ଜାତୀୟ

ଦୁଇ ଘଣ୍ଟାରେ ହେବ ଓମିକ୍ରନ୍ ଟେଷ୍ଟ

ନୂଆଦିଲ୍ଲୀ,୧୨ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍‌ର ଟେଷ୍ଟ ଏବେ ସହଜ ହୋଇଯିବ । ଇଣ୍ଡିଆନ୍ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ଦିବ୍ରୁଗଡରେ ଏହାର ଏକ ଟେଷ୍ଟ କିଟ୍ ପ୍ରସ୍ତୁତ କରିଛି, ଯେଉଁଥିରେ ଓମିକ୍ରନ୍ ସମ୍ପର୍କରେ ମାତ୍ର ଦୁଇ ଘଣ୍ଟାରେ…

ଓମିକ୍ରନକୁ ହରାଇଲା ଦେଢ ବର୍ଷର ଶିଶୁ କନ୍ୟା

ପୁଣେ,୧୨ ।୧୨: ମହାରାଷ୍ଟ୍ର ପୁଣେ ଜିଲାର ପିମ୍ପରି-ଚିଂଚୱଡ ଅଞ୍ଚଳରେ ନିକଟରେ କରୋନା ଭାଇରସର ଓମିକ୍ରନ୍ ଦ୍ୱାରା ସଂକ୍ରମିତ ଦେଢ ବର୍ଷର ଶିଶୁ କନ୍ୟା ଏବେ ସୁସ୍ଥ ହୋଇଥିବା ସୂଚନା ମିଳିଛି । ଏବେ ଶିଶୁଟିକୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ

ନୂଆଦିଲ୍ଲୀ,୧୨ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ସାମାଜିକ ସମସ୍ୟାକୁ ନେଇ ନିଜ ମତ ରଖିଥିବା ଦେଖାଯାଏ । ଏବେ ମୋଦିଙ୍କ ଆକାଉଣ୍ଟ ଉପରେ ନଜର ପଡିଛି ହ୍ୟାକର୍ସଙ୍କର । ଶନିବାର…

ମିଛ କହୁଥିବା ଶାହା କ୍ଷମା ମାଗନ୍ତୁ

କୋହିମା, ୧୧।୧୨: ନାଗାଲାଣ୍ଡର ମୋନ୍‌ ଜିଲାରେ ସେନା ଗୁଳିରେ ୧୪ ଜଣଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଶନିବାର ଏକ ବିଶାଳ ରାଲି କରାଯାଇଛି। ଗୁଳିକାଣ୍ଡ ସମ୍ପର୍କରେ ପାର୍ଲାମେଣ୍ଟରେ ଭୁଲ୍‌ ତଥ୍ୟ ଦେଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଏଥିପାଇଁ କ୍ଷମା ମାଗିବାକୁ ସେମାନେ…

ଗଙ୍ଗାରେ ସିଡିଏସ୍‌ଙ୍କ ଅସ୍ଥି ବିସର୍ଜନ

ନୂଆଦିଲ୍ଲୀ, ୧୧ା୧୨: ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦେଶର ପ୍ରଥମ ସିଡିଏସ୍‌ ଜେନେରାଲ ବିପିନ ରାଓ୍ବତ୍‌ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ଶେଷକୃତ୍ୟ ପରେ ଶନିବାର ହରିଦ୍ୱାରଠାରେ ଗଙ୍ଗାନଦୀରେ ଅସ୍ଥି ବିସର୍ଜନ କରାଯାଇଛି। ଝିଅ କ୍ରିତିକା ଏବଂ ତାରିଣୀ ସକାଳେ ଦିଲ୍ଲୀ…

ମିଳିଲା ମାରାଡୋନାଙ୍କ ୨୦ ଲକ୍ଷ ଟଙ୍କାର ଚୋରି ଘଣ୍ଟା

ଦିଶପୁର,୧୧ା୧୨: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲର ଡିଏଗୋ ମାରାଡୋନାଙ୍କର ଚୋରି ଘଣ୍ଟା ଆସାମରୁ ମିଳିଛି। ଆସାମ ପୋଲିସ ଦୁବାଇ ପୋଲିସ ସହ ମିଶି ଏହି ଗୁରୁତ୍ୱପୂର୍ଣ୍ଣ ମାମଲାର ସମାଧାନ କରିଛି। ତେବେ ଘଣ୍ଟା ଚୋରି କରିଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ଆସାମ ମୁଖ୍ୟମନ୍ତ୍ରୀ…

