ଜାତୀୟ

ଲାଲ୍‌ଟୋପି ଭାଜପାକୁ ବିପଦ

ଗୋରଖପୁର/ଲକ୍ଷ୍ନୌ,୮।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଶାସକ ବିରୋଧୀଙ୍କ ବାକ୍‌ଯୁଦ୍ଧ ସେତିକି ତୀବ୍ର ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୋରଖପୁରରେ ଭାଜପାର ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ସମାଜବାଦୀ ପାର୍ଟି (ଏସ୍‌ପି)କୁ ଟାର୍ଗେଟ…

ସ୍ତ୍ରୀ ଝଗଡ଼ା କରିବାରୁ ଶିଶୁପୁତ୍ରର ମୁଣ୍ଡ କାନ୍ଥରେ ପିଟିଦେଲେ

ନୂଆଦିଲ୍ଲୀ,୮।୧୨: ସ୍ତ୍ରୀ ସହ ଝଗଡ଼ ହେବାରୁ ମଦ ନିଶାରେ ଥିବା ୨୬ ବର୍ଷୀୟ ଯୁବକ ୩ ମାସର ଶିଶୁ ପୁତ୍ରର ମୁଣ୍ଡକୁ କାନ୍ଥରେ ପିଟି ହତ୍ୟା କରିଛନ୍ତି। ଏଭଳି ଘଟଣା ଗତ ୩ ତାରିଖରେ ଦିଲ୍ଲୀର ଭାଲସ୍ବା ଡାଏରୀ ଅଞ୍ଚଳରେ ଘଟିଥିଲା।…

ଖାଦ୍ୟ ପଠାଇବାରେ ଭାରତ ନଂ ୧

ସାଓ ପାଉଲୋ,୭।୧୨: ଆରବ ଦେଶକୁ ଖାଦ୍ୟ ଯୋଗାଇବାରେ ବ୍ରାଜିଲକୁ ପଛରେ ପକାଇ ଦେଇଛି ଭାରତ। ୧୫ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଏହି ଦୌଡ଼ରେ ଶୀର୍ଷରେ ପହଞ୍ଚିଛି। କୋଭିଡ୍‌-୧୯ ମହାମାରୀ କାରଣରୁ ଅନ୍ତର୍ଜାତୀୟ ବ୍ୟବସାୟରେ ଏଭଳି ପରିବର୍ତ୍ତନ ଆସିଥିବା…

ବୁଧବାର ନିଷ୍ପତ୍ତି ଶୁଣାଇବେ ଚାଷୀ

ନୂଆଦିଲ୍ଲୀ,୭।୧୨: ବର୍ଷେ ହେଲା ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକମାନେ ଏଥିରୁ ଓହରିବେ କି ନାହିଁ ସେନେଇ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯିବ। ଏସ୍‌କେଏମ୍‌ ଯାହା ସ୍ଥିର କରିବ ତାହା ହିଁ ଚୂଡ଼ାନ୍ତ ନିଷ୍ପତ୍ତି ହେବ ବୋଲି ମଙ୍ଗଳବାର…

ବେଦିରେ ବର ଆଗରେ କନ୍ୟା ମୁଣ୍ଡରେ ସିନ୍ଦୁର ଦେଲା ପ୍ରେମିକ

ଲକ୍ଷ୍ନୌ,୭।୧୨: ବେଳେବେଳେ ଜୀବନରେ ଏମିତି ଘଟଣା ଘଟେ, ଯାହା ଫିଲ୍ମର ଦୃଶ୍ୟକୁ ପଛରେ ପକାଇ ଦିଏ। ସେଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଗୋରଖପୁରରେ। ଏଠାରେ ଆୟୋଜିତ ଏକ ବିବାହ ଉତ୍ସବରେ ବର ଓ କନ୍ୟା ପରସ୍ପରକୁ ଫୁଲମାଳ ପିନ୍ଧାଇବାର ଠିକ୍‌…

‘ନଡ଼ିଆ ବାଡ଼େଇ ରାସ୍ତା ଭାଙ୍ଗିବା ଭାଜପା ଆରମ୍ଭ କରିଛି’

ମଥୁରା,୭।୧୨: ପୂର୍ବରୁ ପରମ୍ପରା ଥିଲା ରାସ୍ତାରେ ନଡ଼ିଆ ପିଟିଲେ ନଡ଼ିଆ ଫାଟୁଥିଲା। କିନ୍ତୁ ଏବେ ରାସ୍ତାରେ ନଡ଼ିଆ ପିଟିଲେ, ରାସ୍ତା ଫାଟୁଛି। ଏହି ପରମ୍ପରା ଭାଜପା ଆରମ୍ଭ କରିଛି। ଏଭଳି ଢ଼ଙ୍ଗରେ ଶାସକ ଭାଜପା ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସମାଲୋଚନା…

୧୭ ଛାତ୍ରୀଙ୍କୁ ନିଶା ଦେଇ ସ୍କୁଲରେ ଯୌନ ନିର୍ଯାତନା

ଲକ୍ଷ୍ନୌ,୭।୧୨: ଦଶମ ଶ୍ରେଣୀର ୧୭ ଛାତ୍ରୀଙ୍କୁ ନିଶା ଦେଇ ସ୍କୁଲ ଅଧ୍ୟକ୍ଷ ଓ ତାଙ୍କ ସହଯୋଗୀମାନେ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଗତ ୧୮ ତାରିଖରେ ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏହି ଘଟଣା ଘଟିଥିଲା ମଧ୍ୟ ପୋଲିସ ଏଫ୍‌ଆଇଆର ରଖିବାକୁ…

ସରକାରୀ କାର୍ଯ୍ୟାଳୟରେ ପିସ୍ତଲ ଦେଖାଇଲେ ଟିଏମ୍‌ସି ନେତ୍ରୀ

କୋଲକତା,୭।୧୨: ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ ନେଇ ଏକ ନୂଆ ବିବାଦ ଦେଖାଦେଇଛି। ରାଜ୍ୟର ମାଲଦା ଜିଲାର ଏକ ସରକାରୀ କାର୍ଯ୍ୟାଳୟରେ ଟିଏମସି ନେତ୍ରୀ ମୃଣାଳିନୀ ମଣ୍ଡଳ ମୌତି ବସିଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ସେ ହାତରେ ପିସ୍ତଲ…

କଂଗ୍ରେସକୁ ଟକ୍କର ଦେବାକୁ ସଜ ହେଉଛନ୍ତି ଅମରିନ୍ଦର, ଉଦଘାଟନ କଲେ କାର୍ଯ୍ୟାଳୟ

ଚଣ୍ଡିଗଡ଼,୭।୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବସ୍ତୁତ ହେଉଛନ୍ତି। ୨୦୨୨ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ପଞ୍ଜାବ ଲୋକ କଂଗ୍ରେସ ପାର୍ଟି ଗଠନ କରିଥିବା ଅମରିନ୍ଦର ଆଜି ସେକ୍ଟର -୯ରେ ତାଙ୍କ ଦଳର କାର୍ଯ୍ୟାଳୟର…

ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଓମିକ୍ରନ ଭାରିଆଣ୍ଟ ରେ ପୀଡିତ…

ଲାଲ୍‌ ଟୋପି ବିପଦର ଘଣ୍ଟି, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲିରେ ଯୋଗଦେଇ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି। ସେ ଅଖିଳେଶ ଯାଦବଙ୍କ ନାମ ନ ନେଇ କଟାକ୍ଷ କରି କହିଛନ୍ତି ଯେ, ଲାଲ୍‌ ଟୋପି ରାଜ୍ୟ ପାଇଁ ବିପଦର ଘଣ୍ଟି।…

ମୁକେଶ ଅମ୍ବାନି ପାଳନ କରିବେ ଘରର ସବୁଠାରୁ ଛୋଟ ସଦସ୍ୟଙ୍କ ପ୍ରଥମ ଜନ୍ମଦିନ, କରୋନା ପାଇଁ ହେବ କ୍ୱାରଣ୍ଟିନ ବବଲ ପାର୍ଟି!

ମୁମ୍ବାଇ,୭ ।୧୨: ଦେଶର ସବୁଠାରୁ ବଡ ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀ ତାଙ୍କ ନାତି ଆକାଶ ଅମ୍ବାନୀ ଓ ଶ୍ଳୋକା ଅମ୍ବାନୀଙ୍କ ପୁଅ ପୃଥ୍ୱୀ ଅମ୍ବାନୀଙ୍କ ପ୍ରଥମ ଜନ୍ମଦିନ ଖୁବ୍ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ଏହି ସମୟରେ ପରିବାର ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri