ମୋତିଆବିନ୍ଦୁ ଅସ୍ତ୍ରୋପଚାର ପରେ ୧୫ ଜଣ ହରାଇଲେ ଦୃଷ୍ଟିଶକ୍ତି
ମୁଜାଫାରପୁର,୨।୧୨: ଉତ୍ତର ବିହାର ଏହି ଜିଲାରେ ଏକ ହସ୍ପିଟାଲ ଦ୍ୱାରା ଆୟୋଜିତ ମାଗଣା କ୍ୟାମ୍ପରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର କରାଇଥିବା ଅତିକମ୍ରେ ୧୫ ଜଣ ସମ୍ପୂର୍ଣ୍ଣ ଦୃଷ୍ଟିଶକ୍ତି ହରାଇଛନ୍ତି। ମୁଜାଫାରପୁର ସିଭିଲ ସର୍ଜନ ବିନୟ କୁମାର ଶର୍ମା କହିଛନ୍ତି, ମୁଜାଫାରପୁର ଆଇ ହସ୍ପିଟାଲ…
କେଉଁ ସରକାରଙ୍କ ସମୟରେ ଗୁଜରାଟରେ ଦଙ୍ଗା ହୋଇଥିଲା ?
ନୂଆଦିଲ୍ଲୀ,୨।୧୨: ୨୦୦୨ରେ ଗୁଜରାଟରେ ମୁସଲମାନ ବିରୋଧୀ ହିଂସା କେଉଁ ସରକାରଙ୍କ ଅମଳରେ ସଂଗଠିତ ହୋଇଥିଲା ? ଏଭଳି ଏକ ମଲ୍ଟିପୁଲ ଚୟସ ପ୍ରଶ୍ନ ଆସିଥିଲା ଦ୍ୱାଦଶ ଶ୍ରେଣୀର ସମାଜ ବିଜ୍ଞାନ (ସୋସିଓଲୋଜି) ଟର୍ମ ୧ ଏକ୍ସାମରେ। ପ୍ରଶ୍ନର ଉତ୍ତର ପାଇଁ ୪ଟି…
ମୃତ ଚାଷୀଙ୍କ ସଂଖ୍ୟା ଜାଣିନୁ, କେମିତି ଦେବୁ କ୍ଷତିପୂରଣ
ନୂଆଦିଲ୍ଲୀ, ୧।୧୨: ବିବାଦୀୟ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀଙ୍କ ମୃତ୍ୟୁ ସମ୍ପର୍କରେ ସରକାରଙ୍କ ପାଖରେ କୌଣସି ତଥ୍ୟ ନାହିଁ। ତେଣୁ ସେମାନଙ୍କ ପରିବାରକୁ ଆର୍ଥତ୍କ ସହାୟତା କେମିତି ଦେବୁ…
କଣ୍ଟ୍ରାସେପଶନ ବ୍ୟବହାର କରୁନାହାନ୍ତି ୫୭% ଭାରତୀୟ
ନୂଆଦିଲ୍ଲୀ,୧।୧୨: ବିଶ୍ୱ ଏଡସ ଦିବସ ଅବସରରେ ଏକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି ଯେ, ୫୭ ପ୍ରତିଶତ ଭାରତୀୟ ଯୌନ ସମ୍ପର୍କ ସମୟରେ କଣ୍ଡୋମ ଭଳି କୌଣସି ପ୍ରକାର କଣ୍ଟ୍ରାସେପଶନ ବ୍ୟବହାର କରୁ ନାହାନ୍ତି। ଯାହା ଫଳରେ ସେମାନଙ୍କୁ…
‘ଏବେ ୟୁପିଏର ଅସ୍ଥିତ୍ୱ ନାହିଁ’
ନୂଆଦିଲ୍ଲୀ,୧।୧୨: ମିଳିତ ପ୍ରଗତିଶୀଳ ସହଯୋଗୀ ମେଣ୍ଟ (ୟୁପିଏ/ଉପା) କ’ଣ? ଏହାର ଏବେ ଅସ୍ଥିତ୍ୱ ନାହିଁ। ମୁମ୍ବାଇରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିବା ପରେ ଏଭଳି ମନ୍ତବ୍ୟ ଦେଇଛନ୍ତି ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ତାଙ୍କର ଏଭଳି…
ସୁପ୍ରିମ୍କୋର୍ଟରେ କେବଳ ଇଂଲିଶ୍ର ବ୍ୟବହାର କାହିଁକି, ଲୋକ ସଭାରେ ପ୍ରଶ୍ନ…
ନୂଆଦିଲ୍ଲୀ ,୧।୧୨: ସୁପ୍ରିମ୍କୋର୍ଟରେ କେବଳ ଇଂଲିଶ୍ର ବ୍ୟବହାର କାହିଁକି ବୋଲି ଲୋକ ସଭାରେ ବୁଧବାର ପ୍ରଶ୍ନ ଉଠିଛି। ଶୂନ୍ୟକାଳରେ ଉତ୍ତରପ୍ରଦେଶ କାନପୁର ଲୋକ ସଭା ଆସନର ଭାଜପା ଏମ୍ପି ସତ୍ୟଦେବ ପାଚୌରି ଏଭଳି ପ୍ରଶ୍ନ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ହିନ୍ଦୀ ଅବା…
ଶାହରୁଖଙ୍କୁ ଫସାଇ ଦେଇଛି ଭାଜପା: ମମତା
ମୁମ୍ବାଇ,୧।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ପୁଣି ଭାଜପାକୁ ଟାର୍ଗେଟ କରିଚନ୍ତି। ଏଥର ସେ ବଲିଉଡର କିଙ୍ଗ ଖାନ ଶାହାରୁଖ ଖାନଙ୍କୁ ସମର୍ଥନରେ କରି ଭାଜପା ଉପରେ ବର୍ଷିଛନ୍ତି। ଡ୍ରଗ୍ସ କେସ୍ରେ ଶାହରୁଖଙ୍କ ପୁଅକୁ ଭାଜପା ଫସାଇ ଦେଇଛି। ଅଯଥା…
ଦିଦି ବଙ୍ଗଳାର ସିଂହୀ: ସଞ୍ଜୟ
ମୁମ୍ବାଇ,୧।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଙ୍ଗଳାର ସିଂହୀ ବୋଲି ବର୍ଣ୍ଣନା କରିଛନ୍ତି ଶିବସେନା ଏମ୍ପି ସଞ୍ଜୟ ରାଉତ। ବୁଧବାର ମମତାଙ୍କୁ ଭେଟିବା ପରେ ସଞ୍ଜୟ କହିଥିଲେ ଯେ, ଆମେ ସମସ୍ତେ ମିଶି କେନ୍ଦ୍ର ସରକାରଙ୍କ ବିରୋଧରେ ଲଢିବୁ। ଦିଦି ବଙ୍ଗଳାର…
୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ…
ନୂଆଦିଲ୍ଲୀ ,୧।୧୨: କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ କରାଯାଇଛି। ପୂର୍ବରୁ…
କୋର୍ଟ ରୁମ୍ରେ ରିଙ୍ଗ୍ ହେଲା ମୋବାଇଲ୍, ଫୋନ୍ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜବତ କଲେ ହାଇକୋର୍ଟ…
ଗାନ୍ଧିନଗର,୧।୧୨: କୋର୍ଟ ରୁମ୍ରେ ଶୁଣାଣି ଚାଲିଥିବା ସମୟରେ ଜଣେ ବ୍ୟକ୍ତିଙ୍କ ମୋବାଇଲ୍ ଫୋନ୍ ରିିଙ୍ଗ୍ ହେବାରୁ ସେ ବସିବା ସ୍ଥାନରୁ ଉଠି ଚାଲିଯାଇଥିଲେ। ଏନେଇ ଉପସ୍ଥିତ ଥିବା ମୁଖ୍ୟ ବିଚାରପତି ଅରବିନ୍ଦ କୁମାର ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମୋବାଇଲ୍ ଫୋନ୍ ଅପରାହ୍ନ ୫ଟା…
ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କ ନାଁରେ ମାମଲା
ଲକ୍ଷ୍ନୌ,୧।୧୨: ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ସାମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କ ବିରୋଧରେ ଆପତ୍ତି ଜନକ ପୋଷ୍ଟ ପାଇଁ ଉତ୍ତର ପ୍ରଦେଶର କନ୍ନୌଜ ଠାରେ ଥିବା ଗୋଟିଏ କୋର୍ଟରେ ଏପରି ମାମଲା ହୋଇଛି।…
ଅପରେଶନ୍ ଅଲ୍ଆଉଟର ସୁଫଳ ମିଳୁଛି, ସରକାର ଦେଲେ ସୂଚନା…
ନୂଆଦିଲ୍ଲୀ,୧।୧୨: ସମ୍ପ୍ରତି ଜମ୍ମୁ-କଶ୍ମୀରରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଅପରେଶନ୍ ଅଲ୍ଆଉଟର ସୁଫଳ ମିଳୁଛି ବୋଲି ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସରକାର ଏଭଳି କହିଛନ୍ତି। ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ତଥା କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ…
Archives


