ଜାତୀୟ

ଚାଇନାକୁ ବଡ଼ ଝଟ୍‌କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍‌ ଶୁଳ୍କ ଲାଗୁ କଲା ଭାରତ…

ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍‌କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍‌ ଏବଂ ରାସାୟନିକ ସାମଗ୍ରୀ ସହିତ ୫ଟି ଉତ୍ପାଦ ଉପରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ…

ନ୍ୟାୟିକ ବ୍ୟବସ୍ଥାର ଭାରତୀୟକରଣ ଜରୁରୀ…

ହାଇଦ୍ରାବାଦ, ୨୭।୧୨: ଦେଶର ନ୍ୟାୟିକ ବ୍ୟବସ୍ଥାକୁ ଭାରତୀୟକରଣ କରିବାର ଆବଶ୍ୟକତା ରହିଛି। ହାଇଦ୍ରାବାଦରେ ଆୟୋଜିତ ଅଲ ଇଣ୍ଡିଆ ଆଡଭୋକେଟ କାଉନସିଲର ଷଷ୍ଠତମ ଜାତୀୟ ପରିଷଦ ବୈଠକରେ ଯୋଗଦେଇ ସୁପ୍ରିମ୍‌କୋର୍ଟର ବିଚାରପତି ଏସ.ଏ. ନାଜିର ଏଭଳି କହିଛନ୍ତି। ନାଜିର କହିଛନ୍ତି ଯେ ନ୍ୟାୟପାଳିକାର…

ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ

ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…

ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଓମିକ୍ରନ୍‌ ଅଣାୟତ୍ତ, ଦିଲ୍ଲୀରେ ସର୍ବାଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୯୮ ଛୁଇଁଛି। ଦେଶରେ ଓମିକ୍ରନ୍‌ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି…

ମୁସଲମାନଙ୍କ ଜୀବନ ବିପଦରେ

ନୂଆଦିଲ୍ଲୀ, ୨୭ା୧୨: ଦିଲ୍ଲୀ ଓ ହରିଦ୍ୱାରରେ ଅନୁଷ୍ଠିତ ଧର୍ମ ସଂସଦରେ ଘୃଣିତ ବକ୍ତବ୍ୟକୁ ନେଇ ସୁପ୍ରମକୋର୍ଟର ୭୬ ଜଣ ଆଇନଜୀବୀ ଚିନ୍ତା ପ୍ରକଟ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିରେ ହସ୍ତକ୍ଷେପ କରିବା ଲାଗି ସେମାନେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି.…

ଥରୁର ମାନୁ ନାହାନ୍ତି ଦଳୀୟ ନିୟମ!

କନ୍ନୁର,୨୭ ।୧୨: କେରଳ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ସୁଧାକରନ କହିଛନ୍ତି କଂଗ୍ରେସ ଏମ୍‌ପି ଶଶି ଥରୁରଙ୍କୁ ପାର୍ଟିର ନିୟମ ଭାଙ୍ଗିବାର କୌଣସି ଅଧିକାର ନାହିଁ । ଏପରି କଲେ ତାଙ୍କୁ ଦଳରୁ ବାହାର କରି ଦିଆଯିବ । ସୁଧାକରନ କହିଛନ୍ତି…

ମହାତ୍ମା ଗାନ୍ଧୀଙ୍କୁ ନେଇ ଧର୍ମଗୁରୁ କାଳିଚରଣଙ୍କ ବିବାଦୀୟ ବୟାନ

ରାୟପୁର,୨୭ ।୧୨: ଦେଶର ବିଭିନ୍ନ ସ୍ଥାନରେ ହିନ୍ଦୁ ‘ଧର୍ମ ସଂସଦ’ ଆୟୋଜନ କରାଯାଉଛି । ଏବେ ସେସବୁ ସ୍ଥାନରୁ କିଛି ବିବାଦୀୟ ବୟାନ ସାମ୍ନାକୁ ଆସିଛି । ଛତିଶଗଡ଼ର ରାଜଧାନୀ ରାୟପୁରରେ ଏକ ସଙ୍ଗଠନ ଦ୍ୱାରା ଆୟୋଜିତ ଧର୍ମ ସଂସଦରେ ଧର୍ମଗୁରୁ…

ସରୋଗେସି ଆଇନକୁ ଅନୁମତି: ଏହାକୁ ନେଇ ଆଉ ହୋଇପାରିବନି ବ୍ୟବସାୟ

ନୂଆଦିଲ୍ଲୀ,୨୭ ।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ସରୋଗେସି ଅଧିନିୟମ ୨୦୨୧କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଶନିବାର ରାଷ୍ଟ୍ରପତି ଏହାକୁ ମଞ୍ଜୁରୀ ବେଦା ସହ ଗେଜେଟ ପ୍ରକାଶ ପରେ ଏହା ଲାଗୁ ହୋଇଯାଇଛି । ଏଥିରେ ସରୋଗେସିକୁ ମାନ୍ୟତା ଦେବା ଓ…

୨୪ ଦିନରେ ୧୯ ରାଜ୍ୟରେ ପହଞ୍ଚିଲାଣି ଓମିକ୍ରନ୍‌

ନୂଆଦିଲ୍ଲୀ,୨୭ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ୨୪ ଦିନ ମଧ୍ୟରେ ୧୯ ରାଜ୍ୟରେ ପହଞ୍ଚି ସାରିଥିବା ସୂଚନା ମିଳିଛି । ଏହାଦ୍ୱାରା ଏବେ ସିଦ୍ଧା ୫୦୯ ଜଣ ସଂକ୍ରମିତ ହୋଇଥିବା ଜଣାପଡିଛି । ଓମିକ୍ରନର ଦ୍ରୁତ ସଂକ୍ରମଣକୁ ଦେଖି…

ଗିରଫ ହେଲେ ଧନ କୁବେର ପିୟୁଷ ଜୈନ, ଘରୁ ମିଳିଛି ୨୫୭କୋଟି ଟଙ୍କା ସହ ଦାମୀ ଗହଣା

କାନପୁର,୨୭ ।୧୨: ଶେଷରେ ଗିରଫ ହେଲେ ଧନ କୁବେର ଅତର ବ୍ୟବସାୟୀ ପିୟୁଷ ଜୈନ । ଜିଏସ୍‌ଟି ଇଣ୍ଟଲିଜେନ୍ସ ବ୍ୟବସାୟୀଙ୍କୁ କନ୍ନୌଜରୁ ଗିରଫ କରିଛି । ରବିବାର ସୁଦ୍ଧା ତାଙ୍କ ଘର ଉପରେ ଚଢାଉ କରାଯାଇ ୨୫୭ କୋଟି ନଗଦ ଟଙ୍କା…

‘ମୁଁ ୨୪ କ୍ୟାରେଟ କଂଗ୍ରେସ ଲୋକ’

ଜମ୍ମୁ,୨୭।୧୨: “ମୁଁ ୨୪ କ୍ୟାରେଟ୍‌ କଂଗ୍ରେସ ଲୋକ”। ଏଭଳି କହି କଂଗ୍ରେସ ଛାଡ଼ୁଥିବା ନେଇ ଚାଲିଥିବା ଅନିଶ୍ଚତତାରେ ପୂର୍ଣ୍ଣଛେଦ ପକାଇଛନ୍ତି ଗୁଲାମ ନବି ଆଜାଦ। ଦୁଇ ମାସ ହେଲା ଜମ୍ମୁ-କଶ୍ମୀରରେ ପ୍ରଚାର କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଆଜାଦ ଜମ୍ମୁର ଉପକଣ୍ଠ ଖୋଉର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?