ମିସ୍ ୟୁନିଭର୍ସ ଟାଇଟେଲ୍ ଜିତି ଇତିହାସ ରଚିଥିବା ହରନାଜ୍ ସାନ୍ଧୁଙ୍କ ବିଷୟରେ ଜାଣନ୍ତୁ
ଜେରୁଜେଲମ୍,୧୩।୧୨: ଅଭିନେତ୍ରୀ-ମଡେଲ ହର୍ନାଜ୍ ସାନ୍ଧୁ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ସେ ମିସ ୟୁନିଭର୍ସ ୨୦୨୧ ଟାଇଟେଲ୍ ଜିତିଛନ୍ତି। ୨୧ ବର୍ଷ ପରେ ସେ ଭାରତ ପାଇଟାଇଟଲ ଜିତିଛି – ୮୦ ଟି ଦେଶରୁ ପ୍ରତିଯୋଗୀଙ୍କୁ ପରାସ୍ତ କରିଛି। ସାନ୍ଧୁଙ୍କ ପୂର୍ବରୁ…
‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍…
ଇଲାଟ୍, ୧୩।୧୨: ଲାରା ଦତ୍ତା ମିସ୍ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି। ଭାରତର ହରନାଜ କୌର ସାନ୍ଧୁଙ୍କୁ ମିସ୍ ୟୁନିଭର୍ସ ଭାବେ ଚୟନ କରାଯାଇଛି। ତାଙ୍କୁ ମିସ୍…
ସୁସ୍ଥତା ହାର ୯୮.୩୭ ପ୍ରତିଶତ…
ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…
ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ ଆକ୍ରମଣ ହୋଇଥିଲା। ଜୈଶ୍-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣ ରେ…
ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ
ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍ ୟୁନିଭର୍ସରେ ହାରନାଜ…
‘ପାକ୍ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’
ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର କହିଛନ୍ତି। ସ୍ବାଧୀନତା ସମୟରେ ଧର୍ମ…
ରାତିରେ ଦେଖାଯାଉଛି ଓମିକ୍ରନ୍ର ଏମିତି କିଛି ଲକ୍ଷଣ
ନୂଆଦିଲ୍ଲୀ,୧୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି । ହେଲେ ଏହାର ନିର୍ଦ୍ଦିଷ୍ଟ ଲକ୍ଷଣ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନାହିଁ । ଡେଲ୍ଟା ଭାରିଏଣ୍ଟ ସଂକ୍ରମଣରେ…
କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ମୋଦି, କ’ଣ ରହିଛି ଏହାର ବିଶେଷତ୍ୱ
ନୂଆଦିଲ୍ଲୀ,୧୩ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ବାରାଣସୀ ଗସ୍ତରେ ଯାଇ ସାମବାର କାଶୀ ବିଶ୍ୱନାଥ ମନ୍ଦିରର ଶିଳାନ୍ୟାସ କରିବେ । ୧୩ ତାରିଖ ଅର୍ଥାତ୍ ସୋମବାର ଦିନ ପ୍ରାୟ ୧ଟା ବେଳେ ସେ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବେ…
ନିର୍ବାଚନ ପୂର୍ବରୁ ୟୁପିରେ ଭାଜପାକୁ ବଡ଼ ଝଟ୍କା
ଲକ୍ଷ୍ନୌ,୧୩।୧୨: ୨୦୨୨ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ବହୁଜନ ସମାଜ ପାର୍ଟି (ବିଏସ୍ପି) ଅଧ୍ୟକ୍ଷା ମାୟାବତୀଙ୍କୁ ବଡ଼ ଝଟ୍କା ଲାଗିଛି। ଉଭୟ ଦଳର ଜଣେ ଲେଖାଏ ବିଧାୟକ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି…
ଚଣ୍ଡିଗଡ଼ ପରେ କେରଳ ଛୁଇଁଲା ଓମିକ୍ରନ୍, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୮
ନୂଆଦିଲ୍ଲୀ,୧୩ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓିମକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଦେଶରେ ୩୮ ଜଣ ଓମିକ୍ରନ୍ ସଂକ୍୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏହାରି ଭିତରେ ଓମିକ୍ରନ୍ ଅଧିକ…
ହେଲିକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ଫୋନକୁ ନେଇଗଲେ
କୁନୁର(ତାମିଲନାଡୁ),୧୩ା୧୨: ଗତ ୮ ତାରିଖରେ ଘଟିଥିବା ବାୟୁ ସେନା ହେଲକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ବ୍ୟକ୍ତିଙ୍କ ଫୋନକୁ ଫରେନ୍ସିକ ଯାଞ୍ଚ ପାଇଁ ପଠାଯାଇଛି। ଉଲ୍ଲେଖଯୋଗ୍ୟ, ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତଙ୍କ ସମେତ ୧୨…
ଗଣତନ୍ତ୍ର ଦିବସରେ ଏକାଥରେ ଆସିପାରନ୍ତି ୫ ଦେଶର ମୁଖ୍ୟ
ନୂଆଦିଲ୍ଲୀ,୧୨ା୧୨: ଆସନ୍ତା ବର୍ଷ ଜାନୁୟାରୀ ୨୬ ତାରିଖ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଏକାଥରେ କେନ୍ଦ୍ର ଏସିଆର ୫ ରାଷ୍ଟ୍ର ମୁଖ୍ୟ ଯୋଗ ଦେଇପାରନ୍ତି। କେନ୍ଦ୍ର ଏସିଆ ଦେଶମାନଙ୍କ ସହ ଯୋଗାଯୋଗ, ବ୍ୟାପାର ଓ ସୁରକ୍ଷା ସମ୍ପର୍କ ମଜଭୁତ କରିବା…
Archives