୬ ମାସ ତଳେ ମୃତ୍ୟୁ ଘଟିଥିବା କଂଗ୍ରେସ ନେତାଙ୍କୁ କରୋନାର ଦ୍ୱିତୀୟ ଡୋଜ୍‌…

ଭୋପାଳ,୧୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଏଥିରେ ବହୁ ଅନିମୟିତତା ପରିଲକ୍ଷିତ ହେଉଛି। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ ଜିଲାରେ ୬ ମାସତଳେ ମୃତ୍ୟୁ ଘଟିଥିବା ଜଣେ ବ୍ୟକ୍ତିଙ୍କୁ ଟିକାର ଦ୍ୱିତୀୟ…

ବ୍ରିଗେଡିୟର ଲିଡ୍ଡରଙ୍କ ମୃତ୍ୟୁ ପରେ ବଢିଗଲା ଝିଅ ଆଶନାଙ୍କ ଦ୍ୱାରା ଲିଖିତ ପୁସ୍ତକର ଚାହିଦା

ନୂଆଦିଲ୍ଲୀ,୧୧ ।୧୨: ‘ସୋଲ୍ଡ ଆଉଟ୍‌’ ଏବେ ଏହା ଲେଖାଯାଇଛି ଏକ ବହି ଦୋକାନ ସାମ୍ନାରେ । ଯେଉଁଠାରେ ବିକ୍ରି କରାଯାଉଥିଲା ବ୍ରିଗେଡିୟର ଏଲ୍‌ଏସ୍ ଲିଡ୍ଡରଙ୍କ ଝିଅ ଆଶନା ଲିଡ୍ଡରଙ୍କ ଦ୍ୱାରା ରଚିତ ପୁସ୍ତକ । ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରଠାରେ ବାୟୁସେନାର…

ପୁଣି ଲକ୍‌ଡାଉନ୍‌ ମୁହାଁ ଦେଶ, ୧୦ ରାଜ୍ୟର ୨୭ ଜିଲାରେ କରୋନା ବେକାବୁ…

ନୂଆଦିଲ୍ଲୀ,୧୧।୧୨: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ପୁଣି ଆତଙ୍କ ସୃଷ୍ଟି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ୧୦ ରାଜ୍ୟର ୨୭ ଜିଲାରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଫଳରେ ପୁଣି ଦେଶ ଲକ୍‌ଡାଉନ୍‌ ମୁହାଁ…

ଚିନ୍ତାଧାରା ସଚ୍ଚୋଟ ହେଲେ କାର୍ଯ୍ୟରେ ସ୍ବଚ୍ଛତା ବଜାୟ ରହିବ…

ନୂଆଦିଲ୍ଲୀ,୧୧।୧୨: ଭାଜପା ସରକାର କେବଳ ଶିଳାନ୍ୟାସ କରେ ନାହିଁ। ପ୍ରତିଟି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତରପ୍ରଦେଶର ବଳରାମପୁରରେ ସରଯୁ କେନାଲ ପ୍ରକଳ୍ପର ଲୋକାର୍ପଣ କରି ଏଭଳି କହିଛନ୍ତି। ୯୮୦୦ କୋଟି…

ଟୁଇଟ୍‌ ଅବା କ୍ୟାଣ୍ଡେଲ ରାଲି କରି ଭାଜପାକୁ ପରାଜିତ କରି ହେବନି, ରାହୁଲଙ୍କୁ ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ପୁଣି ଥରେ କଂଗ୍ରେସ ଦଳକୁ ଟାର୍ଗେଟ୍‌ କରିଛନ୍ତି। କଂଗ୍ରେସରେ ଗଣତନ୍ତ୍ର ନାହିଁ ବୋଲି ସେ କହିଛନ୍ତି। ଯଦି ଦଳକୁ ବଞ୍ଚାଇବାକୁ ପଡିବ, ତେବେ ଗଣତାନ୍ତ୍ରିକ ଉପାୟରେ ଗାନ୍ଧୀ ପରିବାର ବାହାରେ ଜଣେ ନେତାଙ୍କୁ ଅଧ୍ୟକ୍ଷ…

ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ, ଜିମ୍ବାଓ୍ବେରୁ ଫେରିଥିଲେ…

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀରେ ଆଉ ଜଣେ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ଜିମ୍ବାଓ୍ବେରୁ ଫେରଛନ୍ତି। ଏହା ଦ୍ୱାରା ଦେଶର ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର ଦକ୍ଷିଣ ଆଫ୍ରିକା ଟ୍ରାଭେଲ ହିଷ୍ଟ୍ରି ମଧ୍ୟ ରହିଛି। ସେ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri