ଜାତୀୟ

କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୩୦ା୧୧: ଓମିକ୍ରନ୍‌କୁ ନେଇ ବିଶ୍ୱରେ ଭୟ। ଏଭଳି ସ୍ଥିତିରେ କେନ୍ଦ୍ର ସରକାର କଣ୍ଟେନମେଣ୍ଟ କଟକଣାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଗତ ୨୫ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ଦିନକୁ ୩୨୮ ଜଣ ଛାଡୁଛନ୍ତି ଭାରତୀୟ ନାଗରିକତ୍ୱ

ନୂଆଦିଲ୍ଲୀ,୩୦ା୧୧: ଗତ ୫ ବର୍ଷରେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଭାରତୀୟ ସେମାନଙ୍କ ନାଗରିକତ୍ୱ ତ୍ୟାଗ କରିଛନ୍ତି। ଏ ନେଇ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି।ଏହାକୁ ହିସାବକୁ କଲେ ଗତ ୫ ବର୍ଷ ମଧ୍ୟରେ…

ଅଭିନେତ୍ରୀଙ୍କ ହାତରୁ ଫୋନ ଛଡ଼ାଇନେଲେ ଲୁଟେରା

ମୁମ୍ବାଇ,୩୦।୧୧: କବିର ସିଂ ଓ ବିଗ୍‌ ବୁଲ ଭଳି ହିଟ୍‌ ବଲିଉଡ୍‌ ଫିଲ୍ମରେ ନଜର ଆସିଥିବା ନିକିତା ଦତ୍ତଙ୍କ ହାତରୁ ରବିବାର ଫୋନ ଛଡ଼ାଇ ନେଇଛନ୍ତି ଦୁଇ ଲୁଟେରା। ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ୧୪ ନମ୍ବର ରୋଡ୍‌ରେ ଚାଲୁଥିବା ବେଳେ ଅଭିନେତ୍ରୀ…

ପାର୍ଲାମେଣ୍ଟ କରିଡର୍‌ରେ ଏମ୍‌ପିଙ୍କ ଖସିଗଲା ଗୋଡ: ହସ୍ପିଟାଲ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ,୩୦।୧୧: କଂଗ୍ରେସର ଲୋକ ସଭା ଏମ୍‌ପି କେ ସୁରେଶ ମଙ୍ଗଳବାର ପାର୍ଲାମେଣ୍ଟ କରିଡର୍‌ରେ ପଡି ଯାଇଛନ୍ତି । ଏହା ଦେଖି ସେଠାରେ ଥିବା କର୍ମଚାରୀ ଓ ସହଯୋଗୀମାନେ ତାଙ୍କୁ ତଳୁ ଉଠାଇଥିଲେ। ଏହାପରେ ତାଙ୍କୁ ପ୍ରାଥମିକ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଇଥିଲା।…

ବିଜୟ ମାଲ୍ୟାଙ୍କ ବିରୋଧରେ କୋର୍ଟ ଅବମାନନା ମାମଲା: ଜାନୁୟାରୀରେ ୧୮ ଶେଷ ଶୁଣାଣି

ନୂଆଦିଲ୍ଲୀ,୩୦।୧୧: ଭାରତର ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ହୋଇଥିବା ଅବମାନନା ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଜାନୁଆରୀ ୧୮ରେ ମାଲ୍ୟାଙ୍କ ଦଣ୍ଡ ଉପରେ ସୁପ୍ରିମକୋର୍ଟ ବିଚାର କରିବେ। ୨୦୧୭ରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଅବମାନନା ମାମଲାରେ ମାଲ୍ୟା…

୧୧ ମାସରେ ୧୯୬ ଆତଙ୍କବାଦୀ ଆକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି। ଚଳିତ ୨୦୨୧ ବର୍ଷରେ ନଭେମ୍ବର…

ଓମିକ୍ରନ୍‌ ମୁକାବିଲା, ରାଜ୍ୟକୁ କେନ୍ଦ୍ରର ୬ ପରାମର୍ଶ…

ନୂଆଦିଲ୍ଲୀ,୩୦।୧୧: କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଓମିକ୍ରନ୍‌ର ମୁକାବିଲା ଲାଗି ୬ ପରାମର୍ଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ…

ଭାରତରେ ଓମିକ୍ରନ୍‌ ଆତଙ୍କ, ୧୫ ଦିନରେ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇ ଆସିଛନ୍ତି ୧,୦୦୦ ଯାତ୍ରୀ…

ନୂଆଦିଲ୍ଲୀ,୩୦।୧୧: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦକ୍ଷିଣ ଆଫ୍ରିକାର ଶ୍ୱାନେ ଇନଷ୍ଟିଚ୍ୟୁଟ୍‌ କରୋନାର ଦ୍ୱିତୀୟ ଏନ୍ତୁଡ଼ିଶାଳ ପାଲଟିଛି। ଏପରିସ୍ଥଳେ ଭାରତରେ ଓମିକ୍ରନ୍‌କୁ ନେଇ ଆତଙ୍କ ବଢ଼ିବାରେ ଲାଗିଛି। ଗତ ୧୫ ଦିନ ମଧ୍ୟରେ ଦକ୍ଷିଣ…

କଙ୍ଗନାଙ୍କୁ ହତ୍ୟା ଧମକ

ମୁମ୍ବାଇ,୩୦।୧୧:ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ବିବାଦୀୟ ମନ୍ତବ୍ୟ ଯୋଗୁ ଚର୍ଚ୍ଚାରେ ଥାନ୍ତି। ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଆଭ୍ୟନ୍ତରୀଣ ବ୍ୟାପାର ଠାରୁ ଆରମ୍ଭ କରି ଦେଶର ପ୍ରାୟ ସମସ୍ତ ପ୍ରସଙ୍ଗ ପର୍ଯ୍ୟନ୍ତ କଙ୍ଗନା ମନ୍ତବ୍ୟ ଦିଅନ୍ତି। ଅନେକ ଥର କଙ୍ଗନାଙ୍କୁ ତାଙ୍କ ମନ୍ତବ୍ୟ…

୧୨ ଏମ୍‌ପିଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ହେବ ନାହିଁ: ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୧୧: ରାଜ୍ୟ ସଭାରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ ଜଣ ସଦସ୍ୟଙ୍କୁ ନିଲମ୍ବିତ କରାଯାଇଛି। ଏହାକୁ ବିରୋଧ କରି ମଙ୍ଗଳବାର ବିରୋଧୀମାନେ ପାର୍ଲାମେଣ୍ଟରେ ହଟ୍ଟଗୋଳ କରିଛନ୍ତି। ରାଜ୍ୟ ସଭା ଆଗରେ ଥିବା ଗାନ୍ଧୀ ପ୍ରତିମା ନିକଟରେ ବିରୋଧୀ ଏମ୍‌ପିମାନେ ଧାରଣା ଦେଇଛନ୍ତି।…

କୃଷକ ଆନ୍ଦୋଳନ ଯୋଗୁ ବର୍ଷକରେ ୬୦ ହଜାର କୋଟି କ୍ଷତି…

ନୂଆଦିଲ୍ଲୀ,୩୦।୧୧: ଦିଲ୍ଲୀ ଏବଂ ଏହାର ଆଖପାଖ ରାଜ୍ୟରେ କୃଷକଙ୍କ ଆନ୍ଦୋଳନ ଯୋଗୁ ଏକ ବର୍ଷ ମଧ୍ୟରେ ପ୍ରାୟ ୬୦ ହଜାର କୋଟି ମୂଲ୍ୟର କାରବାର କ୍ଷତି ହୋଇଛି। ଏହି ବ୍ୟବସାୟିକ କ୍ଷତି ମୁଖ୍ୟତଃ ୨୦୨୦ ନଭେମ୍ବର, ଡିସେମ୍ବର ଏବଂ ୨୦୨୧ ଜାନୁୟାରୀରେ…

ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ ଦାବି କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ: ବିଶ୍ୱର ୧୫ରୁ ଅଧିକ ଦେଶରେ ଏବେ ମାରାତ୍ମକ ‘ଓମିକ୍ରନ’ ଭାରିଏଣ୍ଟ ବ୍ୟାପି ଗଲାଣି। ବିଭିନ୍ନ ଦେଶରୁ ବିମାନ ଭାରତକୁ ଆସୁଛି। ଡିସେମ୍ବର ୧୫ରୁ ମଧ୍ୟ ନିୟମିତ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ତେଣୁ ଭାରତରେ ‘ଓମିକ୍ରନ’ ଭାଇରସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri