓ ପ୍ରଶିକ୍ଷଣ ଶିବିରରେ ୩୫୦ରୁ ୪୦୦ ଆତଙ୍କବାଦୀ ଉପସ୍ଥିତ ଥିବା ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ବୁଧବାର କହିଛନ୍ତି। ଭାରତୀୟ ସେନାର ବାର୍ଷିକ ଖବରଦାତା…

ଜେଲରେ କିନ୍ନରଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରକୋଷ୍ଠ

ନୂଆଦିଲ୍ଲୀ,୧୩।୧: କିନ୍ନରମାନଙ୍କ ଅଧିକାରକୁ ସ୍ବୀକୃତି ସ୍ବରୂପ ସେମାନଙ୍କ ଲାଗି ଜେଲରେ ସ୍ବତନ୍ତ୍ର ଓ୍ବାର୍ଡର ବ୍ୟବସ୍ଥା କରିବା ଲାଗି କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପତ୍ର ଲେଖି ଜଣାଇଛନ୍ତି। ଶୋଷଣରୁ ସେମାନଙ୍କୁ ସୁରକ୍ଷା ଲାଗି କିନ୍ନର ବନ୍ଦୀଙ୍କ ନିମନ୍ତେ ସ୍ବତନ୍ତ୍ର ପ୍ରକୋଷ୍ଠ ବ୍ୟବସ୍ଥା ରହିବା…

ବଦଳିଲା କୋଭିଡ ସଂକ୍ରମିତଙ୍କ ଡିସଚାର୍ଜ ପଲିସି

ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାର କୋଭିଡ ସଂକ୍ରମିତଙ୍କ ଡିସଚାର୍ଜ ପଲିସିରେ ପରିବର୍ତ୍ତନ କରିଛନ୍ତି । ନୂଆ ନିର୍ଦ୍ଦେଶ ଅନୁଯାୟୀ, କରୋନାର ସାମାନ୍ୟ ଓ ମଧ୍ୟମ ଲକ୍ଷଣ ଥିବା ରୋଗୀଙ୍କର ରିପୋର୍ଟ ପଜିଟିଭ ଆସିବା କରେ ଅତିକମ୍‌ରେ ସାତ ଦିନ କିମ୍ବା ଲଗାତାର…

ପୁଣି ସୁପ୍ରିମକୋର୍ଟ ଗଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୧ : କୋରାପୁଟ ଜିଲାର କୋଟିଆ ଅଞ୍ଚଳ ସୀମା ବିବାଦକୁ ନେଇ ଓଡ଼ିଶା ସରକାର ବୁଧବାର ପୁଣିଥରେ ଆନ୍ଧ୍ର ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ର ସହ ଦୀର୍ଘବର୍ଷ ଧରି ଲାଗିରହିଥିବା ଆନ୍ତଃରାଜ୍ୟ ସୀମା ବିବାଦର ସମାଧାନ ନିମନ୍ତେ କୋଟିଆ…

କରୋନା ତୃତୀୟ ଲହର: ଦେଶରେ ପ୍ରଥମଥର ୨୪ ଘଣ୍ଟାରେ ୨ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୩ ।୧: କରୋନାର ତୃତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ସମୟରେ ପ୍ରଥମଥର ଲାଗି ଗତ ୨୪ ଘଣ୍ଟାରେ ଗୁରୁବାର ୧୨ଟା ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୨,୪୫,୫୨୫ ଥିବା ଜଣାପଡିଛି । ଏହାସହ ୩୭୯ଜଣଙ୍କ ମୃତ୍ୟୁ ହୋଇଛି । ଏହି ସମୟରେ…

