ଜାତୀୟ

ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ

ଅଜୈଓ୍ବାଲ୍‌,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ ଏବଂ ୮୯ ସନ୍ତାନ ଅଛନ୍ତି। ଏତେ ବଡ ପରିବାର ଯୋଗୁ ସେ ମିଜୋରାମରେ...

କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ

ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ...

ସୋସିଆଲିଜିମ ହାତ ଧରିଲେ ମମତା ବାନାର୍ଜୀ

ଚେନ୍ନାଇ,୧୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ବାମ ପନ୍ଥୀ ରାଜନୀତିରେ ଚିରପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି। କିନ୍ତୁ ମମତାଙ୍କ ନାମଧାରୀ କନ୍ୟା ତାମିଲନାଡୁ ସାଲେମଠାରେ ସୋସିଆଲିଜିମ ନାମକ ଯୁବକଙ୍କୁ ବିବାହ କରିଛନ୍ତି। ଇଂରାଜୀ ସାହିତ୍ୟରେ ବ୍ୟାଚଲର ଡିଗ୍ରୀ ହାସଲ କରିଥିବା ପି....

କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ

ଡେରାଡୁନ୍‌,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସର ଜଣେ ଶକ୍ତିଶାଳୀ ନେତାଙ୍କ ମୃତ୍ୟୁ ଦଳ ପାଇଁ ଏକ ବଡ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା ନ କରିବାରୁ ତାଙ୍କୁ ଏଭଳି ଦଣ୍ଡ ଦିଆଯାଇଥିବା ବିଧାୟକ କହିଛନ୍ତି। ଘଟଣା ଭିଡିଓ...

ଶେଷରେ ଭୁଲ୍‌ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ ଗତ ବର୍ଷ ଘଟିଥିବା ବିବାଦକୁ ସ୍ପଷ୍ଟ କରୁଥିବା ଦେଖାଯାଇଛି। ଏହି ଭିଡିଓରେ ବ୍ଲଗର୍‌...

ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

ଜବଲପୁର,୧୩।୬: ମଧ୍ୟପ୍ରଦେଶର ଜବଲପୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା ଏକ ହୃଦୟଥରା କାଣ୍ଡ କରିଛନ୍ତି। ନିଜ ଭଉଣୀଙ୍କ ସହ ମିଶି ପ୍ରେମିକଙ୍କୁ ହତ୍ୟା କରିଛନ୍ତି। ପ୍ରେମିକଙ୍କ ବିବାହର ଚାରି ଦିନ...

କେକ୍‌-ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି: ଏନ୍‌ସିବିର ତନାଘନା…

ମୁମ୍ବାଇ,୧୩।୬: ଡ୍ରଗ୍ସ୍‌ ଚୋରା କାରବାରର ପର୍ଦ୍ଦାଫାଶ୍‌ ମୁମ୍ବାଇରେ ହୋଇଛି। ଏନ୍‌ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍‌ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍‌ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍‌ଠାରେ ଥିବା ଏକ ବେକରିରେ ଚଢ଼ାଉ...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ ଇକୋନମିଷ୍ଟ୍‌ରେ ଏକ ଆର୍ଟିକିଲ୍‌ ପ୍ରକାଶ ପାଇଥିଲା। ତେବେ ଏହାକୁ କେନ୍ଦ୍ର ସରକାରଙ୍କ...

କରୋନା ଯୋଗୁ ଚାକିରୀ ହରାଇ ନାଳ ସଫା କରୁଛନ୍ତି ଆଇଟି ଇଞ୍ଜିନିୟର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମମ୍ବ୍ରା,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ଚାକିରୀ ହରାଇ ବହୁ ଆଇଟି ଇଞ୍ଜିନିୟର ଏବଂ ସାଧାରଣ ଗ୍ରାଜୁଏଟ୍‌ଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେମାନେ ବାଧ୍ୟ ହୋଇ ଏବେ ବର୍ଷା ଦିନେ ନାଳ ସଫା...

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ ସିନ୍ଧିଆଙ୍କୁ ହଟା ଯାଇଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଘଟିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri