୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ, ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ...
୬୯ ବର୍ଷ ପରେ ଫେରୁଛି ଦ୍ରୁତତମ ଚିତା
ନୂଆଦିଲ୍ଲୀ, ୧୦ା୬: ଭାରତରେ ପୁଣି ଦେଖିବାକୁ ମିଳିବ ବିଶ୍ୱର ଦ୍ରୁତତମ ଚିତା। ଏହି ବନ୍ୟପ୍ରାଣୀର ସଂରକ୍ଷଣ ପାଇଁ ଦକ୍ଷିଣ ଆଫ୍ରିକାରୁ ୮ ଚିତା ଭାରତକୁ ଅଣାଯିବ। ଘଣ୍ଟାକୁ ୧୧୨ କି.ମି. ବେଗରେ ଦୌଡ଼ି ପାରୁଥିବା ଚିତାକୁ ୧୯୫୨ରେ ବିଲୁପ୍ତ ଘୋଷଣା...
ମାଆବାପା ପଜିଟିଭ୍ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି
ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍ ପଜିଟିଭ୍ ଚିହ୍ନଟ ହୁଅନ୍ତି, ତେବେ ସମ୍ପୃକ୍ତ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି (ଏସ୍ସିଏଲ୍) ମିଳିପାରିବ। କାର୍ମିକ ମନ୍ତ୍ରଣାଳୟ...
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍ କର
ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ କରୋନା ଉପରେ ସର୍ଜିକାଲ ଷ୍ଟାଇକ୍ ଭଳି ହେବା ଆବଶ୍ୟକ ବୋଲି ବୁଧବାର ବମ୍ବେ...
ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ
ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ ସାଟେଲାଇଟ ଅପେକ୍ଷା ଆଗୁଆ ଠାବ କରିପାରିବ। ଫଳରେ ବାତ୍ୟାଜନିତ କ୍ଷୟକ୍ଷତି ରୋକିବାରେ ବିଭିନ୍ନ...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୬ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର...
ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ
କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ ମଧ୍ୟ ମମତା ବାନାର୍ଜୀଙ୍କ ପାଖକୁ ଫେରିପାରନ୍ତି। କୋଲକାତା ଠାରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ...
ଟପ୍ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି।...
ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା
ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ ବୋଲି ଜଣାପଡ଼ିଛି। ନାବାଳିକାଙ୍କୁ ହତ୍ୟା ପୂର୍ବରୁ ତାଙ୍କ ଡାହାଣ ଆଖି ତାଡ଼ି ଦିଆଯାଇଥିବା...
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର...
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍ ନେଇଥିବା ଲୋକଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ଦିଲ୍ଲୀ ଏମ୍ସ ଏବଂ ନ୍ୟାଶନାଲ ସେଣ୍ଟର ଫର...
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍ ଦେଲେ ଦୋକାନୀ
କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା...
Archives


