ଜାତୀୟ

ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା ପରେ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ସ୍କୁଲ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ପ୍ରଦୂଷଣର ସ୍ତରକୁ ଦୃଷ୍ଟିରେ ରଖି ଦିଲ୍ଲୀର ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି।…

ଜାଣନ୍ତୁ କେଉଁମାନେ ନେଇପାରିବେ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୨ା୧୨: ଦେଶରେ କରୋନାର ନୂଆ ଭାଇରସ୍‌ ଓମିକ୍ରନ୍‌କୁ ନେଇ ଚିନ୍ତା ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଭାରତ ଡ୍ରଗ୍ସ କଣ୍ଟ୍ରୋଲରକୁ କୋଭିଶିଲ୍ଡର ବୁଷ୍ଟର ଡୋଜ୍‌ ମଞ୍ଜୁରୀ ପାଇଁ ଆବେଦନ କରିଛି। ତେବେ ଜାଣନ୍ତୁ କେଉଁମାନେ ଏହି…

ଚେୟାରରେ ବସି ଜାତୀୟ ସଙ୍ଗୀତ ଗାଇଲେ ମମତା: ମାମଲା ରୁଜୁ କଲା ଭାଜପା

ମୁମ୍ବାଇ,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ଜାତୀୟ ସଂଗୀତକୁ ଅପମାନିତ କରିଥିବା ଅଭିଯୋଗ ଆଣିଛି। ଏନେଇ ପୋଲିସ ନିକଟରେ ଏକ ମାମଲା ରୁଜୁ କରିଛି ଭାଜପା। ମୁମ୍ବାଇ ଗସ୍ତରେ ମମତା ବାନାର୍ଜୀ ଚେୟାରରେ ବସି ଜାତୀୟ ସଙ୍ଗୀତ ଗାନ…

ବୁଷ୍ଟର ଡୋଜ୍‌ ପାଇଁ ଅନୁମତି ଲୋଡ଼ିଲା ସେରମ୍‌ ଇନଷ୍ଟିଚ୍ୟୁଟ୍‌…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଓମିକ୍ରନ ଭାରିଆଣ୍ଟର ବଢୁୁଥିବା ବିପଦକୁ ଦୃଷ୍ଟିରେ ରଖି ଭାରତରେ ଏହାର କରୋନା ଟିକା କୋଭିଶିଲ୍ଡର ବୁଷ୍ଟର୍‌ ଡୋଜ ପ୍ରସ୍ତୁତି ପାଇଁ…

ବଡ଼ ଲୋକେ ଓ୍ବାର୍କ ଫ୍ରମ୍‌ ହୋମ୍‌ ବେଳେ ଛୋଟ ପିଲା ଯାଉଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢୁଥିବା ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ ପୁଣି ସରକାରଙ୍କୁ ତାଗିଦ୍‌ କରିଛନ୍ତି। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆପଣ ଆମକୁ କହିଛନ୍ତି ଯେ ସ୍କୁଲ ବନ୍ଦ ଅଛି କିନ୍ତୁ…

‘ତୁମେ ମୋ ଜୀବନ ବଦଳାଇ ଦେଲ’

ନୂଆଦିଲ୍ଲୀ,୨ା୧୨: କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ବୁଧବାର ୩୦ ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ଟୁଇଟ୍‌ର ପେଜ୍‌ରେ ତାଙ୍କର କିଛି ପୁରୁଣା ଫଟୋ ଶେୟାର କରିବା ସହ ସ୍ତ୍ରୀ ସୀମାଙ୍କ ଉଦ୍ଦେଶ୍ୟରେ କିଛି ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି।…

୧୫ ଡିସେମ୍ବରରୁ ଆସିପାରେ ନୂଆ ନିୟମ, ଟିକା ନ ନେଲେ ଟ୍ରେନ୍‌-ବସ୍‌ରେ ଯାତ୍ରା କରିବା ମନା !…

ନୂଆଦିଲ୍ଲୀ,୨।୧୨: କରୋନାର ଓମିକ୍ରନ ଭାରିଆଣ୍ଟ ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ…

ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ-ପୋଷଣ ଦାୟିତ୍ୱ ବାପାଙ୍କର…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ପିଲାଙ୍କର କୌଣସି ସମସ୍ୟା ନହେବା ଉଚିତ। ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ ପୋଷଣ ଦାୟିତ୍ୱ ବାପାଙ୍କର। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଏ.ଏସ୍‌. ବୋପାନ୍ନାଙ୍କ ନେତୃଥ୍ବରେ ଗଠିତ ଖଣ୍ଡପୀଠ ଏକ…

ଓମିକ୍ରନ୍‌ ଆତଙ୍କ ସହିତ ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨।୧୨: ଓମିକ୍ରନ୍‌ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୭୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ନିର୍ମଳା ସୀତାରମଣ ଦେଶର ସବୁଠାରୁ ଶକ୍ତିଶାଳୀ ମହିଳା

ନୂଆଦିଲ୍ଲୀ,୨।୧୨: ଫର୍ଚୁନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ଭାରତର ୫୦ଟି ଶକ୍ତିଶାଳୀ ମହିଳାଙ୍କ ତାଲିକାରେ ଏହା ପ୍ରକାଶ ପାଇଛି। ଏହି ତାଲିକାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସବୁଠାରୁ ଶକ୍ତିଶାଳୀ ମହିଳା ହୋଇଥିବାବେଳେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ…

ସମୁଦ୍ରରେ ବୁଡ଼ିଲା ୧୫ ଡଙ୍ଗା, ୮ ଧୀବର ନିଖୋଜ…

ଅହମଦାବାଦ,୨।୧୨: ଗୁଜୁରାଟର ଗିର ସୋମନାଥରେ ବୁଧବାର ରାତିରେ ଲଗାତାର ବର୍ଷା ଏବଂ ପ୍ରବଳ ପବନ ଯୋଗୁ ମାଛ ଧରିବାକୁ ଯାଇଥିବା ୧୩ ରୁ ୧୫ଟି ଡଙ୍ଗା ସମୁଦ୍ରରେ ବୁଡ଼ି ଯାଇଥିବାର ଆଶଙ୍କା ରହିଛି। ବହୁ ଧୀବର ଡଙ୍ଗାରେ ଥିଲେ। ମିଳିଥିବା ସୂଚନା…

୨୫ ଦେଶରେ ଓମିକ୍ରନ୍‌ ଆତଙ୍କ, ଲୋକ ସଭାରେ ହେବ ଆଲୋଚନା…

ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଚି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri