ଫାସିବାଦୀ ଶକ୍ତିକୁ ସହାୟତା କରୁଛନ୍ତି ମମତା
ନୂଆଦିଲ୍ଲୀ, ୩।୧୨:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଂଗ୍ରେସ ସୁବିଧାବାଦୀ ରାଜନେତ୍ରୀ ବୋଲି କହିଛନ୍ତି। ଦେଶର ସର୍ବପୁରାତନ ଦଳ ବିରୋଧରେ ଲଢ଼ି ସେ ଫାସିଦାଦୀ ଶକ୍ତିକୁ ସହାୟତା କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ତଥା ମୁଖ୍ୟ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା ଅଭିଯୋଗ କରିଛନ୍ତି।…
କଂଗ୍ରେସ ଜିତିବନି ୨୦୨୪ ନିର୍ବାଚନ
ଶ୍ରୀନଗର/ନୂଆଦିଲ୍ଲୀ,୩।୧୨:୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଦଳ ୩୦୦ ଆସନ ଜିତିପାରିବ ନାହିଁ। ଜି-୨୩ ଗୋଷ୍ଠୀର ନେତା ଗୁଲାମନବୀ ଆଜାଦ ଜମ୍ମୁ-କଶ୍ମୀରର ଏକ ସଭାକୁ ସମ୍ବୋଧନ ବେଳେ ଏହି ଭବିଷ୍ୟବାଣୀ କରିଛନ୍ତି। କଂଗ୍ରେସରେ ନେତୃତ୍ୱ ପ୍ରସଙ୍ଗକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିଥିବାବେଳେ ନିଜ ଦଳ…
ଆଇଏମ୍ଏଫ୍ର ଫାଷ୍ଟ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର ହେବେ ଗୀତା ଗୋପିନାଥ
ନୂଆଦିଲ୍ଲୀ,୩ ।୧୨: ଅନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମ୍ଏଫ୍)ର ପ୍ରଥମ ଡେପୁଟି ମ୍ୟାନେଜିଂ ଡାଇରେକ୍ଟର(ଏଫ୍ଡିଏମ୍ଡି) ଜିୟୋଫ୍ରୋ ଓକାମୋଟୋ ଆସନ୍ତା ବର୍ଷ ଆରମ୍ଭରେ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି । ସେ ଇସ୍ତଫା ଦେବା ପରେ ଏହି ପଦରେ ବିଶିଷ୍ଟ ଅର୍ଥଶାସ୍ତ୍ରୀ ଗୀତା…
ବିଶ୍ୱ ଅର୍ଥନୀତିକୁ ବିପଦ ଓମିକ୍ରନ୍
ନୂଆଦିଲ୍ଲୀ, ୩ା୧୨:କରୋନା ମହାମାରୀବେଳେ ତଳମୁହଁା ହୋଇପଡ଼ିଥିବା ବିଶ୍ୱ ଅର୍ଥନୀତି ମୁଣ୍ଡ ଟେକିବାକୁ ଅଣ୍ଟା ଭିଡ଼ୁଥିବାବେଳେ କୋଭିଡ୍ ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଏହା ପୁଣି ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଟିକା ଏହା ବିରୋଧରେ ପ୍ରଭାବୀ ନ ହୋଇପାରେ ବୋଲି…
ଯେଉଁଠି ପହଞ୍ଚିବାକୁ ଡେଲ୍ଟା-ବିଟାକୁ ଲାଗୁଥିଲା ୧୦୦ଦିନ, ଓମିକ୍ରନ୍ ପହଞ୍ଚିବ ୧୦ ଦିନରେ
ନୂଆଦିଲ୍ଲୀ,୩ ।୧୨: ଓମିକ୍ରନ୍ ଏବେ ୨୯ଟି ଦେଶରେ ପହଞ୍ଚି ସାରିଲାଣି । ଏବେ ପର୍ଯ୍ୟନ୍ତ ୩୭୩ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏମାନଙ୍କ ମଧ୍ୟରୁ ସର୍ବାଧିକ ଆଫ୍ରିକାର ୧୮୩ ଜଣ ବୋଲି ଜଣାପଡିଛି । ଅନ୍ୟ ଭାରିଏଣ୍ଟଠାରୁ ଏହା…
ଓମିକ୍ରନ୍ ସଙ୍କଟ: ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଥିବା ୩ହଜାର ଯାତ୍ରୀଙ୍କ ମଧ୍ୟରୁ ୬ ପଜିଟିଭ
ନୂଆଦିଲ୍ଲୀ,୩ ।୧୨: ସାରା ବିଶ୍ୱରେ ଏବେ ଚିନ୍ତା ଓମିକ୍ରନ ଭାରିଏଣ୍ଟକୁ ନେଇ । ଏହି ଭାରିଏଣ୍ଟ ଏବେ ପାଖାପାଖି ୩୦ଟି ଦେଶରେ ପହଞ୍ଚି ଯାଇଥିବା ବେଳେ ଏହା ଖୁବ୍ ଦ୍ରୁତ ଗତିରେ ବ୍ୟାପୁଥିବାରୁ ସମସ୍ତଙ୍କ ମୁଣ୍ଡବିନ୍ଧାର କାରଣ ପାଲଟି ଗଲାଣି ।…
ଜଣେ ଓମିକ୍ରନ୍ ସଂକ୍ରମିତ ୧୮-୨୦ ଜଣଙ୍କୁ କରିପାରିବେ ପଜିଟିଭ
ନୂଆଦିଲ୍ଲୀ,୩ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ଭାରତରେ ପହଞ୍ଚି ସାରିଲାଣି । କର୍ନାଟକରେ ଓମିକ୍ରନ୍ ସଂକ୍ରମିତ ୨ ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରାଯିବା ପରେ ଏବେ ସାରା ଦେଶରେ ଓମିକ୍ରନ୍କୁ ନେଇ ଚିନ୍ତା ବଢି ଯାଇଛି ।…
ଓୟୋର ପରାମର୍ଶଦାତା ପଦରେ ଏସ୍ବିଆଇର ପୂର୍ବତନ ଚେୟାରମ୍ୟାନ
ମୁମ୍ବାଇ,୩।୧୨: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସ୍ବିଆଇ)ର ପୂର୍ବତନ ଚେୟାରମ୍ୟାନ ରଜନିଶ କୁମାରଙ୍କୁ ଗୁରୁବାର ଷ୍ଟ୍ରାଟେଜିକ୍ ଗ୍ରୁପ ଆଡଭାଇଜର ଭାବେ ନିଯୁକ୍ତ କରିଛି ଟ୍ରାଭେଲ ଟେକନୋଲୋଜି ପ୍ଲାଟଫର୍ମ ଓୟୋ। ଫାଇନାନସିଆଲ କ୍ଷେତ୍ରରେ ତାଙ୍କର ୪୦ ବର୍ଷର ଅଭିଜ୍ଞତା ରହିଛି। ସେ ଓୟୋର…
ନିଲମ୍ବିତ ହେଲେ ପରମବୀର ସିଂ
ମୁମ୍ବାଇ,୨।୧୨: ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ମହାରାଷ୍ଟ୍ର ସରକାର ଗୁରୁବାର ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅନିୟମିତତା ଓ ତ୍ରୁଟି ପାଇଁ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣେ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ ନିଲମ୍ବନ…
ଓମିକ୍ରନ ଆକ୍ରାନ୍ତ ଡାକ୍ତରଙ୍କ ସଂସ୍ପର୍ଶରେ ଆସି ୫ ପଜିଟିଭ
ବେଙ୍ଗାଲୁରୁ,୨।୧୨: କର୍ନାଟକରେ ଚିହ୍ନଟ ହୋଇଥିବା ଦୁଇ ଓମିକ୍ରନ ଆକ୍ରାନ୍ତ ମଧ୍ୟରୁ ଜଣେ ହେଉଛନ୍ତି ଡାକ୍ତର। ତାଙ୍କ ସଂସ୍ପର୍ଶରେ ଆସିଥିବା ୫ ଜଣ କୋଭିଡ୍-୧୯ ରିପୋର୍ଟ ପଜିଟିଭ ଆସିଛି। ଦେଶରେ ପ୍ରଥମ ଥର ପାଇଁ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ଚିହ୍ନଟ ହୋଇଥିବା କେନ୍ଦ୍ର…
ପରିବାରର ୪ ଜଣଙ୍କୁ ହତ୍ୟା କଲେ ସମ୍ପର୍କୀୟ
କୋଲକାତା,୨।୧୨: ପଶ୍ଚିମବଙ୍ଗର ହୁଗ୍ଲି ଜିଲା ଅଧୀନ ସିଙ୍ଗୁର ଅଞ୍ଚଳରେ ଗୋଟିଏ ପରିବାରର ୪ ଜଣଙ୍କୁ ଗୁରୁବାର ସକାଳେ ତାଙ୍କର ଜଣେ ସମ୍ପର୍କୀୟ ହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପତ୍ତି କିମ୍ବା ଟଙ୍କାକୁ ନେଇ ନନ୍ଦବଜାର ଅଞ୍ଚଳର ପଟେଲ ପରିବାରର ୪ ଜଣଙ୍କୁ…
‘୨୦୨୪ରେ କଂଗ୍ରେସ ଜିତିବ, ମୋତେ ଦେଖାଯାଉନି’
ନୂଆଦିଲ୍ଲୀ,୨।୧୨: ୨୦୨୪ ନିର୍ବାଚନରେ କଂଗ୍ରେସର ବିଜୟ ମୋତେ ଦେଖାଯାଉନାହିଁ। କେନ୍ଦ୍ରୀୟ ନେତୃତ୍ୱ ପାଇଁ କଂଗ୍ରେସରେ ଆନ୍ତଃ କନ୍ଦଳ ଚାଲିଥିବା ବେଳେ ଏଭଳି ମତ ଦେଇଛନ୍ତି ବରିଷ୍ଠ ନେତା ଗୁଲାମ ନବୀ ଆଜାଦ। ଜମ୍ମୁ-କଶ୍ମୀରରେ ବୁଧବାର ପୁଞ୍ଚରେ ଏକ ରାଲିକୁ ସମ୍ବୋଧନ ଦେଇ…
Archives


