ବିଦେଶରୁ ଫେରୁଥିବା ଯାତ୍ରୀଙ୍କ ପାଇଁ ଡିଜିସିଏର ନୂଆ ଗାଇଡଲାଇନ
ନୂଆଦିଲ୍ଲୀ,୩୦ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡି ଦେଇଛି । ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଏହି ଭାରିଏଣ୍ଟ ଏବେ ବିଶ୍ୱର ପ୍ରାୟ ୧୩ ଦେଶକୁ ବ୍ୟାପୀ ସାରିଲାଣି । ଏହାର ଭୟାବହତାକୁ…
୧୩ ଦେଶରେ ପହଞ୍ଚିଲା ଓମିକ୍ରନ: ବିଦେଶୀଙ୍କ ପାଇଁ ଜାପାନ ମନା
ନୂଆଦିଲ୍ଲୀ/ଟୋକିଓ /ଲିସବନ,୩୦ ।୧୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ୧୩ଟି ଦେଶରେ ପହଞ୍ଚି ସାରିଥିବା ଜଣାପଡିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ଏଥିରେ କୁହାଯାଇଛି କି ଓମିକ୍ରନ ଆକ୍ରାନ୍ତ ଦେଶରୁ…
ଟୁଇଟରର ନୂଆ ସିଇଓ ପରାଗ ଅଗ୍ରଓ୍ବାଲଙ୍କ ସମ୍ପର୍କରେ ଜାଣନ୍ତୁ
ନୂଆଦିଲ୍ଲୀ,୩୦।୧୧: ଆଇଆଇଟି ବମ୍ବେରୁ ଗ୍ରାଜୁଏଶନ କରିଥିବା ପରାଗ ଅଗ୍ରଓ୍ବାଲ ଏବେ ଟୁଇଟରର ସିଇଓ ଜ୍ୟାକ ଡୋରସିଙ୍କ ପଦ ସମ୍ଭାଳିବାକୁ ଯାଉଛନ୍ତି। ଟୁଇଟରର ସହପ୍ରତିଷ୍ଠାତା ଡୋରସି ସୋମବାର ସନ୍ଧ୍ୟାରେ ଟୁଇଟରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ କମ୍ପାନୀର…
ବିବାହ ହଲରେ ନିଆଁ ଲାଗିବା ପରେ ବି ଖାଇବା ଥାଳିରୁ ଉଠିଲେ ନାହିଁ
ଥାଣେ,୩୦।୧୧: ଖାଦ୍ୟ ପ୍ରତି ଭଲ ପାଇବାର ଏଭଳି ଦୃଷ୍ଟାନ୍ତ ବୋଧହୁଏ କେବେ ଶୁଣି ନ ଥିବେ। ମହାରାଷ୍ଟ୍ର ଥାଣେର ଭିଓ୍ବାଣ୍ଡି ଅଞ୍ଚଳରେ ଆୟୋଜିତ ଏକ ବିବାହ ଭୋଜି ବେଳେ ମ୍ୟାରେଜ ହଲରେ ନିଆଁ ଲାଗିଯାଇଥିଲା। ଏହାସତ୍ତ୍ୱେ ଜଣେ ଅତିଥି ଖାଇବା ଥାଳିରୁ…
ଟୁଇଟର ସିଇଓ ହେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ
ନୂଆଦିଲ୍ଲୀ,୨୯।୧୧: ଟୁଇଟରର ସହପ୍ରତିଷ୍ଠାତା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଜ୍ୟାକ ଡୋରସି ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ କମ୍ପାନୀର ଦାୟିତ୍ୱ ନେବାକୁ ଯାଉଛନ୍ତି ଭାରତୀୟ ବଂଶୋଦ୍ଭବ ପରାଗ ଅଗ୍ରଓ୍ବାଲ। ସେ ଏବେ ଟୁଇଟରର ଟେକ୍ନୋଲୋଜି ମୁଖ୍ୟ…
୪୪ କୋଟି ଛୁଆଙ୍କୁ ଟିକା ଦେବାକୁ ଯୋଜନା ପ୍ରସ୍ତୁତ
ନୂଆଦିଲ୍ଲୀ,୨୯।୧୧: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆଶଙ୍କା ଓ ଭୟ ବଢ଼ୁଥିବା ବେଳେ ଦେଶର ୪୪ କୋଟିରୁ ଊର୍ଦ୍ଧ୍ୱ ଛୁଆଙ୍କୁ ଟିକାକରଣ ନିମନ୍ତେ ଯୋଜନା ପ୍ରସ୍ତୁତ କରାଯାଇଥିବା କୋଭିଡ୍-୧୯ ଟାକ୍ସଫୋର୍ସ ଅଧ୍ୟକ୍ଷ ଡା. ଏନ୍. କେ. ଅରୋରା କହିଛନ୍ତି। ଏଥିସହ…
ସ୍ଥିତି ସୁଧୁରିବାକୁ ଅପେକ୍ଷା
ନୂଆଦିଲ୍ଲୀ, ୨୯।୧୧: ଜମ୍ମୁ-କଶ୍ମୀରରେ କିଛିଦିନ ହେଲା ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କୁ ଟାର୍ଗେଟ କରାଯାଉଛି। ଏହି ହିଂସା ବନ୍ଦ ହେଲେ ଉପତ୍ୟାକାରେ ଜନସାଧାରଣ ଅବାଧ ଯାତାୟାତ କରିପାରିବେ। ଏହାପରେ ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ପ୍ରଦାନ କରାଯିବ। ଏ ନେଇ ସୋମବାର ଭାଜପା ରାଜ୍ୟ ଶାଖା…
‘ପଞ୍ଜାବରେ ଭାଜପା ସହ ମିଶି ସରକାର କରିବୁ’
ଚଣ୍ଡିଗଡ଼, ୨୯।୧୧: ଭାଜପା ଏବଂ ଅକାଳୀ ଦଳର ଗୋଟିଏ ଗୋଷ୍ଠୀ ସହ ମିଶି ପଞ୍ଜାବରେ ପରବର୍ତ୍ତୀ ସରକାର ଗଢ଼ିବୁ। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟାରଙ୍କ ସହ ହଠାତ୍ ବୈଠକରେ ଏଭଳି ଦୃଢ଼ୋକ୍ତି ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ଏହା ଏକ…
‘ଓମିକ୍ରନ ଭାରିଆଣ୍ଟ ବିପଦଜନକ ନୁହେଁ’
ବେଙ୍ଗାଲୁରୁ,୨୯।୧୧: ଦକ୍ଷିଣ ଆଫ୍ରିକାରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କ ସହ ମୁଁ କଥା ହୋଇଛି। ଏହି ନୂଆ ଭାରିଆଣ୍ଟା ଓମିକ୍ରନ କୋଭିଡ୍ର ଡେଲ୍ଟା ଭାରିଆଣ୍ଟ ଭଳି ବିପଦଜନକ ନୁହେଁ। ଏଥିରେ ସଂକ୍ରମିତ ହେଉଥିବା ବ୍ୟକ୍ତିଙ୍କୁ ଖୁବ କମ ହାରରେ ହସ୍ପିଟାଲରେ ଭର୍ତ୍ତି ହେବାକୁ…
ଶବଗୃହରୁ ମିଳିଲା ୧୫ ମାସ ତଳର ମୃତଦେହ
ବେଙ୍ଗାଲୁରୁ,୨୯।୧୧: କର୍ନାଟକର ରାଜଧାନୀସ୍ଥିତ ଇଏସ୍ଆଇ ହସ୍ପିଟାଲର ଶବଗୃହରୁ ମିଳିଛି ୧୫ ମାସ ତଳର ଦୁଇଟି ମୃତଦେହ। କରୋନାରେ ଦୁହିଁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଶବଗୃହର ସଫେଇ ବେଳେ ଏଭଳି ଘଟଣା ସାମ୍ନାକୁ ଆସିଛି। କୋଭିଡ୍ ପ୍ରୋଟୋକଲ ଅନୁସାରେ ସେମାନଙ୍କ…
ସରକାର ଭୟଭୀତ: ରାହୁଲ
ନୂଆଦିଲ୍ଲୀ,୨୯।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ବିଲ ଲୋକ ସଭା ଓ ରାଜ୍ୟ ସଭାରେ ସୋମବାର ପାରିତ ହୋଇଛି। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କୌଣସି ଚର୍ଚ୍ଚା ବିନା ଏହି…
ଓମିକ୍ରନ୍କୁ ନେଇ ଜାରି ହେଲା ଗାଇଡ୍ଲାଇନ୍
ନୂଆଦିଲ୍ଲୀ,୨୯ା୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯଦିଓ ଟିକେ କମିଛି ତଥାପି ଅନ୍ୟ ଦେଶ ଭଳି ଆମ ଦେଶ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍କୁ ନେଇ ଚିନ୍ତାରେ ପଡ଼ିଛି। ତେବେ ଓମିକ୍ରନ୍କୁ ଦୃଷ୍ଟିରେ ରଖି ଭାରତ ସରକାର ଆଜି ଅନ୍ତର୍ଜାତୀୟ…
Archives


