ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ କରି ଦୂରରୁ ଖାଇବାକୁ ଦେଉଥିଲା ବୋହୂ। ଏପରି କି ମହିଳାଙ୍କ ପାଖକୁ ଛାଡ଼ୁ...
ବେଙ୍ଗ ସହ ହିନ୍ଦୁଙ୍କୁ ତୁଳନା କଲେ ଆରଏସ୍ଏସ୍ ନେତା
କୋଲକାତା,୬।୬ : ହିନ୍ଦୁ ସମ୍ପ୍ରଦାୟ ବେଙ୍ଗ ଭଳି ଆଚରଣ କରୁଛନ୍ତି। ଓଜନ ମପା ଯାଉଥିବା ଯନ୍ତ୍ରରେ ଦୁହିଁଙ୍କୁ ମାପିବା କଷ୍ଟକର। ଏଭଳି ମନ୍ତବ୍ୟ ଦେଇଛନ୍ତି ପଶ୍ଚିମବଙ୍ଗର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍ଏସ୍)ର ଇଣ୍ଟେଲେକଚୁଆଲ ବିଭାଗର ସଭାପତି ରାଜେଶ ଶ୍ରୀବାସ୍ତବ।...
ଟିକାକରଣ ପ୍ରମାଣପତ୍ରରେ ରହିବ ମମତାଙ୍କ ଫଟୋ
କୋଲକାତା,୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଚାଲିଥିବା ଟଣାଓଟରା ଏତେ ଶୀଘ୍ର ଥମିବାର ଆଶା ଦିଶୁନାହିଁ। କାରଣ କୋଭିଡ୍-୧୯ ଭାକ୍ସିନ ପ୍ରମାଣପତ୍ରରେ ପୂର୍ବରୁ ଥିବା ମୋଦିଙ୍କ ଫଟୋକୁ ହଟାଇ ମମତା ନିଜ ଫଟୋ...
ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର। ଆଉ ନିର୍ବାଚନ ପରବର୍ତ୍ତୀ ହିଂସାକୁ ରୋକିବା ପାଇଁ ରାଜ୍ୟରେ କେଉଁ କେଉଁ ପଦକ୍ଷେପ...
ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍ସି
ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି। ଆଉ ଭାରତୀୟ ଅଧିକାରୀଙ୍କୁ ଖୋଲାଖୋଲି ସାକ୍ଷାତ୍କାର ପାଇଁ ଆମନ୍ତ୍ରଣ...
ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା
ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍ରୁ ଅଧିକାରୀ ରବିବାର କହିଛନ୍ତି। ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର...
ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ
ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ ଖଣ୍ଡନ କରିଛନ୍ତି। ମନ୍ତ୍ରିମଣ୍ଡଳର କେତେକ ପଦବୀ ଉପଯୁକ୍ତ ସମୟରେ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ...
କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ...
ମୋଦିଙ୍କୁ ଭେଟିଲେ ନଡ୍ଡା
ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ୭ ଲୋକ କଲ୍ୟାଣ ମାର୍ଗରେ ପହଞ୍ଚିଛନ୍ତି। ସୂଚନାନୁସାରେ, ଉତ୍ତରପ୍ରଦେଶର ରାଜନୀତି ଠାରୁ...
ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ
ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ ଉଠାଇ ନେଇଥିଲା ଚିତାବାଘ। ଏଭଳି ଘଟଣା ଘଟିଛି ଜମ୍ମୁ-କଶ୍ମୀରର ବୁଦଗମ ଜିଲାରେ ଓମ...
ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍ସି ନେତା
କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ...
ଭୁଲ୍ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ ପାଇଁ ନିଷ୍ପତ୍ତି ନେବା ଭୁଲ୍ ଥିଲା ବୋଲି...
Archives


