ଜାତୀୟ

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଶୁଣିବାବେଳେ ଗଣମାଧ୍ୟମ ଆଗରେ ଝିଅମାନଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ...

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍‌) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ...

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର...

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌ ନଷ୍ଟ ହେବା ଏବଂ ଟିକାଦାନରେ ଅବହେଳା କରାଯାଉଥିବା କେତେକ ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ...

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ ଟିକାଏତ୍‌, ୟୁଧଭୀର ସିଂ ପ୍ରମୁଖ କୃଷକ ନେତାଙ୍କୁ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ଚାଷୀନେତାମାନଙ୍କ...

ଅନୁପ ପାଣ୍ଡେ ନୂଆ ଇସି

ନୂଆଦିଲ୍ଲୀ, ୧୦।୬(ପି.ଟି.): ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନ (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ...

ସଂଶୋଧନ ହୋଇପାରିବ ଟିକା ପ୍ରମାଣପତ୍ର ତ୍ରୁଟି

ନୂଆଦିଲ୍ଲୀ, ୧୦ା୬: ଟିକା ନେଇଥିବା ବ୍ୟକ୍ତିଙ୍କ ପ୍ରମାଣପତ୍ରରେ କୌଣସି ତ୍ରୁଟି ଥିଲେ ଏଣିକି ସେମାନେ କୋଓ୍ବିନ୍‌ ଆପ୍‌ ଯୋଗେ ତାହାକୁ ସଂଶୋଧନ କରିପାରିବେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏ ନେଇ କୋଓ୍ବିନ୍‌ ଆପ୍ଲିକେଶନରେ ନୂଆ ଫିଚର ଆଣିଛନ୍ତି ବୋଲି ସ୍ବାସ୍ଥ୍ୟ...

୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩

ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ସରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସାଇନ୍ସ, ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ...

୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା

ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ। ଘଣ୍ଟାକୁ ୧୧୨ କି.ମି. ବେଗରେ ଦୌଡ଼ି ପାରୁଥିବା ଚିତାକୁ ୧୯୫୨ରେ ବିଲୁପ୍ତ ଘୋଷଣା...

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ ସମ୍ପୃକ୍ତ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି (ଏସ୍‌ସିଏଲ୍‌) ମିଳିପାରିବ। କାର୍ମିକ ମନ୍ତ୍ରଣାଳୟ...

କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କର

ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍‌ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ କରୋନା ଉପରେ ସର୍ଜିକାଲ ଷ୍ଟାଇକ୍‌ ଭଳି ହେବା ଆବଶ୍ୟକ ବୋଲି ବୁଧବାର ବମ୍ବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri