ଜାତୀୟ

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ ଫର୍ମା କମ୍ପାନୀଠାରୁ ଯଥେଷ୍ଟ ପରିମାଣର ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକଲଗୁଡ଼ିକୁ ବିନା...

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର...

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ ଖାରଜ କରିବା ସହ ଅଭିନେତ୍ରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି।...

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ

ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ ଡୋମିନିକା ଯାଇଥିବା ଭାରତୀୟ ପ୍ରତିନିଧି ଦଳକୁ ନିରାଶ ହେବାକୁ ପଡ଼ିଛି। ଚୋକ୍‌ସିଙ୍କ ପ୍ରତ୍ୟର୍ପଣ...

ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ

ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍‌ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍‌ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ...

ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ

ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍‌ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ...

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ...

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ...

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ ହରାଇଛି ତ କିଏ ନିଜ ପୁଅକୁ ହରାଇଛି। ଏଭଳି ସ୍ଥିତିରେ ଅନେକ ସେଲିବ୍ରିଟି...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri