ଜାତୀୟ

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ ସହ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ପ୍ରାୟ ୪ବର୍ଷ ପରେ ମୁକୁଲ...

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି। ଭାଜପା ନେତା ଅମିତ ମାଲଭିଆଙ୍କ ପରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ...

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା।...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି ସେ ପୁଣି ଥରେ ଶ୍ରେଷ୍ଠ ଅଭିନେତା ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ‘ଦ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ଗତ ୫ ଦିନ ପୂର୍ବରୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ...

କଳା କାର୍ବନ ହିମାଳୟ ପାଇଁ ବଡ଼ ବିପଦ, ଜାଣନ୍ତୁ କାହିଁକି

ଉତ୍ତରାଖଣ୍ଡ,୧୧ା୬: ହିମାଳୟ ପ୍ରତି କଳା କାର୍ବନ ବଡ଼ ବିପଦ ସୃଷ୍ଟି କରିବ। କାରଣ କଳା କାର୍ବନ ଯୋଗୁ ଗ୍ଲେସିୟର ଦ୍ରୁତ ଗତିରେ ତରଳିବାର ଭୟ ରହିଛି। ୧.୧୭ ଲକ୍ଷ ବର୍ଗ କିଲୋମିଟର ବିଶିଷ୍ଟ କେନ୍ଦ୍ରୀୟ ହିମାଳୟ ଅଞ୍ଚଳରେ ଏହା ମାତ୍ର...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ ସହ ଦଳ ଛାଡି ତୃଣମୂଳ କଂଗ୍ରେସରେ ଯୋଗଦେବେ ବୋଲି କୁହାଯାଉଛି। ଉଭୟ ଆଜି...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ...

ଖୁସି ଖବର ଦେଲେ ଚହଲ: ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୧।୬: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ପରିବାର ସହ ସମୟ ବିତାଉଛନ୍ତି। ସେ ଗୁରୁବାର ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି। ଚହଲ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ତାଙ୍କ ପରିବାର...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ପ୍ରେମିକଙ୍କୁ ବିବାହ କରିଛନ୍ତି। ଏହି ଘଟଣା ଭୀରଖୁର୍ଦର ଉଧାଡିହ...

ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍‌ କଲ୍‌; ଆଉ ତା’ପରେ ସବୁ ବଦଳି ଗଲା

ମିରୁଟ୍‌,୧୧।୬: ଉତ୍ତରପ୍ରଦେଶର ମିରୁଟ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍‌ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri