ଜାତୀୟ

ପ୍ରିୟଙ୍କାଙ୍କ ଗସ୍ତ ଦିନ ଗୋଆ କଂଗ୍ରେସକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୧୦।୧୨: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୋଆ ଗସ୍ତରେ ଯାଇଥିବା ବେଳେ ବହୁସଂଖ୍ୟାରେ ନେତା ଇସ୍ତଫା ଦେବା ଦଳକୁ ଶକ୍ତ ଧକ୍କା ଦେଇଛି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଗୁଡ଼ିକ ସହ ହେବାକୁ ଥିବା ମେଣ୍ଟକୁନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।…

କ୍ଷମା ମାଗିଲେ ନଓ୍ବାବ

ମୁମ୍ବାଇ, ୧୦ା୧୨: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଆଞ୍ଚଳିକ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖଡେଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବାରୁ ଏନ୍‌ସିବି ନେତା ତଥା ମହାରାଷ୍ଟ୍ର ମନ୍ତ୍ରୀ ନଓ୍ବାବ ମଲ୍ଲିକ ମୁମ୍ବାଇ ହାଇକୋର୍ଟରେ ନିଃସର୍ତ୍ତ କ୍ଷମା ମାଗିଛନ୍ତି। ଆଗକୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷରେ ଏପରି…

ନିୟମରେ ପରିବର୍ତ୍ତନ ଲାଗି ଅନୁରୋଧ କଲେ ଆର୍ଯ୍ୟନ

ମୁମ୍ବାଇ,୧୦।୧୨: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ଏବେ ଡ୍ରାଗ୍ସ ଅନ୍‌ କ୍ରୁଜ ମାମଲାରେ ଜାମିନରେ ବାହାରେ ଅଛନ୍ତି। କିନ୍ତୁ ଜାମିନର ସର୍ତ୍ତ ମୁତାବକ, ତାଙ୍କୁ ପ୍ରତି ଶୁକ୍ରବାର ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ଦକ୍ଷିଣ ମୁମ୍ବାଇ କାର୍ଯ୍ୟାଳୟରେ ହାଜର…

ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୩ ବର୍ଷର ଶିଶୁ

ନୂଆଦିଲ୍ଲୀ,୧୦।୧୨: ମହାରାଷ୍ଟ୍ରରେ ୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ଭାରତରେ କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି। ଶୁକ୍ରବାର ଚିହ୍ନଟ ହୋଇଥିବା ୭ ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ମୁମ୍ବାଇର। ସେମାନଙ୍କ…

ପୋଲିସ ଉପରେ ଖୋଲା ଗୁଳି ଚଳାଇଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୧୦।୧୨: ଜମ୍ମୁ-କଶ୍ମୀରର ବାନ୍ଦିପୋରା ଜିଲାରେ ଶୁକ୍ରବାର ପୋଲିସ କର୍ମୀଙ୍କ ଉପରେ ଖୋଲା ଗୁଳି ଚଳାଇଛନ୍ତି ଆତଙ୍କବାଦୀ। ଏଥିରେ ଦୁଇ ପୋଲିସ କର୍ମୀ ଶହୀଦ ହୋଇଥିବା ଜଣାପଡ଼ିଛି। ବାନ୍ଦିପୋରାର ଗୁଲଶାନ ଛକଠାରେ ଏହି ଘଟଣା ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଘଟଣା ପରେ…

ଗୁଜରାଟରେ ଆଉ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଗାନ୍ଧିନଗର,୧୦ ।୧୨: ଗୁଜରାଟରେ ଆଉ ୨ ଓମିକଅନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନେ ଜାମନଗରର ପୂର୍ବ ସଂକ୍ରମିତଙ୍କ ସମ୍ପର୍କରେ ଆସିଥିବା ବେଳେ ସେମାନଙ୍କର ଏବେ ଟେ୍େ‌ଯ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଗୁଜରାଟରେ ଏବେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା…

ବିଦାୟ ଜେନେରାଲ…

ନୂଆଦିଲ୍ଲୀ,୧୦ ।୧୨: ପଞ୍ଚଭୂତରେ ବିଲିନ ହୋଇଛି ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର । ରାଜଧାନୀ ଦିଲ୍ଲୀର ବରାର ସ୍କୋୟାରରେ ରାଜକୀୟ ଢଙ୍ଗରେ ୧୭ ତୋପ…

ଅଧା ରହିଗଲା ବିପିନ ରାଓ୍ବତଙ୍କ ସ୍ବପ୍ନ, ପୂରଣ କରିବେ ଦାଦା

ଡେରାଡୁନ,୧୦ା୧୨: ସିଡିଏସ୍‌ ବିପିନ ରାଓ୍ବତ ତାଙ୍କ ଜନ୍ମସ୍ଥାନ ଅର୍ଥାତ୍‌ ଗାଁରେ ଏକ ଘର ତିଆରି କରିବା ପାଇଁ ସ୍ବପ୍ନ ଦେଖିଥିଲେ। ଖାଲି ଏହା ବିପିନଙ୍କ ସ୍ବପ୍ନ ନୁହେଁ, ବରଂ ତାଙ୍କ ପିତା ଲେଫ୍ଟ ଜେନେରାଲ ଲକ୍ଷ୍ମଣ ସିଂ ରାଓ୍ବତଙ୍କ ମଧ୍ୟ ଏହି…

ମୃତ୍ୟୁବି ଏମାନଙ୍କୁ କରିପାରିଲାନି ଅଲଗା

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଆଉ କିଛି ସମୟ ପରେ ପଞ୍ଚଭୂତରେ ବିଲିନ ହେବାକୁ ଯାଉଛି । ବାୟୁସେନାର ଏକ ହେଲିକପ୍ଟର…

ବିପିନ ରାଓ୍ବତଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି, ସମସ୍ତଙ୍କ ହୃଦୟ ଜିତିଲା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ.୧୦।୧୨: ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାୱତଙ୍କୁ ପୂରା ଦେଶ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। କେବଳ ଭାରତରେ ନୁହେଁ, ଅନେକ ଦେଶରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ଡିସେମ୍ବର ୮ରେ ତାମିଲନାଡୁର କୁନୁରରେ ଘଟିଥିବା ହେଲିକପ୍ଟର ଦୁର୍ଘଟଣାରେ ସିଡିଏସ ରାୱତ, ତାଙ୍କ…

ବିପିନ ରାଓ୍ବତଙ୍କୁ ଦିଆଯିବ ୧୭ ତୋପ ସଲାମି

ନୂଆଦିଲ୍ଲୀ.୧୦।୧୨: ତାମିଲନାଡୁର କୁନୁର ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦେଶର ପ୍ରଥମ ସିଡିଏସ୍‌ ବିପିନ ରାୱତଙ୍କୁ ଆଜି ଅନ୍ତିମ ସଂସ୍କାର କରାଯିବ। ରାୱତଙ୍କୁ ୧୭ ତୋପ ସଲାମି ଦିଆଯିବ ଏବଂ ଶେଷ ରୀତିନୀତିରେ ୮୦୦ ସେନା କର୍ମଚାରୀ ଉପସ୍ଥିତ ରହିବେ।…

ଅନ୍ତିମ ଯାତ୍ରାରେ ଦେଶର ପ୍ରଥମ ସିଡିଏସ୍‌

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ମର ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି । ସନ୍ଧ୍ୟା ୫ଟାରେ ଦିଲ୍ଲୀର ବରାର ସ୍କୋୟାରରେ ପତ୍ନୀ ମଧୁଲିକାଙ୍କ ସହ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri