ଜାତୀୟ

ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ

ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ ଏଜେନ୍ସି ଏବଂ କର୍ମଚାରୀଙ୍କ ପାଇଁ ବୈଦ୍ୟୁତିକ ଯାନ କିଣିବା ପାଇଁ ପଦକ୍ଷେପ ନେଇଛନ୍ତି।...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଏହା ପରେ ଉପରାଷ୍ଟ୍ରପତିଙ୍କ ସମେତ ବହୁ ଆରଏସଏସ...

ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା

ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ ୟେଦ୍ୟୁରପ୍ପା ଖୁବ୍‌ଶୀଘ୍ର ନିଜ ପଦ ଛାଡିବେ ବୋଲି ଚର୍ଚ୍ଚା ହେଉଛି। ରବିବାର ୟେଦ୍ୟୁରପ୍ପା...

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି...

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି ଯେ, ଦିଲ୍ଲୀ ସରକାର ଏନେଇ ପୂର୍ବରୁ କେନ୍ଦ୍ରର ଅନୁମତି ଲୋଡ଼ି ନାହାନ୍ତି। ତେବେ...

କେନାଲରୁ ପାଣି ଚୋରି ରୋକିବା ପାଇଁ ପହରା ଦେବେ ୬୦ ଯବାନ…

ଜୟପୁର,୬।୬: ପାଣି ଚୋରି ରୋକିବା ପାଇଁ ରାଜସ୍ଥାନର ହନୁମାନଗଡ଼ ଜିଲାରେ ପ୍ରଥମ ପୋଲିସ ଥାନା ପ୍ରତିଷ୍ଠା କରାଯିବ। ସ୍ଥାନୀୟ ଇନ୍ଦିରା ଗାନ୍ଧୀ କେନାଲରୁ ବାରମ୍ବାର ପାଣି ଚୋରି ଅଭିଯୋଗ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପହରା ବ୍ୟବସ୍ଥା...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ ନାନା ତର୍କ ଜାରି ରହିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଦମ୍ପତି କରୋନା ଭୂତାଣୁ...

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର...

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍‌...

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି କାର୍ଯ୍ୟାଳୟରୁ ଲକ୍ଷାଧିକ ଟଙ୍କାର ରିଲିଫ୍‌ ସାମଗ୍ରୀ ଚୋରି କରିଥିବା ନେଇ ଏକ ମାମଲା...

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ...

ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳିଲେ ଚାଷୀ

ନୂଆଦିଲ୍ଲୀ,୬।୬: କେନ୍ଦ୍ରର କୃଷି ଆଇନ ବିରୋଧରେ ଦୀର୍ଘଦିନ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀ ଶନିବାରଦେଶବ୍ୟାପୀ ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ପାଳନ କରିଛନ୍ତି। ସେମାନେ ଭାଜପା ଏମ୍‌ପି ଏବଂ ବିଧାୟକମାନଙ୍କ ଘର ଆଗରେ କୃଷି ଆଇନର ନକଲ ପୋଡ଼ିଥିଲେ। ୨୦୨୦ ଜୁନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri