ଜାତୀୟ

କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ...

୫ ଏମ୍‌ପିଙ୍କୁ ଦଳରୁ ବିଦା କଲେ ଚିରାଗ

ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍‌ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଏଲ୍‌ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ...

‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ

ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ। ଗାଜିଆବାଦର ଲୋନି ଅଞ୍ଚଳରେ...

‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’

ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ଏଥିନେଇ ଭାଜପା ପ୍ରତିବଦ୍ଧ। ମଙ୍ଗଳବାର ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର...

ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା

ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି ଦେଇଥିଲେ। ପରିବାର ସହ ଘର ଛାଡ଼ି ଚାଲିଯାଅ ନହେଲେ ପରିମାଣ ଭୟାବହ ହେବ...

ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ

ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର ଜଣେ ବନ୍ଧୁ ଆଶିକ ସାଜିଦ ହୁସେନଙ୍କୁ ନାର୍କୋଟିକ ଡ୍ରଗ୍ସ ଓ ସାଇକୋଟ୍ରୋପିକ୍‌ ମାମଲାରେ...

କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍‌ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..

ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି ଗାଡ଼ିର ଅବସ୍ଥାକୁ ଦେଖି ତାହା ଅନୁମାନ କରାଯାଇଥାଏ। ଏବେ ସେଭଳି ଏକ ଦୁର୍ଘଟଣାର...

ଟିକା ଯୋଗୁ ଦେଶରେ ଗଲା ପ୍ରଥମ ଜୀବନ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଜାନୁଆରୀ ୧୬ରୁ ଭାରତରେ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ପ୍ରାୟ ୨୬କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇସାରିଛି। ଇତିମଧ୍ୟରେ ଟିକା ଯୋଗୁ ପ୍ରଥମ ମୃତ୍ୟୁ ହୋଇଥିବା...

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ ତାଙ୍କ ସମର୍ଥକମାନେ ପାଟନା ସ୍ଥିତ ଏଲ୍‌ଜେପି କାର୍ଯ୍ୟାଳୟରେ ହଙ୍ଗାମା କରିଥିବା ଜଣାପଡ଼ିଛି। ଅନ୍ୟପଟେ...

ଏଲ୍‌ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ

ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୁରଜଭାନ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ...

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ ହୋଇଯାଇଛନ୍ତି। ଏଭଳି ସ୍ଥିତିରେ ଏବେ ବିରୋଧୀ ଦଳ ଚିରାଗଙ୍କୁ ଅଫର ଦେବାକୁ ଆରମ୍ଭ...

ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍‌ଏସ୍‌କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍‌…

ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍‌ ପକ୍ଷରୁ ରିପୋର୍ଟ କେନ୍ଦ୍ର ସରକାରଙ୍କ ସହିତ ଆର୍‌ଏସ୍‌ଏସ୍‌କୁ ପଠାଯାଇଛି। ଏହା ବିରୋଧୀ ଦଳଙ୍କ ଷଡ଼ଯନ୍ତ୍ର ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri