ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ...
ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ ତ୍ରୈମାସିକ ସମୀକ୍ଷା ପରେ ରେପୋ ରେଟ ୪ ପ୍ରତିଶତ ଓ ରିଭର୍ସ ରେପୋ...
ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ ହରାଇଛି ତ କିଏ ନିଜ ପୁଅକୁ ହରାଇଛି। ଏଭଳି ସ୍ଥିତିରେ ଅନେକ ସେଲିବ୍ରିଟି...
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ...
୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ
ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ ପାଇବାରେ ଲାଗିଛି। ଗତ ୨ମାସ ମଧ୍ୟରେ ପ୍ରଥମ ଥର ଉତ୍ତରପ୍ରଦେଶରେ ୧୫୦୦ରୁ କମ୍...
‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’
ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି, ସେମାନେ ଖାଇବା ପିଇବା ବନ୍ଦ କରିଦେବା ଉଚିତ ଏବଂ ପେଟ୍ରୋଲ ମଧ୍ୟ ପକାନ୍ତୁ...
୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା
ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ ମେଡିକାଲ କଲେଜର ଜୁନିଅର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୨,୩୬୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧୩...
ଗରିବଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ, ୪।୬(ପି.ଟି.): ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନକୁ ଆଣିବା ଲାଗି କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ସେମାନଙ୍କୁ ତୁରନ୍ତ ରାଶନ କାର୍ଡ ଯୋଗାଇଦେବା ନିମନ୍ତେ ସମସ୍ତ...
ସିବିଏସ୍ଇ ଏବଂ ସିଆଇସିଏସ୍ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ
ନୂଆଦିଲ୍ଲୀ,୪।୬(ପି.ଟି.):କରୋନା ମହାମାରୀ ପାଇଁ ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ସୁପ୍ରିମକୋର୍ଟ ଗୁରୁବାର ଖୁସିବ୍ୟକ୍ତ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ସମ୍ପର୍କରେ ୧୫ ଦିନ ମଧ୍ୟରେ ଜଣାଇବା ପାଇଁ ଅଦାଲତ ସିବିଏସ୍ଇ ଏବଂ ସିଆଇସିଏସ୍ଇକୁ ନିର୍ଦ୍ଦେଶ...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍
କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ‘ୟାସ୍’ କ୍ଷୟକ୍ଷତି ସମୀକ୍ଷା ବୈଠକବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ ତାଙ୍କୁ ନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇପାରିବନି ବୋଲି ପଞ୍ଜାବ ଓ ହରିୟାଣା...
Archives


