କୃଷକଙ୍କ ସହ ଛିଡ଼ା ହେବ ଟିଏମ୍ସି
କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଦେବା ଲାଗି ଆଶ୍ୱାସନା ଦେଇଛନ୍ତି...
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଂଶ ଛୁଇଁଛି । ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ...
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ,...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ ଇନଷ୍ଟାଗ୍ରାମ୍ରେ ଭାଇରାଲ ହେବାରେ ଲାଗିଛି। ଇଣ୍ଡିଆନ୍ ଆଇଡଲ୍-୧୨ର ଶୁଟିଂ ସାରି ମୁମ୍ବାଇ ଫେରି...
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…
ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ...
ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍
ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ ବୁଧବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେବେ...
ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା
ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଦଳବଦଳ କାର୍ଯ୍ୟକ୍ରମ ହେବ। ଭାଜପା ନେତା ଅନିଲ ବାଲୁନି ଟୁଇଟ୍...
୫୦୦ ଡୋଜ୍ କୋଭିଶିଲ୍ଡ୍ ନଷ୍ଟ ହେଲା…
ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି। ଏପରିସ୍ଥଳେ ରାଜସ୍ଥାନର ଡୁଙ୍ଗରପୁର ଜିଲାରେ ୫୦୦ ଡୋଜ୍ କୋଭିଶିଲ୍ଡ୍ ଡୋଜ୍ ନଷ୍ଟ ହୋଇଛି।...
ଭାରତ ବାୟୋଟେକ୍ରେ ସେନା ଛାଉଣୀ…
ହାଇଦ୍ରାବାଦ୍,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍ର ହାଇଦ୍ରାବାଦ୍ ସ୍ଥିତ କ୍ୟାମ୍ପସ୍ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ଦେଶରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ପ୍ରଭାବଶାଳୀ...
ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ ବାବୁଙ୍କ ଅଭାବ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଛି। ଫଳରେ ଅଫିସ...
ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍…
ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଭାରତରେ ସିରମ୍ ଇନଷ୍ଟଚ୍ୟୁଟ୍ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍...
Archives


