କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍ସିପିସିଆର୍) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬...
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି...
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା...
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ...
ବିପଜ୍ଜନକ ହୋଇପାରେ ମୌସୁମୀ
ନୂଆଦିଲ୍ଲୀ, ୮ା୬: ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି ନିର୍ଭରଶୀଳ। କିନ୍ତୁ ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀକୁ ପ୍ରଭାବିତ କରିପାରେ ବ୍ୟାପକ ଜଳବାୟୁ...
ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ
ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ କରୋନା ଭାଇରସ୍ ଭାକ୍ସିନ୍ ଇଣ୍ଡ୍ୟୁସ୍ଡ ଆଣ୍ଟିବଡି ଟିଟ୍ରେ (କୋଭାଟ) ପକ୍ଷରୁ ଏହି...
କ୍ଷମା ମାଗିଲେ ହରଭଜନ
ନୂଆଦିଲ୍ଲୀ, ୭ା୬: ହରଭଜନ ସିଂ ସୋମବାର କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଭେଟେରାନ ଭାରତୀୟ ଅଫ୍ ସ୍ପିନର ଖଲିସ୍ଥାନୀ ସନ୍ତ୍ରାସବାଦୀ ଜର୍ନେଲ ସିଂ ଭିନ୍ଦ୍ରନଓ୍ବାଲେଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ଭିନ୍ଦ୍ରନଓ୍ବାଲେ...
ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ
ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଗୋଟିଏ ପ୍ରତିନିଧି...
୮୦ କୋଟି ଲୋକଙ୍କୁ ମାଗଣା ରାଶନ
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ମାଗଣା ଟିକା ସହ ରାଶନ ଦେବାକୁ ଘୋଷଣା କରିଛନ୍ତି। ନଭେମ୍ବର ପର୍ଯ୍ୟନ୍ତ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାଶନ ଦେବାକୁ ପ୍ରଧାନମନ୍ତ୍ରୀ କହିଥିବା ବେଳେ ପିଏମ୍ ଗରିବ...
ଦେଶର ସମସ୍ତଙ୍କୁ ମାଗଣା ଟିକା
ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ସୋମବାର ଏକ ବଡ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତ ନାଗରିକଙ୍କୁ ମାଗଣାରେ ଟିକା ଯୋଗାଇ ଦେବାକୁ କହିଛନ୍ତି। ପୂର୍ବରୁ ୪୫ ବର୍ଷରୁ ଊର୍ଦ୍ଧ୍ୱଙ୍କୁ କେନ୍ଦ୍ର...
ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ
ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ପୂର୍ବରୁ ମୂଲାୟମ୍ଙ୍କ ପୁଅ ତଥା ଏସପି ସଭାପତି ଅଖିଳେଶ ଯାଦବ କରୋନା ଟିକାକୁ...
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ...
Archives


