ଜାତୀୟ

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍‌ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ...

ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍‌ରେ କେତେ ବନ୍ଦୀ କୋଭିଡ୍‌ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି...

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର...

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ...

ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୫୪ ଦିନରେ ଏହି ସଂଖ୍ୟା ସର୍ବନିମ୍ନ। ଦୈନିକ...

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ ପରାମର୍ଶ ଦେଇଛନ୍ତି। ଅଧିକ ଅପ୍‌ଡେଟ୍‌ ନ ଆସିବା ପର୍ଯ୍ୟନ୍ତ ଭାକ୍ସିନଗୁଡ଼ିକୁ ମିଶାଇବା ଏକ...

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ...

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି...

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ ଚୋରି ହୋଇଛି। ଚୋରି ବେଳର ସିସିଟିଭି ଫୁଟେଜ ସେ ସୋସିଆଲ ମିଡିଆରେ ଶେୟାର...

ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା

ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି। ମଧ୍ୟପ୍ରଦେଶର ଜବଲପୁରରେ ଗତ ୨୨ ତାରିଖରେ ଏଭଳି ଘଟଣା ଘଟିଛି। ଘଟଣାରେ ସମ୍ପୃକ୍ତ...

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri