ଜାତୀୟ

ପାକିସ୍ତାନ ପଛରେ ଭାରତ

ନୂଆଦିଲ୍ଲୀ, ୧୭ା୧୦: ଭାରତରେ କ୍ଷୁଧାହାର ପୂର୍ବାପେକ୍ଷା ଅଧିକ ଚିନ୍ତାଜନକ ରହିଛି। ଏପରି କି ପଡ଼ୋଶୀ ପାକିସ୍ତାନ, ନେପାଳ, ବାଂଲାଦେଶ ଅପେକ୍ଷା ଭାରତର ସ୍ଥିତି ଖରାପ ରହିଥିବା ବିଶ୍ୱ କ୍ଷୁଧା ସୂଚକାଙ୍କ-୨୦୨୧(ଜିଏଚ୍‌ଆଇ)ରୁ ଜଣାପଡ଼ିଛି। ୧୧୬ ଦେଶକୁ ନେଇ ପ୍ରସ୍ତୁତ ତାଲିକାରେ ଭାରତର ସ୍ଥାନ…

ବଳାତ୍କାର ମାମଲାରେ ଏସ୍‌ପି, ବିଏସ୍‌ପି ନେତା ଗିରଫ

ଲଳିତପୁର, ୧୬।୧୦: ଉତ୍ତରପ୍ରଦେଶରେ ନାବାଳିକା ବଳାତ୍କାର ମାମଲାରେ ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବହୁଜନ ସମାଜ ପାର୍ଟି (ବିଏସ୍‌ପି)ର ଜିଲା ସଭାପତିଙ୍କ ସମେତ ୭ ଜଣଙ୍କୁ ଗିରଫ କରାଯାଇଛି। ଗତ ୧୨ ତାରିଖରେ ସଦର କୋଟଓ୍ବାଲି ଥାନାରେ ୨୫ ଜଣଙ୍କ ବିରୋଧରେ…

କେରଳରେ ବନ୍ୟା: ଗଲାଣି ୫ ଜୀବନ, ଅନେକ ନିଖୋଜ

ଥିରୁଭାନନ୍ତପୁରମ୍‌, ୧୬।୧୦: ଆରବ ଏବଂ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ କେରଳରେ ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ଲାଗିରହିଛି। ଏନେଇ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। କୋଟାୟାମ ଜିଲାର କୂଟିକାଲ ପଞ୍ଚାୟତରେ ପ୍ରବଳ ବର୍ଷାରେ ଭୂସ୍ଖଳନ ଘଟି ୩ ଜଣଙ୍କ…

ଶ୍ରୀନଗରରେ ପୁଣି ଟାର୍ଗେଟ କିଲିଂ

ଶ୍ରୀନଗର,୧୬ ।୧୦: ଜମ୍ମୁ-କଶ୍ମୀରରେ ଲାଗାତାର ଭାବେ ଆତଙ୍କବାଦୀମାନେ ସାଧାରଣ ଲୋକଙ୍କୁ ଟାର୍ଗେଟ କରି ଚାଲିଛନ୍ତି । ଏହି କ୍ରମରେ ଶନିବାର ପୁରୁଣା ଶ୍ରୀନଗରର ଇର୍ଦଗାହ ଇଲାକାରେ ଆତଙ୍କବାଦୀମାନେ ଜଣେ ବ୍ୟକ୍ତିଙ୍କୁ ଗୁଳି କରିଛନ୍ତି । ମୃତକ ଜଣକ ହେଲେ ଅରବିନ୍ଦ କୁମାର…

ମାଗଣାରେ ବାଣ୍ଟିଲେ ପେଟ୍ରୋଲ; କାରଣ ଜାଣିଲେ…

ଭୋପାଳ,୧୬।୧୦: ଦେଶରେ ଦିନକୁ ଦିନ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି। ଏହି ସମୟରେ ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଖୁସିରେ ମାଗଣା ପେଟ୍ରୋଲ ବାଣ୍ଟିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ପେଟ୍ରୋଲ ପମ୍ପ ମାଲିକ ଦୀପକ ସୈନାନୀଙ୍କ ପରିବାରରେ ଏକ କନ୍ୟା…

ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି

ନୂଆଦିଲ୍ଲୀ,୧୬ ।୧୦: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ ଏହି ଦାବି କରାଯାଇଛି । ହେଲେ ଏହାକୁ ନେଇ ରାହୁଲ କହିଛନ୍ତି ସେ ଏହା…

