ଜାତୀୟ

ଅନ୍‌ଲାଇନରେ ନିଲାମ ବିଜ୍ଞାପନ

ପ୍ରଥମେ ସୁଲ୍ଲି ଡିଲ୍ସ ଏବେ ବୁଲ୍ଲି ବାଈ ଆପ୍‌। ଗତ ବର୍ଷ ସୁଲ୍ଲି ଡିଲ୍ସ ଆପ୍‌ ନିଷିଦ୍ଧ ହେବା ପରେ ବୁଲ୍ଲି ବାଈ ଆପ୍ଲିକେଶନକୁ ନେଇ ସଦ୍ୟ ବିବାଦ ମୁଣ୍ଡ ଟେକିଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ମହିଳାଙ୍କୁ ନିଲାମ କରାଯିବା ସମ୍ପର୍କିତ…

କେମିକାଲ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌: ୫ ମୃତ

ସୁରଟ,୬ ।୧: ଗୁଜରାଟ ସୁରଟରେ ଗୁରୁବାର ସକାଳୁ ଏକ ଅଘଟଣ ଘଟିଛି । ସଚିନ ଜିଆଇଡିସି ଅଞ୍ଚଳରେ ଏକ କେମିକାଲ ଟ୍ୟାଙ୍କରରେ ଗ୍ୟାସ ଲିକ ହେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୨ ଡଜନରୁ ଅଧିକ ଲୋକ ଆହତ…

ୟୁପିରେ ୧୬ ଜାନୁୟାରୀ, ମହାରାଷ୍ଟ୍ରରେ ୧୫ ଫେବୃୟାରୀ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ନୂଆଦିଲ୍ଲୀ,୬ ।୧: ମୁମ୍ବାଇରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହା ଦ୍ୱିତୀୟ ଲହର ସଂକ୍ରମର ସୀମାକୁ ଅତିକ୍ରମ କଲାଣି । ଗତ ୨୪ ଘଣ୍ଟାରେ ମୁମ୍ବାଇରେ ୧୫୧୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାସହ ୩…

୪ କୁକୁର ଛୁଆଙ୍କୁ କ୍ଷୀର ଦେଇ ପାଳୁଛି ଗାଈ

ବେଙ୍ଗାଲୁରୁ,୬।୧: ଆଜିକାଲି ମଣିଷ ଭିତରୁ ମାନବିକତା କମି କମି ଯାଉଛି। ମଣିଷ ଅପେକ୍ଷା ପଶୁଙ୍କଠାରେ ଅଧିକ ମାନବୀୟ ଗୁଣ ଦେଖିବାକୁ ମିଳୁଛି। କର୍ନାଟକର ୟାଦଗିର ଜିଲାର ପେଟ୍‌ ଆମ୍ପାପୁରା ଗ୍ରାମରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଗାଁର ବାସିନ୍ଦା କଙ୍କପ୍ପା…

ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବାକୁ ଆଣ୍ଠୁଏ ବରଫରେ ଚାଲିଲେ ୫ କିଲୋମିଟର

ଉରି,୬ ।୧: ଉତ୍ତର କଶ୍ମୀରର ବାରମୂଳା ଜିଲାରେ ବୋନିୟାର ଉଡି ଅଞ୍ଚଳରେ ତୁଷାରପାତରେ ଫସି ରହିଥିବା ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବାକୁ କଡା କସରତ କରିବାକୁ ପଡିଛି । ସ୍ଥାନୀୟ ଲୋକେ ଆଣ୍ଠୁଏ ବରଫରେ ପ୍ରାୟ ୫ କିଲୋମିଟର ଚାଲି ଗର୍ଭବତୀଙ୍କୁ…

ପ୍ରଧାନମନ୍ତ୍ରୀଙ୍କୁ ଅନ୍ୟ ବାଟ ବାଛିବାକୁ କହିଥିଲୁ

ଚଣ୍ଡିଗଡ଼,୫।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର ପଞ୍ଜାବର ଏକ ଫ୍ଲାଏଓଭରରେ ୨୦ ମିନିିଟ୍‌ ଧରି ଫଶି ରହିଥିଲା। ଏହି ଘଟଣା ଉପରେ ସନ୍ଧ୍ୟାରେ ସ୍ପଷ୍ଟି କରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି। “ବିକ୍ଷୋଭ ସ୍ଥଳଠାରୁ…

