ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର
ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ...
ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା
ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର...
ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ
ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍ଡିଏ, ଏଏମ୍ଏ, ବ୍ରିଟେନ୍ର...
ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ
ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ...
ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ...
ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ
ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ଡିଜିପି ଏସ୍କେ ସିଙ୍ଘାଲ। ଏହି...
ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ
ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ ହୋଇଥିବାବେଳେ ୨ କୋଠା ଘର ଭୁଷୁଡ଼ି ପଡ଼ିଛି। ଭଙ୍ଗାକୋଠା ତଳେ ଜଣେ ବ୍ୟକ୍ତି...
ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର କାର୍ଯ୍ୟନିର୍ବାହୀ ମହାନିର୍ଦ୍ଦେଶକ ପେଟ୍ରିକ ଅମୋଥ ଡବ୍ଲ୍ୟୁଏଚ୍ଓର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ...
କରୋନିଲ ପରେ ଏବେ ବ୍ଲାକ୍ ଫଙ୍ଗସ୍ ଔଷଧ ତିଆରି କରୁଛି ପତଞ୍ଜଳୀ
ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। କେବଳ ସେତିକି ନୁହେଁ, କରୋନିଲ ଲଞ୍ଚ ସମୟରେ...
ସିବିଏସ୍ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା
ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିର୍ଣ୍ଣୟ ନିଆଯାଇଥିଲା। ତେବେ କେନ୍ଦ୍ରର ଏହି ନିଷ୍ପତ୍ତି ପରେ ମଧ୍ୟପ୍ରଦେଶରେ ପରୀକ୍ଷାକୁ...
ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ
ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ ଗୁଜବ ରହିଛି। ଏଥିଯୋଗୁ ଗାଁରେ ଟିକାକରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି।...
ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…
ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ...
Archives