ପାମ୍ପୋର ଏନକାଉଣ୍ଟର: ଲସ୍କରର ଟପ୍ କମାଣ୍ଡର ସମେତ ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ,୧୬ ।୧୦: ଜମ୍ମୁ-କଶ୍ମୀର ପୁଲୱାମାର ପାମ୍ପୋର ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଲସ୍କର-ଇ-ତୋଏବାର ଆତଙ୍କବାଦୀ ଉମର ମୁସ୍ତାକ…

ଡେଙ୍ଗୁରେ ଆକ୍ରାନ୍ତ ଅଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିବା ଏମ୍ସର ଅଧିକାରୀ ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ସ୍ବାସ୍ଥ୍ୟାବସ୍ଥା ସୁଧୁରିବାରେ ଲାଗିଛି। ୮୯ବର୍ଷୀୟ କଂଗ୍ରେସ ନେତା ବୁଧବାର ଏସ୍ସରେ ଭର୍ତ୍ତି ହୋଇଥିଲେ। ଜ୍ୱର ଓ ଦୁର୍ବଳତା ଅନୁଭବ…

ମୁଁ ହିଁ ଦଳର ସ୍ଥାୟୀ ଅଧ୍ୟକ୍ଷ: ଅସନ୍ତୁଷ୍ଟଙ୍କୁ ସୋନିଆଙ୍କ ଉତ୍ତର

ନୂଆଦିଲ୍ଲୀ,୧୬ ।୧୦: କଂଗ୍ରେସ ଦଳରେ ସ୍ଥାୟୀ ଅଧ୍ୟକ୍ଷ ପଦକୁ ନେଇ ଚାଲିଥିବା ଆଲୋଚନା ସମାଲୋଚନା ଉପରେ ଫୁଲଷ୍ଟପ ଲଗାଇଛନ୍ତି ବର୍ତ୍ତମାନର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଶବିବାର କଂଗ୍ରେସ ୱାର୍କିଂ କମିଟି(ସିଡବ୍ଲୁସି)ର ବୈଠକରେ ସୋନିଆ ସ୍ପଷ୍ଟ କରିଛନ୍ତି କି ସେ…

ବିଶ୍ୱ ଖାଦ୍ୟ ଦିବସ: ଦେଶରେ ପ୍ରତିବର୍ଷ ନଷ୍ଟ ହେଉଛି ୪୦ ପ୍ରତିଶତ ଖାଦ୍ୟ, ପ୍ରତିଦିନ ଭୋକରେ ଶୋଉଛନ୍ତି ୨୦ କୋଟି

ନୂଆଦିଲ୍ଲୀ,୧୬ ।୧୦: ଅକ୍ଟୋବର ୧୬ ହେଉଛି ବିଶ୍ୱ ଖାଦ୍ୟ ଦିବସ । ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସରେ ୧୧୬ ଦେଶ ତାଲିକାରେ ଭାରତ ୯୧ ସ୍ଥାନରୁ ୧୦୧ତମ ସ୍ଥାନକୁ ଖସି ଆସିଛି । ଜାତିସଂଘର ଖାଦ୍ୟ ଏବଂ କୃଷି ସଙ୍ଗଠନ(ଏଫ୍‌ଏଓ)ର ରିପୋର୍ଟ ଅନୁଯାୟୀ,…

ହଠାତ୍ ଅଜନାଲା ଗସ୍ତ କଲେ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୬ ।୧୦: ପଞ୍ଜାବର ଉପ ମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧୱା ଶୁକ୍ରବାର ରାତିରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଅମୃତସରର ଅଜନାଲା ଅଞ୍ଚଳ ଗସ୍ତ କରିଛନ୍ତି । ଏହି ଗସ୍ତ ପରେ ସେ କହିଛନ୍ତି ବିଏସ୍‌ଏଫ୍‌କୁ ସୀମାରେ ରଖିବା…

୧୮ ଦିନ ପରେ ସିଦ୍ଧୁ ଫେରାଇ ନେଲେ ଇସ୍ତଫା, କହିଲେ ସବୁ ଠିକ୍ ହୋଇଗଲା

ନୂଆଦିଲ୍ଲୀ,୧୬ ।୧୦: ପଞ୍ଜାବ କଂଗ୍ରେସରେ ଲାଗି ରହିଥିବା କଳହରେ କିଛିଟା ଶାନ୍ତି ପଡି ଯାଇଥିବା ଲକ୍ଷ୍ୟ କରାଯାଉଛି । ଦଳର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ୧୮ ଦିନ ପରେ ତାଙ୍କ ଇସ୍ତଫା ଫେରାଇ ନେଇଛନ୍ତି । ଶୁକ୍ରବାର ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri