ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…
ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ ତାଙ୍କ ସମର୍ଥକମାନେ ପାଟନା ସ୍ଥିତ ଏଲ୍ଜେପି କାର୍ଯ୍ୟାଳୟରେ ହଙ୍ଗାମା କରିଥିବା ଜଣାପଡ଼ିଛି। ଅନ୍ୟପଟେ...
ଏଲ୍ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟିଲେ ଚିରାଗ
ନୂଆଦିଲ୍ଲୀ,୧୫।୬: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଦଳ କନ୍ଦଳ ବଢ଼ିବାରେ ଲାଗିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ସୁରଜଭାନଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୁରଜଭାନ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ...
ଏଲ୍ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର
ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ ହୋଇଯାଇଛନ୍ତି। ଏଭଳି ସ୍ଥିତିରେ ଏବେ ବିରୋଧୀ ଦଳ ଚିରାଗଙ୍କୁ ଅଫର ଦେବାକୁ ଆରମ୍ଭ...
ସାଢ଼େ ୧୮ କୋଟିରେ କାହିଁକି କିଣାଗଲା ରାମମନ୍ଦିର ଜମି: କେନ୍ଦ୍ର-ଆରଏସ୍ଏସ୍କୁ ରିପୋର୍ଟ ପଠାଇଲା ଟ୍ରଷ୍ଟ୍…
ଅଯୋଧ୍ୟା,୧୫।୬: ରାମମନ୍ଦିର ପାଇଁ ଜମି କାହିଁକି ସାଢ଼େ ୧୮ କୋଟି ଟଙ୍କାରେ କିଣାଗଲା ସେ ନେଇ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍ ପକ୍ଷରୁ ରିପୋର୍ଟ କେନ୍ଦ୍ର ସରକାରଙ୍କ ସହିତ ଆର୍ଏସ୍ଏସ୍କୁ ପଠାଯାଇଛି। ଏହା ବିରୋଧୀ ଦଳଙ୍କ ଷଡ଼ଯନ୍ତ୍ର ବୋଲି...
ବିଏସ୍ପିର ୯ ବିଦ୍ରୋହୀ ବିଧାୟକ ଏସ୍ପିରେ ହୋଇପାରନ୍ତି ସାମିଲ
ଲକ୍ଷ୍ନୌ,୧୫।୬: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ବିଭିନ୍ନ ରାଜନୈତିକ ଦଳ ପରସ୍ପର ଉପରେ କାଦୁଅ ଫିଙ୍ଗାଫିଙ୍ଗି ସହ ଦଳ ପରିବର୍ତ୍ତନ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ...
ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…
ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ ଦଙ୍ଗାର ୩ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ମଞ୍ଜୁର କରିଛନ୍ତି। ପିଞ୍ଜରା ତୋଡ୍ର...
ଭାରତ ପାଖରେ କମ୍ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…
ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି।...
କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ
ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...
ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ
ଆଇଜୋଲ୍,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ ପ୍ରିୟଜନମାନେ ତାଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି। କାରଣ ସେମାନେ ଦାବି କରିଛନ୍ତି ଜିଓନା...
ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅଧିକ ତାଣ୍ଡବ ରଚିବା ଆଶଙ୍କା…
ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ...
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ...
Archives


