ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା ନ କରି ସଙ୍ଗେ ସଙ୍ଗେ ଘରୋଇ ସେକ୍ଟରରେ ଭର୍ତ୍ତି ହେଉଛନ୍ତି। ଏହା ଗୁରୁତର...
ନୀତି ଆୟୋଗ ଏସ୍ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍ ଖସିଲା
ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍ (ଏସ୍ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ...
ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା
ନୂଆଦିଲ୍ଲୀ, ୪।୬(ଆଇଏଏନ୍ଏସ୍):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ...
‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍) ଦାଖଲ କରିଥିଲା ଦିଲ୍ଲୀ ମେଡିକାଲ ଆସୋସିଏଶନ (ଡିଏମ୍ଏ)। ଗୁରୁବାର ଏହାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ...
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ କରିଛି। ୫୩ ବର୍ଷୀୟ ଅଭିଯୁକ୍ତ ନରେନ୍ଦ୍ର ବିଶ୍ୱଭାୟାଙ୍କୁ ପଶୁ ସୁରକ୍ଷାଙ୍କ...
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ...
ଭୁଲ ମାଗିଲା ଗୁଗଲ
ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ନାଟକ ସରକାରଙ୍କ ପକ୍ଷରୁ...
କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍ କଲେ ଗମ୍ଭୀର
ନୂଆଦିଲ୍ଲୀ, ୩।୬: ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି ଦିଲ୍ଲୀର ଔଷଧ ନିୟନ୍ତ୍ରକ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ କହିଛନ୍ତି। କୋର୍ଟଙ୍କ ଶୁଣାଣି ପରେ...
ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ
ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରର ସୋଲାପୁର ଜିଲାରୁ ଗୁରୁବାର ସାମ୍ନାକୁ ଆସିଛି ଏଭଳି ଘଟଣା।...
ଟିକା ଭୟରେ ଡ୍ରମ ପଛରେ ଲୁଚିଲେ ବୃଦ୍ଧା
ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ କର୍ମୀମାନେ ଗାଁ ଗାଁ ବୁଲୁଛନ୍ତି। ସେହିଭଳି ଏଟାଓ୍ବା ଜିଲାର...
କେରଳ ଛୁଇଁଲା ମୌସୁମୀ
ଥିରୁଭାନନ୍ତପୁରମ୍,୩।୬: ଦେଶରେ ଅନେକ ରାଜ୍ୟରେ ତାପମାତ୍ରା ବଢୁଥିବାବେଳେ ଗୁରୁବାର କେରଳ ଛୁଇଁଛି ମୌସୁମୀ। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨ ଦିନ...
ଶିକ୍ଷକ ଯୋଗ୍ୟତା ପରୀକ୍ଷା ପ୍ରମାଣପତ୍ରର ବୈଧତା ବୃଦ୍ଧି
ନୂଆଦିଲ୍ଲୀ,୩ା୬: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET) ପ୍ରମାଣପତ୍ରର ବୈଧତା ୭ ବର୍ଷରୁ ଆଜୀବନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଗୁରୁବାର କହିଛନ୍ତି। କେବଳ ଏତିକି...
Archives