ଦେଶରେ ପ୍ରଥମ ଜୀବନ ନେଲା ଓମିକ୍ରନ

ନୂଆଦିଲ୍ଲୀ,୫।୧: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଦେଶରେ ପ୍ରଥମ ଜୀବନ ନେଇଛି। ରାଜସ୍ଥାନର ଉଦୟପୁରରେ ଓମିକ୍ରନ ଷ୍ଟ୍ରେନ କାରଣରୁ ଜଣେ ୭୨ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବୁଧବାର ସ୍ପଷ୍ଟ କରିଛି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…

ପ୍ରଧାନମନ୍ତ୍ରୀ କେତେବେଳେ କେଉଁ ରାସ୍ତାରେ ଯିବେ, ତାହାର ସୂଚନା ଦେଲା କିଏ

ଚଣ୍ଡିଗଡ଼,୫।୧: ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ଢ଼ିଲା କାରଣରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବର ଫିରୋଜପୁର ରାଲିକୁ ବାତିଲ କରି ଦିଆଯାଇଛି। ଏହି ଘଟଣାକୁ କେନ୍ଦ୍ର କରି କଂଗ୍ରେସ ଉପରେ ବର୍ଷିଛନ୍ତି ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମ୍ରିତି ଇରାନୀ।…

ବିଦ୍ୟୁତ୍‌ ଆଘାତରେ ହାତୀ ମୃତ୍ୟୁ, ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୧ : ଦେଶରେ ବିଦ୍ୟୁତ୍‌ ଆଘାତ ଯୋଗୁ ହାତୀ ମୃତ୍ୟୁ ଘଟଣା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଏକ ଜନସ୍ବାର୍ଥ ମାମଲାର ବିଚାର କରାଯାଇ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି ହୋଇଛି। ପ୍ରଧାନ ବିଚାରପତି ଏନ୍‌.ଭି.ରମନା, ବିଚାରପତି ସୂର୍ଯ୍ୟକାନ୍ତ ଏବଂ ହିମା…

ହୋମ ଆଇସୋଲେସନ୍‌ ପାଇଁ ଆସିଲା ନୂଆ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୬।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସରକାର ହୋମ ଆଇସୋଲେସନ ପାଇଁ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି। ପୂର୍ବରୁ କରୋନା ଆକ୍ରାନ୍ତଙ୍କୁ ୧୦ରୁ ୧୫ ଦିନ ହୋମ ଆଇସୋଲେସନର ରହିବାର ନିୟମ ଥିଲା। କିନ୍ତୁ ଏବେ ଏହାକୁ…

ଅଫିସରଙ୍କୁ ପ୍ରଧାନମନ୍ତ୍ରୀ କହିଲେ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ କହିବ, ମୁଁ ବଞ୍ଚିକି ଫେରିଛି

ଚଣ୍ଡିଗଡ,୫।୧: ପଞ୍ଜାବର ଫିରୋଜପୁରରେ ରାଲି କରିବାକୁ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ଢିଲା ଦେଖିବାକୁ ମିଳିଛି। ଏହି ଘଟଣା ପରେ ଭଟିଣ୍ଡା ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ଅଫିସରଙ୍କୁ କହିଥିଲେ, ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ…

ବସ୍‌କୁ ପିଟିଲା ଗ୍ୟାସ୍‌ ବୋଝେଇ ଟ୍ରକ୍‌: ଚାଲିଗଲା ୧୫ ଜୀବନ

ରାଞ୍ଚି,୬।୧: ଝାଡଖଣ୍ଡର ପାକୁର ଜିଲାରେ ବୁଧବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହଁି ଧକ୍କାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଥିବା ଜଣାଯାଇଛି। ଅମରପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?