ଇସ୍ରୋର ହେବନାହିଁ ଘରୋଇକରଣ: ଏସ୍ ସୋମନାଥ

ଥିରୁଭାନନ୍ତପୁରମ(କେରଳ),୧୩ ।୧: ଭାରତୀୟ ମହାକାଶ ଓ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ର ମୁଖ୍ୟ ଭାବେ ରକେଟ ବୈଜ୍ଞାନିକ ଏସ୍ ସୋମନାଥଙ୍କୁ ନିଯୁକ୍ତି ମିଳିଛି । ଏସ୍ ସୋମନାଥଙ୍କର ଏଝଖଠ ଗଳ-ଓଓଓ ଲଞ୍ଚର ବିକାଶରେ ଗରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏବେ ସେ ଇସ୍ରୋର ବରିଷ୍ଠ…

କୋଭିଡ୍‌ ମୁକ୍ତ ଗାଁ ପ୍ରତିଯୋଗିତା, ବିଜେତାଙ୍କୁ ୫୦ ଲକ୍ଷ

ପୁଣେ,୧୨।୧: କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ପୂରା ଦେଶରେ ହୁ ହୁ ହୋଇ ବୃଦ୍ଧ ପାଉଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ଏକ ଅଭିନବ ପ୍ରୟାସ କରିଛି ମହାରାଷ୍ଟ୍ରର ପୁଣେ ଜିଲା ପ୍ରଶାସନ। ଜିଲାରେ ‘କୋଭିଡ୍‌ ମୁକ୍ତ ଗାଁ’ ପ୍ରତିଯୋଗିତା ଘୋଷଣା କରାଯାଇଛି।…

ମହିଳାଙ୍କୁ ଅସଦାଚରଣ ପାଇଁ ଉଲଗ୍ନ କରି ଚଲାଇଲେ

ହାସନ (କର୍ନାଟକ),୧୨।୧: ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବା ସହ ଉଲଗ୍ନ କରି ଚଲାଇଛନ୍ତି ସ୍ଥାନୀୟ ଲୋକେ। ଏଭଳି ଘଟଣା ଘଟିଛି କର୍ନାଟକର ହାସାନ ଜିଲା ମହାରାଜା ପାର୍କରେ। ପୋଲିସ ଅନୁଯାୟୀ, ନିର୍ଯାତନାର ସମ୍ମୁଖୀନ ହୋଇଥିବା…

ଇସ୍ରୋକୁ ମିଳିଲା ନୂଆ ମୁଖ୍ୟ

ନୂଆଦିଲ୍ଲୀ,୧୨।୧: ଭାରତୀୟ ଏରୋସ୍ପେସ୍‌ ଇଞ୍ଜିନିୟର ଓ ରକେଟ ସାଇଣ୍ଟିଷ୍ଟ ଡ. ଏସ୍‌ ସୋମନାଥଙ୍କୁ ଭାରତୀୟ ମହାକାଶ ରିସର୍ଚ୍ଚ ସଂଗଠନ (ଇସ୍ରୋ)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ୩ ବର୍ଷ ପାଇଁ ସେ ଏହି ପଦବୀରେ ରହିବେ। ସେ କେ.…

ବିଚ୍ଛେଦର ୭୪ ବର୍ଷ ପରେ ଏକାଠି ହେଲେ ଦୁଇ ଭାଇ

ନୂଆଦିଲ୍ଲୀ,୧୨।୧: ୧୯୪୭ରେ ଭାରତ-ପାକିସ୍ତାନ ବିଭାଜନ ବେଳେ ପରସ୍ପରଠୁ ବିଚ୍ଛେଦ ହୋଇଯାଇଥିଲେ ଦୁଇ ଭାଇ। ବିଚ୍ଛେଦ ହେବାର ୭୪ ବର୍ଷ ପରେ ଦୁଇ ଭାଇ ପରସ୍ପରକୁ ଭେଟିଛନ୍ତି ପଞ୍ଜାବର କରତାରପୁର ଗୁରୁଦ୍ୱାରା ଦରବାର ଶାହିବରେ। ସୂଚନାନୁସାରେ, ୧୯୪୭ରେ ଦେଶର ବିଭାଜନ ବେଳେ ମହମ୍ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?