ଜାତୀୟ

ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ ରାଜଧାନୀରେ ପାଣିର ଅଭାବ ଯୋଗୁ ଲୋକେ କରୋନା ମାର୍ଗଦର୍ଶିକାକୁ ଭୁଲିଯାଇ ପାଣି ପାଇଁ...

କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍‌ଡୋଜର…

ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍‌ ମିଡ଼ିଆରେ ଭାଇରାଲ...

ମୋଦିଙ୍କ କ୍ୟାବିନେଟ୍‌ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି। କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେବାର ୧୫ ମାସ ପରେ ସିନ୍ଧିଆଙ୍କୁ ମୋଦିଙ୍କ...

ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…

ବିକାନେର୍‌,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍‌ ସହରରେ ଘର ଘର ବୁଲି ଟିକାଦାନ...

ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ...

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ...

ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ ଦେଶର ଯୁଦ୍ଧ ଇତିହାସ ସମ୍ପର୍କରେ ଜନସାଧାରଣ ଠିକ୍‌ ତଥ୍ୟ ପାଇବା ସହ ଶୈକ୍ଷିକ...

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ ନାହାନ୍ତି। ପାଟନା ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ସମୀକ୍ଷା ହେବାରୁ ବିହାରର ନୀତୀଶ କୁମାରଙ୍କ...

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ ପୁଲିଜର ପୁରସ୍କାର ମିଳିଛି। ବଜ୍‌ଫିଡ୍‌ ନ୍ୟୁଜ୍‌ରେ କାମ କରୁଥିବା ରାଜଗୋପାଲନ୍‌ଙ୍କ ସମେତ ଅନ୍ୟ...

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଟିକସ ମୁକ୍ତ

ନୂଆଦିଲ୍ଲୀ, ୧୨।୬: ବ୍ଲାକ୍‌ ଫଙ୍ଗସ୍‌ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍‌ଟି କାଉନସିଲ ବୈଠକ ପରେ ରେମ୍‌ଡେସିଭିର ଭଳି କୋଭିଡ୍‌-୧୯ ଔଷଧ ଏବଂ ମେଡିକାଲ ଅକ୍ସିଜେନ୍‌, କନ୍‌ସେଣ୍ଟ୍ରେଟର ଆଦି ହସ୍ପିଟାଲ ସରଞ୍ଜାମ ଉପରେ ସେବା ଓ ଦ୍ରବ୍ୟ...

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri