ଜାତୀୟ

ବାୟୁସେନା ହେଲିକପ୍ଟର ଦୁର୍ଘଟଣା: ଦୁଃଖପ୍ରକାଶ କଲେ ଅନେକ ମନ୍ତ୍ରୀ, ନେତା

କୁନ୍ନୁର,୮।୧୨: ତାମିଲନାଡୁର କୁନ୍ନୁରରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ସିଡିଏସ ଜେନେରାଲ ବିପିନ ରାୱତଙ୍କ ସମେତ ୧୪ ଜଣ ଲୋକ ଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ, କେନ୍ଦ୍ର ମନ୍ତ୍ରୀ ତଥା ଭଜପା ନେତା ନିତିନ ଗଡକରୀ ଏବଂ ପଶ୍ଚିମବଙ୍ଗର…

କଠିନ ପରିସ୍ଥିତିରେ ଉଡାଣ କରିବାର ସକ୍ଷମ ଏମ୍‌ଆଇ-୧୭ଭି୫: ଜାଣନ୍ତୁ ଏହି ହେଲିକପ୍ଟରର ଦକ୍ଷତା

କୁନ୍ନୁର,୮।୧୨: ତାମିଲନାଡୁର କୁନୁର ନିକଟରେ ଏକ ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଡିଫେନ୍ସ ଷ୍ଟାଫ (ସିଡିଏସ) ଜେନେରାଲ ବିପିନ ରାୱତ ହେଲିକପ୍ଟରରେ ଥିଲେ। କୁହାଯାଉଛି ଯେ ସିଡିଏସ ବିପିନ ରାୱତ ତାଙ୍କ ସ୍ତ୍ରୀ ମଧୁଲିକା ରାୱତଙ୍କ ସହ ୱେଲିଙ୍ଗଟନ୍‌ର ଡିଫେନ୍ସ…

ସିଡିଏସ୍‌ ବିପିନ୍‌ ରାଓ୍ବତଙ୍କ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ…

କୁନ୍ନୁର,୮।୧୨: ତାମିଲନାଡୁର କୁନ୍ନୁର ଜିଲାରେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମଧ୍ୟାହ୍ନ ୧୨ଟା ୨୦ରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ବିମାନରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତଙ୍କ ସମେତ ୧୪ ଜଣ ସେନା ଅଧିକାରୀ ଯାତ୍ରା କରୁଥିଲେ। ଇତିମଧ୍ୟରେ…

ବାୟୁସେନାର ଶକ୍ତି ହେବ ବୃଦ୍ଧି, ମିଳିବ ଏଇଏସ୍‌ଏ ରାଡାର…

ନୂଆଦିଲ୍ଲୀ,୮।୧୨: ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ହେବାକୁ ଯାଉଛି। ସ୍ବଦେଶୀ ଭାବେ ବିକଶିତ ରାଡାର – ଆକ୍ଟିଭ ଇଲେକ୍ଟ୍ରୋନିକ ସ୍କାନ (ଏଇଏସ୍‌ଏ)ର ସାମିଲ କରିବା ଲାଗି ବାୟୁସେନା ପ୍ରସ୍ତୁତ ହେଉଛି। ବାୟୁସେନାରେ ରାଡାର ସାମିଲ ହେବା ଦ୍ୱାରା, ଭାରତ ପୃଥିବୀର ଶକ୍ତିଶାଳୀ…

ପୁଣି ଫେରିଲା ଲକ୍‌ଡାଉନ ସ୍ଥିତି, ୧୪୪ ଧାରା ଜାରି…

ଲକ୍ଷ୍ନୌ,୮।୧୨: ଦକ୍ଷିଣ ଆଫ୍ରିକାରୁ ସମଗ୍ର ବିଶ୍ୱରେ ବ୍ୟାପିଥିବା ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟର ବାତାବରଣ ସୃଷ୍ଟି ହେବାରେ ଲାଗିଛି। ଦକ୍ଷିଣ ଆଫ୍ରିକା ଏବଂ ବ୍ରିଟେନର ତଥ୍ୟ ଅନୁଯାୟୀ, କରୋନାର ଏହି ନୂଆ ଭାରିଆଣ୍ଟରେ ପିଲାମାନେ ଅଧିକ ଆକ୍ରାନ୍ତ ହେଉଛନ୍ତିି। ବ୍ରିଟିଶ ବିଶେଷଜ୍ଞଙ୍କ…

ସାର୍‌ ଗାଈ ଦେଉନି କ୍ଷୀର, ଥାନାକୁ ଡାକି ଟିକେ ବୁଝାଅ ବୋଲି ମାଲିକଙ୍କ ଗୁହାରି…

ଶିମୋଗା,୮।୧୨: ପୋଲିସ ଷ୍ଟେସନରେ ସାଧାରଣତଃ ଚୋରି, ଡକାୟତି, ଧମକ, ଆକ୍ରମଣ, ହତ୍ୟା ଏବଂ ବଳାତ୍କାରର ମାମଲା ଆଦି ରୁଜୁ ହୋଇଥାଏ। କିନ୍ତୁ ବେଳେବେଳେ ଏପରି ମାମଲା ମଧ୍ୟ ପୋଲିସ ଷ୍ଟେଶନକୁ ଆସିଥାଏ, ଯାହା ଶୁଣିବା ପରେ ପୋଲିସ ମଧ୍ୟ ବିରକ୍ତ ହୋଇଥାନ୍ତି।…

ଆରବିଆଇ ମନିଟାରୀ ପଲିସି ଘୋଷଣା, ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ…

ନୂଆଦିଲ୍ଳୀ,୮।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏହାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ନୀତିଗତ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ ରେଟ୍‌କୁ ୩.୩୫ ପ୍ରତିଶତ ରଖାଯାଇଛି।…

ଚାଷୀଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି ସରକାର…

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି। ଚାଷୀଙ୍କ ସମସ୍ୟାକୁ ସରକାର ଅଣଦେଖା କରୁଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ସଂସଦୀୟ ଦଳ ବୈଠକରେ ସୋନିଆ ଏଭଳି କହି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୩୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ…

ତେଜସ୍ବୀଙ୍କ ବାଜିବ ସାହାନାଇ

ପାଟନା,୮।୧୨: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତଥା ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ତାଙ୍କ ନିର୍ବନ୍ଧ ଗୁରୁବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ସେ କାହାକୁ ବିବାହ…

ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୮।୧୨: ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜେଲରେ ଥିବା ଆଇନଜୀବୀ ତଥା ଆକ୍ଟିଭିଷ୍ଟ ସୁଧା ଭରଦ୍ୱାଜଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଏଲ୍‌ଗାର ପରିଷଦ-ମାଓବାଦୀ ସମ୍ପର୍କ ମାମଲାରେ ବମ୍ବେ ହାଇକୋର୍ଟଙ୍କ ଜାମିନ ରାୟକୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୁପ୍ରିମକୋର୍ଟରେ…

ଆଜି ନିଷ୍ପତ୍ତି ନେବେ ଚାଷୀ

ନୂଆଦିଲ୍ଲୀ,୮ା୧୨: ବର୍ଷେରୁ ଉର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି ହେବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri